ସମଲ ବ୍ୟାରେଜରୁ ଡେଇଁଲା ଯୁବତୀ
ତାଳଚେର : ଅନୁଗୁଳ ଜିଲ୍ଲା କଣିହାଁ ବ୍ଲକ୍ ଅନ୍ତର୍ଗତ ସମଲ ବ୍ୟାରେଜରୁ ଡେଇଁ ଯୁବତୀଙ୍କ ଆତ୍ମହତ୍ୟା ଉଦ୍ୟମ । ସ୍ଥାନୀୟ ଅଞ୍ଚଳର ଜଣେ ଯୁବତୀ ଆଜି ସକାଳ ପ୍ରାୟ ୬ ଟା ୪୫ ରେ ସମଲ ବ୍ୟାରେଜର ୨୪ ନମ୍ବର ଗେଟ୍ ତଳକୁ ଡେଇଁ ଆତ୍ମହତ୍ୟା ଉଦ୍ୟମ କରିଥିଲେ । ପାଖରେ ଉପସ୍ଥିତ ଥିବା ଅଞ୍ଚଳବାସୀ ଏହା ଦେଖି ହଠାତ ବ୍ୟାରେଜ୍ କର୍ତ୍ତୃପକ୍ଷଙ୍କୁ ଜଣାଇବାରୁ ବ୍ୟାରେଜ୍ କର୍ତ୍ତୃପକ୍ଷ ଖୋଲା ଥିବା ନିକଟସ୍ଥ ଗେଟ୍ ଗୁଡିକୁ ବନ୍ଦ କରିଥିଲେ ।
Comments are closed.