ପୁଣି ଏସବିଆଇକୁ ତାଗିଦ୍ କଲେ ସୁପ୍ରିମକୋର୍ଟ

ସିଲେକ୍ଟିଭ୍‌ ନୁହେଁ ସମସ୍ତ ତଥ୍ୟ। ନିର୍ବାଚନୀ ବଣ୍ଡକୁ ନେଇ ଷ୍ଟେଟ ବ୍ୟାଙ୍କ ଅଫ ଇଣ୍ଡିଆକୁ ଏଭଳି କିଛି କଡା ନିର୍ଦ୍ଦେଶ ଦେଇଛନ୍ତି ସୁପ୍ରିମକୋର୍ଟ। ସେ କହିଛନ୍ତି, ଇଲେକଟୋରାଲ ବଣ୍ଡର ସବୁ ତଥ୍ୟ ଦିଅ। ବଣ୍ଡର ସିରିଏଲ୍…
Read More...

ଇସ୍ତଫା ଦେଲେ ତେଲେଙ୍ଗାନା ରାଜ୍ୟପାଳ

ଇସ୍ତଫା ଦେଲେ ତେଲଙ୍ଗାନା ରାଜ୍ୟପାଳ ତାମିଲିସାଇ ସୌନ୍ଦର୍ଯ୍ୟରାଜନ୍। ଆଜି ରାଷ୍ଟ୍ରପତି ଭବନକୁ ବିଧିବଦ୍ଧ ଭାବେ ସେ ନିଜ ଇସ୍ତଫାପତ୍ର ପଠାଇଛନ୍ତି। ଆନ୍ଧ୍ରପ୍ରଦେଶ ରାଜ୍ୟପାଳ ଓ ପୁଡୁଚେରୀର LG ଭାବେ ତାଙ୍କ ପାଖରେ…
Read More...

ହେବ ବିଜେପି ଓ ବିଜେଡ଼ି ମେଣ୍ଟ !

ମେଣ୍ଟକୁ ନେଇ କୌଣସି ଦ୍ୱନ୍ଦ୍ୱ ନାହିଁ। ପ୍ରାର୍ଥୀ ତାଲିକା ସଟ୍ ଲିଷ୍ଟ କରାଯାଇ କେନ୍ଦ୍ରକୁ ପଠା ଯାଇଛି । କେନ୍ଦ୍ର ଯାହା ନିଷ୍ପତ୍ତି କେନ୍ଦ୍ର ନେବ ତାକୁ ପାଳନ କରାଯିବ ବୋଲି କହିଛନ୍ତି ବରିଷ୍ଠ ବିଜେପି ନେତା ଜୁଏଲ…
Read More...

୪ ପର୍ଯ୍ୟାୟରେ ଓଡିଶାରେ ହେବ ଭୋଟ ଗ୍ରହଣ, ଜାଣନ୍ତୁ କେବେ ପଡୁଛି ଆପଣଙ୍କ ଜିଲ୍ଲା

ଓଡ଼ିଶାରେ ଉଭୟ ଲୋକସଭା ଓ ବିଧାନସଭା ଭୋଟ୍ ପାଇଁ ଆଜି ତାରିଖ ଘୋଷଣା ହୋଇଛି। ରାଜ୍ୟରେ ୪ଟି ପର୍ଯ୍ୟାୟରେ ଭୋଟ୍ ଗ୍ରହଣ କରାଯିବ। ଆଜି ନିର୍ବାଚନ କମିଶନ ଏହି ତାରିଖ ଘୋଷଣା କରିଛନ୍ତି। ରାଜ୍ୟରେ ମେ’ ୧୩ରୁ ଜୁନ୍ ୧ ତାରିଖ…
Read More...

ବିଜେପିରୁ ଇସ୍ତଫା ଦେଲେ ସାଂସଦ ଅଜୟ ପ୍ରତାପ ସିଂ

ନିର୍ବାଚନ ତାରିଖ ଘୋଷଣା ପୂର୍ବରୁ ମଧ୍ୟପ୍ରଦେଶରେ ବିଜେପିକୁ ବଡ ଝଟକା ଲାଗିଛି । ରାଜ୍ୟସଭା ସାଂସଦ ଅଜୟ ପ୍ରତାପ ସିଂ ବିଜେପିର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି । ଅଜୟ ପ୍ରତାପ ରାଜ୍ୟସଭା ସାଂସଦ ଥିଲେ, ହେଲେ…
Read More...

