ପରମାଣୁ ବୋମା ପକାଇବ ରୁଷିଆ: ପୁଟିନ୍‌ଙ୍କ ଫାଇନାଲ ଚେତାବନୀ

ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ପଶ୍ଚିମ ଦେଶମାନଙ୍କୁ ଏକ ବଡ଼ ଚେତାବନୀ ଦେଇଛନ୍ତି। ତାଙ୍କ ବିବୃତ୍ତି ପରେ ସମଗ୍ର ବିଶ୍ୱରେ ଉତ୍ତେଜନା ଦେଖାଦେଇଛି। ୟୁକ୍ରେନର ବର୍ଦ୍ଧିତ ଆକ୍ରମଣ ସମ୍ପର୍କରେ ପୁଟିନ ପାଶ୍ଚାତ୍ୟ…
Read More...

ଭୁବନେଶ୍ବରରେ ପହଞ୍ଚିଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା

ଭୁବନେଶ୍ବରରେ ପହଞ୍ଚିଛନ୍ତି ଭାଜପାର ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା। ଭୁବନେଶ୍ୱରରେ ପହଞ୍ଚିବା ପରେ ସେ ସଦସ୍ୟତା ଅଭିଯାନରେ ସାମିଲ ହେବେ। ଏହାପରେ ବହୁ ପଦାଧିକାରୀଙ୍କ ସହ ଆଲୋଚନା କରିବେ। ଏଥିସହ ସେ ଓଡ଼ିଶାର…
Read More...

ଜରିମାନା ସହ ଜେଲ ଗଲେ ସଞ୍ଜୟ ରାଉତ, ଭାଜପା ନେତାଙ୍କ ସ୍ତ୍ରୀ କରିଥିଲେ ଏଫ୍‌ଆଇଆର

ମାନହାନୀ ମାମଲାରେ ଶିବସେନା ନେତା ସଞ୍ଜୟ ରାଉତଙ୍କୁ ଦଣ୍ଡିତ କରାଯାଇଛି। ସଞ୍ଜୟ ରାଉତଙ୍କୁ ୧୫ ଦିନ ଜେଲ ସହ ୨୫ ହଜାର ଜରିମାନା କରାଯାଇଛି। ସଞ୍ଜୟଙ୍କୁ ଏହି ଜେଲ ଦଣ୍ଡାଦେଶ କରିଛନ୍ତି ମୁମ୍ବାଇ ମେଟ୍ରୋପଲିଟାନ କୋର୍ଟ।…
Read More...

ଦେଇନାହାନ୍ତି ଏହି ଡକ୍ୟୁମେଣ୍ଟ, ଜମା ଆସିବନି ସୁଭଦ୍ରା ଟଙ୍କା, ଜାଣି ନିଅନ୍ତୁ…

ଭୁବନେଶ୍ୱର,୨୬।୯: ଭାଜପା ସରକାରଙ୍କ ସୁଭଦ୍ରା ଯୋଜନାରେ ପ୍ରଥମ କିସ୍ତିରେ ମହିଳାଙ୍କୁ ୫ହଜାର ଟଙ୍କାର ଭାଉଚର୍‌ ଆସିଛି। ଆଗାମୀ ବର୍ଷ ମହିଳା ଦିବସରେ ଦ୍ୱିତୀୟ କିସ୍ତି ମିଳିବ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା…
Read More...

ଭରତପୁର ଥାନାରେ ଲାଗିଲା ସିସିଟିଭି

ଭରତପୁର ଥାନାରେ ଆଜି ଲାଗିଛି ସିସିଟିଭି। କଏଦ ହେବ ଥାନା ଭିତରେ ଘଟୁଥିବା ସବୁ ଦୃଶ୍ୟ। ଲୋକମାନେ ଥାନାକୁ ଅଭିଯୋଗ ପାଇଁ ଆସିଲେ ପୁଲିସ ସେମାନଙ୍କ ଅଭିଯୋଗ ଶୁଣୁଛି କି ନାହିଁ, ଥାନାରେ ଲୋକମାନେ ନିର୍ଯାତନାର ଶିକାର…
Read More...

