ସିଗାରେଟ୍ ପାଇଁ ନାବାଳକଙ୍କୁ ପିଟିପିଟି ମାରିଦେଲେ
ନୂଆଦିଲ୍ଲୀ : ଦିଲ୍ଲୀର ଆନନ୍ଦ ପ୍ରଭାତ ଅଞ୍ଚଳରେ ଏକ ଜଘନ୍ୟ ଘଟଣା ଘଟିଛି। ସିଗାରେଟ୍ ଟାଣିବାକୁ ୧୦ ଟଙ୍କା ନ ଦେବାକୁ ଜଣେ ନାବାଳକଙ୍କ ହତ୍ୟା କରାଯାଇଛି। ଏହା ପରେ ମୃତକଙ୍କ ପର୍ସ ଲୁଟ କରି ନିଆଯାଇଛି।
ପୋଲିସ ସିସିଟିଭି ଫୁଟେଜ ଯାଞ୍ଚ କରି ଅଭିଯୁକ୍ତମାନଙ୍କୁ ଧରିଥିଲା।
Comments are closed.