ଖୁବ୍ ଶୀଘ୍ର ପ୍ରକାଶ ପାଇଁ ମାଟ୍ରିକ ପରୀକ୍ଷା ଫଳ

କଟକ: ଚଳିତ ବର୍ଷ ମାଟ୍ରିକ ରେଜଲ୍ଟ ନିର୍ଦ୍ଧାରିତ ସମୟରେ ପ୍ରକାଶ ପାଇବ। ଏନେଇ ମାଧ୍ୟମିକ ଶିକ୍ଷା ପରିଷଦ ଓଡ଼ିଶା ବୋର୍ଡ ପକ୍ଷରୁ ଖବରଦାତା ସମ୍ମିଳନୀ କରାଯାଇଛି। ନିର୍ଦ୍ଧାରିତ ସମୟରେ ମାଟ୍ରିକ ରେଜଲ୍ଟ ପ୍ରକାଶ ପାଇବ…
Read More...

୧୪ ଟି ପ୍ରସ୍ତାବ ଉପରେ ଲାଗିଲା ରାଜ୍ୟ କ୍ୟାବିନେଟ ମୋହର

ଭୁବନେଶ୍ୱର,: ରାଜ୍ୟ କ୍ୟାବିନେଟ୍‌ର ଗୁରୁତ୍ୱପୂର୍ଣ୍ଣ ବୈଠକ ଶନିବାର ଶେଷ ହୋଇଛି। ଏହି ବୈଠକରେ ୧୪ଟି ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି। ନିର୍ବାଚନ ତାରିଖ ଘୋଷଣା ତଥା ଆଚରଣ ବିଧି ଲାଗୁ ପୂର୍ବରୁ ଏହା ଥିଲା ରାଜ୍ୟ…
Read More...

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ଆଶ୍ୱସ୍ତି

ଦିଲ୍ଲୀ ଅବକାରୀ ନୀତି ମାମଲାରେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ଆଶ୍ୱସ୍ତି। ଇଡିର ସମନକୁ ଏଡାଇବା ମାମଲାରେ ଆଜି ତାଙ୍କୁ ଜାମିନ ମିଳିଛି। ରାଉଜ ଆଭେନ୍ୟୁ କୋର୍ଟ କେଜ୍ରିୱାଲଙ୍କୁ ଜାମିନ ଦେଇଛନ୍ତି। ୧୫ ହଜାର…
Read More...

ଗିରଫକୁ ବେଆଇନ କହିଲେ କେ କ

ଦିଲ୍ଲୀ ମଦ ଦୁର୍ନୀତି ମାମଲାରେ ବିଆର୍‌ଏସ୍‌ ନେତ୍ରୀ କେ.କବିତାଙ୍କୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଶୁକ୍ରବାର ଗରିଛି। ଗିରଫ ପରେ ଆଜି ତାଙ୍କୁ ଦିଲ୍ଲୀ ରାଉଜ ଏଭେନ୍ୟୁ କୋର୍ଟରେ ହାଜର କରାଯାଇଛି। ତାଙ୍କୁ ୧୦ ଦିନିଆ…
Read More...

ରାଜନୀତିରେ ଏଣ୍ଟ୍ରି କଲେ ଅନୁରାଧା ପଡଓ୍ୱାଲ

କଣ୍ଠଶିଳ୍ପୀରୁ ସାଜିଲେ ରାଜନେତ୍ରୀ। ରାଜନୀତିରେ ଏଣ୍ଟ୍ରି କଲେ ବଲିଉଡର ଜଣାଶୁଣା ସିଙ୍ଗର ଅନୁରାଧା ପଡଓ୍ୱାଲ। ସେ ଆଜି ବିଧିବଦ୍ଧ ଭାବେ ବିଜେପିରେ ଯୋଗ ଦେଇଛନ୍ତି। ବିଜେପି କାର୍ଯ୍ୟାଳୟରେ ଦଳର ବରିଷ୍ଠ ନେତାଙ୍କ…
Read More...