ପୁଣି ବଢ଼ିଲା ସୁନା ଦର

ବଢ଼ି ଚାଲିଛି ସୁନା ଦର। ଦିନକରେ ୨୨ କ୍ୟାରେଟ ସୁନାର ଦାମ ୧୦ ଗ୍ରାମକୁ ୧୩୦୦ ଟଙ୍କା ବୃଦ୍ଧି ପାଇଛି। ସେହିପରି ୨୪ କ୍ୟାରେଟ ସୁନାର ମୂଲ୍ୟ ୧୦ ଗ୍ରାମକୁ ୧୪୨୦ ଟଙ୍କା ବୃଦ୍ଧି ପାଇଛି। ୧୮ କ୍ୟାରେଟ ସୁନା ଦର ୧୦ ଗ୍ରାମକୁ…
Read More...

ବିଜେଡିରେ ଯୋଗଦେଲେ ସୁରେନ୍ଦ୍ର ସିଂ ଭୋଇ

ଗତକାଲି କଂଗ୍ରେସରୁ ଇସ୍ତଫା ଦେଇଥିବା ପୂର୍ବତନ ମନ୍ତ୍ରୀ ସୁରେନ୍ଦ୍ର ସିଂହ ଭୋଇ ଆଜି ବିଜେଡିରେ ମିଶିଛନ୍ତି। ଶଙ୍ଖ ଭବନରେ ହୋଇଥିବା ମିଶ୍ରଣ ପର୍ବରେ ତାଙ୍କ ସହିତ ୧୨ ଜଣ ସରପଞ୍ଚ, ୧୩ ଜଣ ସମିତି ସଭ୍ୟ ଓ ବହୁ କର୍ମୀ…
Read More...

ଜଳୁଛି ସାରା ରାଜ୍ୟ

ମାର୍ଚ୍ଚ ଶେଷ ସପ୍ତାହରୁ ଆରମ୍ଭ ହୋଇଗଲାଣି ଟାଣ ଖରା। ସକାଳ ୧୦ଟା ପରେ ଘରୁ ବାହାରିବା କଷ୍ଟକର ହୋଇପଡ଼ୁଛି। ଆଗକୁ ଆହୁରି ତାପମାତ୍ରା ବଢ଼ିବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ତେବେ ଆଜି ସକାଳ…
Read More...

ବିଜେପି ଛାଡ଼ିଲେ ନୀଳଗିରି ବିଧାୟକ

ନୀଳଗିରି ବିଧାୟକ ସୁକାନ୍ତ କୁମାର ନାୟକ ଆଜି ବିଜେପିରୁ ଇସ୍ତଫା ଦେଇଛନ୍ତି। ସେ ତାଙ୍କ ଇସ୍ତଫାପତ୍ର ବିଜେପି ରାଜ୍ୟ ସଭାପତି ମନମୋହନ ସାମଲଙ୍କ ନିକଟକୁ ପଠାଇ ଦେଇଛନ୍ତି। ସେ ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା…
Read More...

ଖୁସି ଖବର, ସରକାର ବଢାଇଲେ ମଜୁରୀ

ନିର୍ବାଚନ ପୂର୍ବରୁ ଶ୍ରମିକଙ୍କ ମଜୁରୀ ବଢ଼ିଲା। ମହାତ୍ମା ଗାନ୍ଧି କର୍ମ ନିଯୁକ୍ତି ଯୋଜନା (MGNREGA) ଅଧୀନରେ କାର୍ଯ୍ୟ କରୁଥିବା ଶ୍ରମିକଙ୍କ ପାରିଶ୍ରମିକ ବୃଦ୍ଧି ପାଇଛି। ଦେଶରେ MGNREGA ଯୋଜନାରେ କାର୍ଯ୍ୟ କରୁଥିବା…
Read More...

କେଜ୍ରିୱାଲଙ୍କର ରିମାଣ୍ଡ ଅବଧି ଶେଷ

ଦିଲ୍ଲୀ ମଦ ନୀତି ଦୁର୍ନୀତି ମାମଲାରେ ଗିରଫ ଥିବା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କର ଆଜି ରିମାଣ୍ଡ ଅବଧି ସରୁଛି। ଗିରଫ ପରେ ଇଡି ତାଙ୍କୁ ୭ ଦିନିଆ ରିମାଣ୍ଡରେ ନେଇଥିଲା। ଆଜି ଅବଧି ଶେଷ ହେଉଥିବା ବେଳେ…
Read More...

ଟିକେଟ ପାଇଁ ଚାଲିଗଲା ଜୀବନ

ଚେନ୍ନାଇ,୨୮।୩: ତାମିଲନାଡୁର ଏରୋଡରୁ ବର୍ତ୍ତମାନର MDMK ଏମ୍‌ପି ଏ. ଗଣେଶମୂର୍ତ୍ତି (୭୬) ଗୁରୁବାର ସକାଳେ ଆଖିବୁଜିଛନ୍ତି। ଲୋକ ସଭା ନିର୍ବାଚନରେ ଟିକେଟ ନ ପାଇ ସେ ରାଗିଯାଇ ମାର୍ଚ୍ଚ ୨୪ରେ ବିଷ ପିଇ ଆତ୍ମହତ୍ୟା…
Read More...

କଂଗ୍ରେସ ଛାଡିଲେ ଧନୀ ମହିଳା

ଲୋକ ସଭା ନିର୍ବାଚନ ପୂର୍ବରୁ କଂଗ୍ରେସ ପ୍ରତିଦିନ ଗୋଟିଏ ପରେ ଗୋଟିଏ ଝଟ୍‌କା ଲାଗୁଛି। ବର୍ତ୍ତମାନ ଭାରତର ସବୁଠାରୁ ଧନୀ ମହିଳା ତଥା ଦେଶର ଶ୍ରେଷ୍ଠ ଧନୀ ବ୍ୟକ୍ତିଙ୍କ ତାଲିକାରେ ଅନ୍ତର୍ଭୁକ୍ତ ସାବିତ୍ରୀ ଜିନ୍ଦଲ…
Read More...

ପୁଣି କେଜ୍ରିୱାଲଙ୍କ ଗିରଫକୁ ନେଇ ମୁହଁ ଖୋଲିଲା ଆମେରିକା

ଓ୍ବାଶିଂଟନ୍‌,: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିୱାଲଙ୍କ ଗିରଫଦାରୀ ଉପରେ ଆମେରିକା ପୁଣି ଥରେ ମନ୍ତବ୍ୟ ଦେଇଛି। ଭାରତ ବିରୋଧ ପ୍ରଦର୍ଶନ ସତ୍ତ୍ୱେ ଆମେରିକା ଏଥିରୁ ନିବୃତ୍ତ ହୋଇନାହିଁ। ଆମେରିକାର ବୈଦେଶିକ…
Read More...

ଅର୍ଥମନ୍ତ୍ରୀଙ୍କ ପାଖରେ ନିର୍ବାଚନ ଲଢିବାକୁ ନାହିଁ ଅର୍ଥ

ନୂଆଦିଲ୍ଲୀ, : ଅର୍ଥମନ୍ତ୍ରୀ ର୍ନିମଳା ସୀତାରମଣ ଲୋକ ସଭା ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବାକୁ ମନା କରି ଦେଇଛନ୍ତି। ଭାରତୀୟ ଜନତା ପାର୍ଟି (ବିଜେପି) ଚାହୁଁଥିଲା ଯେ ସେ ଆନ୍ଧ୍ରପ୍ରଦେଶ କିମ୍ବା ତାମିଲନାଡୁରୁ…
Read More...