ଆଜିଠୁ ଶ୍ରୀମନ୍ଦିରରେ ଷୋଡ଼ଶ ଦିନାତ୍ମକ ପୂଜା ଆରମ୍ଭ

ଆଶ୍ୱିନ ମାସ କୃଷ୍ଣପକ୍ଷ ଅଷ୍ଟମୀ ତଥା ମୂଳାଷ୍ଟମୀ ଦ୍ୱିତୀୟା ଓଷା ମଙ୍ଗଳବାରଠାରୁ ଶ୍ରୀମନ୍ଦିର ସମେତ ଶ୍ରୀକ୍ଷେତ୍ରର ବିଭିନ୍ନ ଦେବୀ ପୀଠରେ ଷୋଡ଼ଶ ଦିନାତ୍ମକ ପୂଜା ଆରମ୍ଭ ହେବ। ଏହି ପରିପେକ୍ଷୀରେ ଶ୍ରୀମନ୍ଦିର…
Read More...

ନବରାତ୍ରୀରେ ସରକାରୀ ଘର ଛାଡ଼ିବେ କେଜ୍ରିୱାଲ

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇ ସାରିଥିବା ଅରବିନ୍ଦ କେଜ୍ରିୱାଲ ଏବେ ସରକାରୀ ଆବାସ ବି ଛାଡ଼ିବେ। ତେବେ କେବେ ସେ ସରକାରୀ ଆବାସ ଛାଡ଼ିବେ ଓ ତାଙ୍କ ନୂଆ ଠିକଣା କ’ଣ ହେବ ସେ ସମ୍ପର୍କରେ ମୁହଁ ଖୋଲିଛନ୍ତି…
Read More...

ଭରତପୁର ଥାନା ଘଟଣା: ବିଚାର ବିଭାଗୀୟ ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭରତପୁର ଥାନା ଘଟଣା ପରିପ୍ରେକ୍ଷୀରେ ଆଜି କେନ୍ଦୁଝର ଗସ୍ତରୁ ଫେରିବା ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନରେ ଏକ ଉଚ୍ଚସ୍ତରୀୟ ବୈଠକରେ ଆଲୋଚନା କରି ଘଟଣାର ବିଚାର ବିଭାଗୀୟ ତଦନ୍ତ ପାଇଁ ନିର୍ଦ୍ଦେଶ…
Read More...

ଭାରତକୁ ଇଲିଶି ରପ୍ତାନି କଟକଣା ହଟାଇଲା ବାଂଲାଦେଶ

ବାଂଲାଦେଶର ଅନ୍ତରୀଣ ସରକାର ଇତିମଧ୍ୟରେ ଭାରତକୁ ଇଲିଶି ରପ୍ତାନି ପ୍ରସଙ୍ଗରେ ଲାଗୁ କରିଥିବା କଟକଣାକୁ ହଟାଇ ଦେଇଥିବା ଜଣାପଡ଼ିଛି। ଇଲିଶି ବ୍ୟବସାୟୀଙ୍କ ଦାବିକୁ ସମ୍ମାନ ଜଣାଇ ବାଂଲାଦେଶ ସରକାର ଶନିବାର ଏଭଳି କଟକଣା…
Read More...

ମୋଦିଙ୍କୁ ଧନ୍ୟବାଦ ଦେଲେ ଶ୍ରୀଲଙ୍କା ରାଷ୍ଟ୍ରପତି

ଶ୍ରୀଲଙ୍କାରେ ରାଷ୍ଟ୍ରପତି ନିର୍ବାଚନରେ ଜିତିଥିବା ଅନୁରା କୁମାରା ଦିସାନାୟକେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଜଣାଇଛନ୍ତି। ସେ ଭାରତ ସହ କାମ କରିବାକୁ ନିଜର ପ୍ରତିବଦ୍ଧତାକୁ ଦୋହରାଇଛନ୍ତି। ଦସାନାୟକେ…
Read More...

