ସମ୍ବଲପୁରରେ ଝାଡାବାନ୍ତି

ସମ୍ବଲପୁର : ସମ୍ବଲପୁର ହୀରାକୁଦ ଅଞ୍ଚଳରେ ଝାଡାବାନ୍ତି। ଝାଡାବାନ୍ତିରେ ୪୫ ଜଣ ଆକ୍ରାନ୍ତ ହୋଇଥିବା ବେଳେ ୫ ଜଣ ଗୁରୁତର ହୋଇଥିବା ସୂଚନା ମିଳିଛି। । ଦୂଷିତ ପାଣି ପିଇ ଝାଡାବାନ୍ତି ହୋଇଥିବା ଅନୁମାନ କରାଯାଉଛି । ଝାଡ଼ାବାନ୍ତିରେ ଆକ୍ରାନ୍ତ ୪୦ ଜଣଙ୍କୁ ହୀରାକୁଦ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବାବେଳେ ୫ ଜଣଙ୍କୁ ବୁର୍ଲା ଭୀମସାରରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଛି l ହୀରାକୁଦ କାଳୁପଡା, ଗଉଡପଡା, ଗୁରୁଦ୍ବାରା ଓ ନ୍ୟୁ ମାର୍କେଟ ପଡାରେ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିଚାଲିଛି l

Comments are closed.