ସମ୍ବଲପୁର : ହୀରାକୁଦ ଜଳଭଣ୍ଡାରରେ ଖୋଲାଯାଇଥିବା ୪୦ଟି ଗେଟ୍ ମଧ୍ୟରୁ ଗୁରୁବାର ୮ଟି ଗେଟ୍ ବନ୍ଦ ହୋଇଥିବା ବେଳେ ପୁଣି ଆଉ ୪ଟି ଗେଟ୍କୁ ବନ୍ଦ କରିଦିଆଯାଇଛି। ବର୍ତ୍ତମାନ ୨୮ଟି ଗେଟ୍ ଦେଇ ଜଳ ନିଷ୍କାସନ ହେଉଛି। ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁ ଡ୍ୟାମ୍ର ଅଧିକ ଗେଟ୍ ଖୋଲାଯାଇଥିଲା।
ଜଳସ୍ତର କମୁଥିବାରୁ ସନ୍ଧ୍ୟା ସୁଦ୍ଧା ୧୨ଟି ଗେଟ୍କୁ ବନ୍ଦ କରାଯାଇଛି। ପରିସ୍ଥିତିକୁ ଦୃଷ୍ଟିରେ ରଖି ଆଗକୁ ଗେଟ୍ ବନ୍ଦ କରିବାକୁ ନିଷ୍ପତ୍ତି ନିଆଯାଇପାରେ ବୋଲି ସୂଚନା ମିଳିଛି।
Comments are closed.