ରାଷ୍ଟ୍ରପତିଙ୍କ ମନ ଜିଣିଲେ ଓଡ଼ିଆ ପୁଅ

ଗଞ୍ଜାମ ଜିଲାର ଚିତ୍ରକରଙ୍କୁ ପାଇ ଖୁସି ପ୍ରକଟ କରିବା ସହ ୪୫ ମିନିଟ୍‌ ଧରି ତାଙ୍କ ସହ କଥା ହୋଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଦୁଇଟି ସୁନ୍ଦର ଚିତ୍ରକୁ ଦେଖି ସୁନାଛାଞ୍ଚ ଥିବା ରାଷ୍ଟ୍ରପତି ଭବନରେ ଏକ…
Read More...

ମୋଦିଙ୍କ ଭୁବନେଶ୍ବର ଗସ୍ତ ପାଇଁ ଟ୍ରାଫିକ କଡ଼ାକଡ଼ି: ଏସବୁ ରାସ୍ତା ଲାଗିଲା କଟକଣା, ଯାଉଥିଲେ…

ସୁଭଦ୍ରା ଶୁଭାରମ୍ଭ ପାଇଁ ୧୭ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଭୁବନେଶ୍ବର ଆସିବେ। ତାଙ୍କ ଗସ୍ତ ପାଇଁ ଟ୍ରାଫିକ କଟକଣା କରାଯାଇଛି। ମଙ୍ଗଳବାର ସକାଳ ୭ଟା ୩୦ରୁ ଅପରାହ୍ନ ୩ଟା ଯାଏଁ ଏହି କଟକଣା ରହିବ। କମିଶନରେଟ…
Read More...

କିଏ ହେବେ ଦିଲ୍ଲୀର ନୂଆ ମୁଖ୍ୟମନ୍ତ୍ରୀ ? ଏହି ମନ୍ତ୍ରୀଙ୍କ ନାଁକୁ ନେଇ ବଢ଼ିଲା ଚର୍ଚ୍ଚା

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବା ନେଇ ଅରବିନ୍ଦ କେଜ୍ରିଓ୍ବାଲ ଘୋଷଣା କରିଛନ୍ତି। ଏହା ପରେ କିଏ ରାଜଧାନୀ ମୁଖ୍ୟମନ୍ତ୍ରୀ ପଦ ଅଳଙ୍କୃତ କରିବେ ତାହାକୁ ନେଇ ନାନା କଳ୍ପନା ଜଳ୍ପନା ପ୍ରକାଶ ପାଇଛି।…
Read More...

ସ୍କୁଲରେ ପଶିଲା ବାଘ

ସ୍କୁଲରେ ପଶିଲା ବାଘ । ଚାରିଆଡ଼େ ଖେଳିଗଲା ଆତଙ୍କ । ଭାଗ୍ୟବଶଃତ ଉକ୍ତ ସମୟରେ ସ୍କୁଲରେ ପିଲା ନ ଥିବାରୁ ଯେକୌଣସି ପ୍ରକାରେ ଶିକ୍ଷକମାନେ ନିଜ ଜୀବନ ବଞ୍ଚାଇ ପାରିଛନ୍ତି। ଏପରି ଏକ ଛାତିଥରା ଘଟଣା ଉତ୍ତରପ୍ରଦେଶର…
Read More...

ବଦଳିଲା ମୋ ସ୍କୁଲ ଅଭିଯାନ ନାଁ

ଆମେରିକା ରାଷ୍ଟ୍ରପତି ନିର୍ବାଚନ ପାଇଁ ମହାକାଶରୁ ଭୋଟ୍ ଦେବେ ସୁନିତା, ଜାଣନ୍ତୁ କେମିତି ହେବ ସମ୍ଭବହ୍ୟାକ ହେଲା ନୟନତାରାଙ୍କ ଏକ୍ସ ଆକାଉଣ୍ଟ, ନିଜେ ସୂଚନା ଦେଲେ ଅଭିନେତ୍ରୀଜୀବଜନ୍ତୁଙ୍କ ଠାରୁ ଅଧିକ ହିଂସ୍ର ହେଉଛି…
Read More...

