ଓଦା ହେବ ଦୀପାବଳୀ, ୨୩ରୁ ପୁଣି ଛେଚିବ !

ଭୁବନେଶ୍ୱର: ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗର ତାମିଲନାଡୁ କୂଳରେ ସୃଷ୍ଟି ହୋଇଛି ଘୁର୍ଣ୍ଣିବଳୟ । ଯାହାକି ୪୮ ଘଣ୍ଟା ମଧ୍ୟରେ ଲଘୁଚାପର ରୂପ ନେବାର ଆଶଙ୍କା କରାଯାଉଛି । ଏହାର ପ୍ରଭାବରେ ଦକ୍ଷିଣ-ଉତ୍ତର ଓଡିଶାରେ ୨୭ ପର୍ଯ୍ୟନ୍ତ ବର୍ଷା ହେବାର ସମ୍ଭାବନା ରହିଛି । ୨୩ରୁ ୨୫ ଯାଏଁ ସାରା ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି ।

Comments are closed.