ସୁନିତାଙ୍କୁ ଆଇଏସ୍‌ଏସ୍‌ କମାଣ୍ଡ ଦାୟିତ୍ବ

ଫ୍ଲୋରିଡା : ଭାରତୀୟ ବଂଶୋଦ୍ଭବ ମହାକାଶଚାରୀ ସୁନିତା ୱିଲିୟମ୍‌ସଙ୍କୁ ବର୍ତ୍ତମାନ ଆଇଏସଏସ (ଇଣ୍ଟରନ୍ୟାସନାଲ ସ୍ପେସ୍‌ ସେଣ୍ଟର) କମାଣ୍ଡ ଦାୟିତ୍ବ ଦିଆଯାଇଛି। ରୁଷ୍‌ ମହାକାଶଚାରୀ ଓଲେଗ୍‌ କୋନୋନେଙ୍କୋ ରବିବାର…
Read More...

ଭୂକମ୍ପରେ ଥରିଲା ଜାପାନ; ସୁନାମୀ ପାଇଁ ସତର୍କ ସୂଚନା ଜାରି..

ଭୂକମ୍ପରେ ଥରିଲା ଜାପାନ । ମଙ୍ଗଳବାର ସକାଳେ ଇଜୁ ଦ୍ୱୀପର ତଟୀୟ ଅଞ୍ଚଳରେ ୫.୯ ତୀବ୍ରତାର ଭୂକମ୍ପ ଝଟକା ଅନୁଭୂତ ହୋଇଛି । ଭୂକମ୍ପ ଅନୁଭୂତ ହେବା ପରେ ଏକ ମିଟର ଜୁଆର ପର୍ଯ୍ୟନ୍ତ ସୁନାମୀ ପାଇଁ ଚେତାବନୀ ଦିଆଯାଇଛି ।…
Read More...

ଓଡିଶାର ସବୁ ମନ୍ଦିରରେ ଓମ୍‌ଫେଡ୍ ଘିଅ ବ୍ୟବହାର କରିବାକୁ ଦାବି

ଆନ୍ଧ୍ରପ୍ରଦେଶ ସ୍ଥିତ ତିରୁପତି ମନ୍ଦିରରେ ପ୍ରସ୍ତୁତ ଲଡୁରେ ପଶୁ ଚର୍ବି ମିଶାଯାଇଥିବା ଘଟଣା ଏବେ ସାରା ବିଶ୍ଵରେ ହଇଚଇ ସୃଷ୍ଟି କରିଛି। କୋଟି କୋଟି ଭକ୍ତଙ୍କର ଆସ୍ଥା ଓ ବିଶ୍ଵାସ ଦୋହଲି ଯାଇଛି। ଭେଙ୍କଟେଶ୍ଵରଙ୍କ…
Read More...

ମିଳିବ ଖୁସି ଖବର, ବନ୍ଦ ହୋଇଯିବ ଯୁଦ୍ଧ!

ସମସ୍ତେ ଆଶା କରୁଛନ୍ତି ଯେ ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଯୁଦ୍ଧ ଶୀଘ୍ର ଶେଷ ହେବ। ଏଥିରେ ପ୍ରଧାନମନ୍ତ୍ରୀ ମୋଦି ମଧ୍ୟ କୌଣସି ପଥ ଛାଡି ନାହାଁନ୍ତି। ନିକଟରେ ରାଷ୍ଟ୍ରୀୟ ସୁରକ୍ଷା ପରାମର୍ଶଦାତା (ଏନଏସଏ) ଅଜିତ…
Read More...

କଲେଜରେ ଯୌନ ନିର୍ଯାତନା ରୋକିବାକୁ ଗଠନ ହେବ ଆଇସିସି

ରାଜ୍ୟ ସରକାର ଉଚ୍ଚ ଶିକ୍ଷାନୁଷ୍ଠାନକୁ ଯୌନ ନିର୍ଯାତନା ମୁକ୍ତ କରିବାକୁ ପ୍ରୟାସ ଆରମ୍ଭ କରିଛନ୍ତି। ଏଣିକି ସବୁ ଉଚ୍ଚ ଶିକ୍ଷା ଅନୁଷ୍ଠାନରେ ଆଭ୍ୟନ୍ତରୀଣ ଅଭିଯୋଗ କମିଟି ବା ଆଇସିସି ରହିବ। ରାଜ୍ୟର ସବୁ ସରକାରୀ ଓ…
Read More...