ରାଜ୍ୟରେ ଆରମ୍ଭ ହେବ ବର୍ଷା, କମିବ ଶୀତ

ଭୁବନେଶ୍ୱର,୩୧।୧: ରାଜ୍ୟରେ ହ୍ରାସ ପାଇଛି ଶୀତର ପ୍ରଭାବ। ଜଳୀୟବାଷ୍ପ ବାୟୁ ପ୍ରବାହ ଯୋଗୁଁ ଶୀତର ମାତ୍ରା କମିବା ସହିତ ରାତି ତାପମାତ୍ରା ବୃଦ୍ଧି ପାଇବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ…
Read More...

ରାହୁଲଙ୍କ ଉପରେ ବର୍ଷିଲେ ନୀତିଶ

ପାଟନା,: ଏନଡିଏ ସହିତ ସରକାର ଗଠନ କରିବା ପରେ ପ୍ରଥମ ଥର ପାଇଁ ମୁଖ୍ୟମନ୍ତ୍ରୀ ନୀତୀଶ କୁମାର କଂଗ୍ରେସର ବରିଷ୍ଠ ନେତା ରାହୁଲ ଗାନ୍ଧୀଙ୍କ ଉପରେ ଟାର୍ଗେଟ୍‌ କରିଛନ୍ତି। ରାହୁଲ ଗାନ୍ଧୀ ବିହାରରେ ଜନଗଣନା ପାଇଁ ଶ୍ରେୟ…
Read More...

ପୁଣି କେଜ୍ରିୱାଲଙ୍କୁ ନୋଟିସ ପଠାଇଲା ଇଡି

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ଆଜି ଇଡି ପୁଣି ଥରେ ସମନ କରିଛି। ଦିଲ୍ଲୀର ତଥାକଥିତ ଅବକାରୀ ନୀତି ଦୁର୍ନୀତି ଘଟଣାରେ କେଜ୍ରିୱାଲଙ୍କୁ ସମନ କରାଯାଇଛି। ତାଙ୍କୁ ଶୁକ୍ରବାର ଦିଲ୍ଲୀ ସ୍ଥିତ ଇଡି…
Read More...

ଇଡି ବିରୋଧରେ ଥାନାକୁ ଗଲେ ସୋରେନ

ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି)ର ଜେରାର ସମ୍ମୁଖୀନ ହେଉଥିବା ଝାରଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ଆଜି ବଡ଼ ପଦକ୍ଷେପ ନେଇଛନ୍ତି। ଆଜି ସେ ଇଡି ବିରୋଧରେ ଏଫଆଇଆର ଦେଇଛନ୍ତି। ଏସ୍‌ସି/ଏସ୍‌ଟି ଆକ୍ଟ ଅନୁସାରେ ସେ…
Read More...

ଜ୍ଞାନବ୍ୟାପୀ ମସଜିଦ ମାମଲା : ମସଜିଦରେ ଏବେ ପୂଜା କରିବେ ହିନ୍ଦୁ ପକ୍ଷ ଅନୁମତି

ଉତ୍ତର ପ୍ରଦେଶର ବାରାଣସୀରେ ଥିବା ଜ୍ଞାନବ୍ୟାପୀ ମସଜିଦ ମାମଲାରେ ବଡ଼ ରାୟ ଦେଇଛନ୍ତି କୋର୍ଟ। ଜ୍ଞାନବ୍ୟାପି ମସଜିଦର ବେସ୍‌ମେଣ୍ଟରେ ପୂଜାର୍ଚ୍ଚନା କରିବାକୁ ବାରାଣସୀର ଗୋଟିଏ କୋର୍ଟ ହିନ୍ଦୁ ପକ୍ଷଙ୍କୁ ଅନୁମତି…
Read More...

ମୁଖ୍ୟମନ୍ତ୍ରୀଙ୍କ ଘରେ ପଶିଲା ଇଡି

ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ଘରେ ପଶିଲା ଇଡି। ସୋରେନ୍‌ଙ୍କ ରାଞ୍ଚିସ୍ଥିତ ବାସଭବନରେ ପଶିଛି ଇଡି ଟିମ୍‌। ଶାନ୍ତିଶୃଙ୍ଖଳା ପରିସ୍ଥିତି ଦୃଷ୍ଟିରୁ ବାସଭବନ ବାହାରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି…
Read More...

ବରମୁଣ୍ଡା ବସ ଟର୍ମିନାଲ ସ୍ଥିତି ଅନୁଧ୍ୟାନ କଲେ ପାଣ୍ଡିଆନ

ଭୁବନେଶ୍ୱର : ବରମୁଣ୍ଡା ବସ ଟର୍ମିନାଲରେ ବିକାଶମୂଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି 5T ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ। କେତେ ବାଟ ଆଗେଇଛି ପ୍ରକଳ୍ପ କାର୍ଯ୍ୟ, ସେସବୁର ଅନୁଧ୍ୟାନ କରିଛନ୍ତି ଫାଇଭ-ଟି ଅଧ୍ୟକ୍ଷ ।…
Read More...

ଫେରୁଆରି ୫ରୁ ବିଧାନସଭା ବଜେଟ୍ ଅଧିବେଶନର

ଭୁବନେଶ୍ୱର : ଆସନ୍ତା ୫ ତାରିଖରୁ ବସିବ ଷୋଡଶ ବିଧାନସଭାର ୧୫ ତମ ଅଧିବେଶନ। ଫେବୃଆରୀ ୫ରୁ ୧୩ ପର୍ଯ୍ଯନ୍ତ ଅଧିବେଶନ ଚାଲିବ । ଅଧିବେଶନରେ ମୋଟ ୭ଟି କାର୍ଯ୍ଯ ଦିବସ ରହିଛି। କାମଚଳା ବଜେଟ ମଧ୍ଯ ରହିଛି । ଅଧିବେଶନକୁ…
Read More...

ବିହାରରେ ପହଞ୍ଚିଲା ଭାରତ ଯୋଡୋ ନ୍ୟାୟ ଯାତ୍ରା

ପାଟନା,: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ନେତୃତ୍ୱରେ ଭାରତ ଯୋଡୋ ନ୍ୟାୟ ଯାତ୍ରା ଜାରି ରହିଛି। ତେବେ ବିହାରରେ ଏହି ଯାତ୍ରା ସମୟରେ ରାହୁଲ ଗାନ୍ଧୀ ବାପୁଙ୍କୁ ମନେ ପକାଇଛନ୍ତି। ସେ କହିଛନ୍ତି, ବାପୁ ସମଗ୍ର ଦେଶକୁ…
Read More...

ଇମ୍ରାନ ଖାନଙ୍କୁ ୧୦ ବର୍ଷ ଜେଲ

ଇସଲାମାବାଦ୍‌,: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ ଏକ ବଡ଼ ଝଟ୍‌କା ଲାଗିଛି। ମଙ୍ଗଳବାର ତାଙ୍କୁ ୧୦ ବର୍ଷ ଜେଲ୍‌ ଦଣ୍ଡାଦେଶ ହୋଇଛି। ସାଇଫର ମାମଲାରେ ପାକିସ୍ତାନ ତେହେରିକ-ଇ-ଇନସାଫ (ପିଟିଆଇ)ର…
Read More...