ଆରମ୍ଭ ହେଲା ଯୁକ୍ତ ଦୁଇ ନାମଲେଖା ପ୍ରକ୍ରିୟା

ଯୁକ୍ତ ଦୁଇ କଳା ବିଜ୍ଞାନ ଓ ବାଣିଜ୍ୟରେ ନାମଲେଖା ପାଇଁ ଆଜିଠାରୁ ଆବେଦନ ପ୍ରକ୍ରିୟା ଆରମ୍ଭ ହୋଇଛି । ଯୁକ୍ତ ଦୁଇ ପଢିବା ପାଇଁ ଚାହୁଁଥିବା ଛାତ୍ରଛାତ୍ରୀ ଜୁନ୍ ୧୭ ତାରିଖ ପର୍ଯ୍ୟନ୍ତ ଆବେଦେନ କରିପାରିବେ । ଜୁନ୍ ୨୩ ତାରିଖରେ ପ୍ରଥମ ମେରିଟ୍ ଲିଷ୍ଟ ପ୍ରକାଶ ପାଇବ । ଛାତ୍ରଛାତ୍ରୀମାନେ ଙ୍ଗଙ୍ଗଙ୍ଗ.ଗ୍ଦବଜ୍ଞଗ୍ଦ.କ୍ଟୟସଗ୍ଦଷବ.ସଦ୍ଭ ରେ ଆବେଦନ କରିପାରିବେ ।

Comments are closed.