ହରିୟାଣା ରେଜଲ୍ଟ: ଭାଜପାକୁ ଜିତାଇଦେଲେ କେଜରିଓ୍ବାଲ!
ହରିୟାଣା ନିର୍ବାଚନର ଅନ୍ତିମ ଫଳାଫଳ ସାମ୍ନାକୁ ଆସିଛି। ରାଜ୍ୟରେ ୯୦ ଆସନରୁ ଭାଜପା ୪୮ଟି ଆସନ ପାଇଛି। ସେହିପରି କଂଗ୍ରେସ ମାତ୍ର ୩୯ଟି ଆସନ ହାତେଇ ପାରିଛି। ଫଳାଫଳନୁସାରେ ଭାଜପା ପୁଣି ଥରେ ରାଜ୍ୟରେ ସରକାର ଗଠନ…
Read More...
Read More...