ଆଜି ମୁଖ୍ୟମନ୍ତ୍ରୀ ପଦ ସମ୍ଭାଳିବେ ଆତିଶୀ

ଦୁଇ ଦିନ ପୂର୍ବେ ବରିଷ୍ଠ ଆମ ଆଦମୀ ପାର୍ଟିର ନେତା ଆତିଶୀ କ୍ୟାବିନେଟ ସହିତ ଦିଲ୍ଲୀର ଅଷ୍ଟମ ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଥିଲେ। ସେ ଦିଲ୍ଲୀ ସଚିବାଳୟରେ ପହଞ୍ଚି ସୋମବାର ମଧ୍ୟାହ୍ନ ୧୨ ଟାରେ ମୁଖ୍ୟମନ୍ତ୍ରୀ…
Read More...

ଆସୁଛି ଆଉ ଏକ ଲଘୁଚାପ, ୧୨ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା

ମୌସୁମୀ ଟ୍ରପ୍‌ ଲାଇନ୍‌ ବଙ୍ଗୋପସାଗରର ଦକ୍ଷିଣପୂର୍ବ ଦିଗରେ ଅଗ୍ରସର ହେଉଛି। ସେହିପରି ଆନ୍ଧ୍ରପ୍ରଦେଶ ଉପକୂଳରୁ ଦକ୍ଷିଣ ଉପକୂଳବର୍ତ୍ତୀ ମ୍ୟାନ୍‌ମାର ମଧ୍ୟରେ ୨ଟି ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହି ଦୁଇ ଘୂର୍ଣ୍ଣବଳୟ…
Read More...

ମହାଶାନ୍ତି ହୋମ ଆୟୋଜନ କରିଛି ତିରୁମାମଲା ତିରୁପତି ଦେବସ୍ଥାନମ୍‌

ତରିପତି ମନ୍ଦିର ପ୍ରସାଦମ୍‌କୁ ନେଇ ଜାରି ରହିଛି ବିବାଦ। ଏଠାରେ ପ୍ରସାଦ ରୂପେ ମିଳୁଥିବା ଲଢ଼ୁରେ ପଶୁ ଚର୍ବି ଓ ମାଛ ତେଲ ଏବଂ ଅପମିଶ୍ରିତ ଘିଅ ବ୍ୟବହାର କରାଯାଉଥିବା କଥା ସାମ୍ନାକୁ ଆସିବା ପରେ ସାରା ଦେଶରେ ଆସନ୍ତୋଷ…
Read More...

ଡିସେମ୍ବରରେ ଭଙ୍ଗାଯିବ ଓଡିଶା ଭବନ

ଡିସେମ୍ବର ତୃତୀୟ ସପ୍ତାହରେ ଭଙ୍ଗାଯିବ ଓଡିଶା ଭବନ। ଏ ନେଇ ପ୍ରଶାସନିକ ସ୍ତରରେ ପ୍ରକ୍ରିୟା ଆରମ୍ଭ ହୋଇଚି। ୧୯୮୦ ମସିହାରେ ନିର୍ମାଣ ହୋଇଥିବା ଚାଣକ୍ୟପୁରୀସ୍ଥିତ ଓଡିଶା ଭବନ ବିପଦ ସଙ୍କୁଳ ଅବସ୍ଥାରେ ଥିବା ନେଇ…
Read More...

ହୀରାକୁଦ ଡ୍ୟାମ ଛୁଇଁଲା ସର୍ବୋଚ୍ଚ ଜଳସ୍ତର

ହୀରାକୁଦ ଡ୍ୟାମ ଛୁଇଁଲା ସର୍ବୋଚ୍ଚ ଜଳସ୍ତର। ଆଜି ସକାଳ ୯ଟା ସୁଦ୍ଧା ହୀରାକୁଦ ଡ୍ୟାମର ଜଳସ୍ତର ୬୩୦ ଫୁଟରେ ପହଞ୍ଚିଛି। ଡ୍ୟାମ୍‌ର ସର୍ବୋଚ୍ଚ ଜଳ ଧାରଣ କ୍ଷମତା ୬୩୦ ଫୁଟ୍ ରହିଛି, ଆଉ ଏବେ ପାଣିର ସ୍ତର ବି ୬୩୦ ଫୁଟ୍…
Read More...