ଜମ୍ମୁ-କାଶ୍ମୀର; ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିଲେ ୩ ଆତଙ୍କୀ, କିସ୍ତଓ୍ବାରରେ ୨ ଯବାନ ଶହୀଦ୍‌.. ନିଉଜ…

ଜମ୍ମୁ-କାଶ୍ମୀରରେ ୨ଟି ପୃଥକ ପୃଥକ ସ୍ଥାନରେ ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳିବିନିମୟ ଜାରି ରହିଛି । ବାରାମୂଳାର ଚକ ଟପ୍ପର କ୍ରେରି ପଟ୍ଟନ ଅଞ୍ଚଳରେ ସୁରକ୍ଷାକର୍ମୀଙ୍କ ଗୁଳିରେ ୩ ଆତଙ୍କବାଦୀ ନିହତ…
Read More...

୪୫ ବର୍ଷ ପରେ ଏମିତି କାମ କରିବାକୁ ଯାଉଛନ୍ତି ପ୍ରଧାନମନ୍ତ୍ରୀ ମୋଦି

୧୦ ବର୍ଷ ପରେ ଜମ୍ମୁ କଶ୍ମୀରରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେଉଛି। ଜମ୍ମୁ କଶ୍ମୀର ନିର୍ବାଚନ ପାଇଁ ସମସ୍ତ ଦଳ ନିଜର ସମ୍ପୂର୍ଣ୍ଣ ଶକ୍ତି ଦେଇଛନ୍ତି। ମିଶନ ୫୦ରେ ମଧ୍ୟ ଭାଜପା ନିୟୋଜିତ ଅଛି। ଉପତ୍ୟକାରେ କମଲ ଫୁଲ…
Read More...

୧୭ରେ ମହିଳାଙ୍କ ଆକାଉଣ୍ଟକୁ ଆସିବ ସୁଭଦ୍ରା ପ୍ରଥମ କିସ୍ତି, ଏହି ତାରିଖରୁ ଆବେଦନ କରିଥିଲେ ଆପଣବି ପାଇବେ ପ୍ରଥମ…

ଆସନ୍ତା ୧୭ରେ ମହିଳାଙ୍କ ଆକାଉଣ୍ଟକୁ ଯିବ ‘ସୁଭଦ୍ରା’ ଯୋଜନାର ପ୍ରଥମ କିସ୍ତି। ଏଯାବତ୍‌ ୫୦ ଲକ୍ଷରୁ ଊର୍ଦ୍ଧ୍ୱ ମହିଳା ପଞ୍ଜୀକରଣ କରିସାରିଲେଣି।ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଏ ନେଇ ସୂଚନା ଦେଇଛନ୍ତି। ୧୫…
Read More...

ପ୍ରଧାନମନ୍ତ୍ରୀଙ୍କ ଲୋକାର୍ପଣ ଓ ଶିଳାନ୍ୟାସ କାର୍ଯ୍ୟକ୍ରମ ଚୂଡ଼ାନ୍ତ: ୧୭ରରେ….

ଭୁବନେଶ୍ୱରରେ ପ୍ରଧାନମନ୍ତ୍ରୀଙ୍କ ଲୋକାର୍ପଣ ଓ ଶିଳାନ୍ୟାସ କାର୍ଯ୍ୟକ୍ରମ ଚୂଡ଼ାନ୍ତ ହୋଇଛି। ସୁଭଦ୍ରାର ଶୁଭାରମ୍ଭ ସହ ଏକାଧିକ ପ୍ରକଳ୍ପର ଶିଳାନ୍ୟାସ କରିବେ। ଗୋଟିଏ ସ୍କିମରେ ସବୁଠୁ ବେଶୀ ମହିଳା ଉପକୃତ ଯୋଜନା ହେଉଛି…
Read More...

ସୁପ୍ରିମକୋର୍ଟ ପ୍ରଧାନ ବିଚାରପତିଙ୍କ ଘରେ ପ୍ରଧାନମନ୍ତ୍ରୀ

ଗଣେଶ ପୂଜା ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଡିୱାଇ ଚନ୍ଦ୍ରଚୂଡଙ୍କ ଘରେ ପୂଜାର୍ଚ୍ଚନା କରିଛନ୍ତି। ଏହାକୁ ନେଇ ବିରୋଧୀ ପ୍ରଶ୍ନବାଚୀ ସୃଷ୍ଟି କରିଛନ୍ତି। ଏହା ଲୋକଙ୍କ ମନରେ…
Read More...