୫ଟି ଦେଶରୁ ରାଷ୍ଟ୍ରଦୂତ ପ୍ରତ୍ୟାହାର କଲା ୟୁକ୍ରେନ
ନୂଆଦିଲ୍ଲୀ: ୟୁକ୍ରେନ ଭାରତ ସମେତ ୫ଟି ଦେଶରୁ ରାଷ୍ଟ୍ରଦୂତଙ୍କୁ ପ୍ରତ୍ୟାହାର କରିନେଇଛି । ଜର୍ମାନୀ, ଭାରତ, ଚେକ୍ ରିପବ୍ଲିକ, ନରେଓ୍ବ ଏବଂ ହଙ୍ଗେରୀରେ ଅବସ୍ଥାପିତ ହୋଇଥିବା ରାଷ୍ଟ୍ରଦୂତ ମାନଙ୍କୁ ୟୁକ୍ରେନ ରାଷ୍ଟ୍ରପତି ଭୋଲୋଦିମିର ଜେଲେନସ୍କି ନିଲମ୍ବନ କରି ପ୍ରତ୍ୟାହାର କରିନେଇଛନ୍ତି । ଏହି ପ୍ରତ୍ୟାହାରର କୌଣସି କାରଣ ଦର୍ଶାଯାଇନି ।
Comments are closed.