ଆଜିଠୁ ମହାକାର୍ତ୍ତିକ ବ୍ରର୍ତ୍ତ

ପୁରୀ: ଆଜିଠୁ ପବିତ୍ର ମହାକାର୍ତ୍ତିକ ବ୍ରତ । ହିନ୍ଦୁଧର୍ମରେ କାର୍ତ୍ତିକ ମାସ ହେଉଛି ଧର୍ମର ମାସ । ଆଜିଠୁ ମାସେ ଧରି ବ୍ରତ ପାଳିବେ ହବିଷ୍ୟାଳି । ରାଧାଦାମୋଦର ପୂଜା ଓ କାର୍ତ୍ତିକ ବ୍ରତ ଆରମ୍ଭ କରିବେ ବ୍ରତଧାରୀ ।…
Read More...

ଆଜି ଭାରତ ଇଂଲଣ୍ଡ ଲଢେଇ

ଲକ୍ଷ୍ନୌ: ଦିନିକିଆ କ୍ରିକେଟ ବିଶ୍ବକପରେ ଆଜି ଇଂଲଣ୍ଡକୁ ଟକ୍କର ଦେବ ଭାରତ । ଲକ୍ଷ୍ନୌରେ ଆଜିର ମ୍ୟାଚ ଖେଳାଯିବ । କ୍ରମାଗତ ୫ଟି ବିଜୟ ସହ ଭାରତ ଚଳିତ ବିଶ୍ବକପରେ ଅପରାଜୟ ରହିଥିବା ବେଳେ ଲଂଲଣ୍ଡ ଦଳ ସଂଘର୍ଷ କରୁଛି…
Read More...

5T ଅଧ୍ୟକ୍ଷଙ୍କ ମେଟ୍ରୋ ପ୍ରକଳ୍ପ ସମୀକ୍ଷା

କଟକ: ନୂଆବର୍ଷରେ ଶିଳାନ୍ୟାସ ହେବ ମେଟ୍ରୋ ରେଳ ପ୍ରକଳ୍ପ । ଜାନୁଆରୀ ପହିଲାରେ ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆଜି ମେଟ୍ରୋ ପ୍ରକଳ୍ପର ସମୀକ୍ଷା କରିଛନ୍ତି 5T ଓ ନବୀନ ଓଡ଼ିଶା ଅଧ୍ୟକ୍ଷ…
Read More...

ସତ କହିଲେ ମହୁଆ

ପଦାକୁ ଆସିଲା ସତ! ବିଜେପି ସାଂସଦ ନିଶିକାନ୍ତ ଦୁବେ ଅଭିଯୋଗ ଆଣିବା ପରେ ମମତାଙ୍କ ଘନିଷ୍ଠ ସହଯୋଗୀ ତଥା ଟିଏମ୍‌ସି ନେତ୍ରୀ ମହୁଆ ମୋଇତ୍ରା ଶେଷରେ ମାନିଛନ୍ତି ସତ। ସେ ଲୋକସଭାରୁ ତାଙ୍କ ପାଇଁ ଦିଆଯାଇଥିବା ୟୁଜର୍‌…
Read More...

ଅଡ଼ୁଆରେ କଂଗ୍ରେସ ନେତା ଶଶି ଥରୁର

ନୂଆଦିଲ୍ଲୀ: ବରିଷ୍ଠ କଂଗ୍ରେସ ନେତା ତଥା ଲୋକସଭା ସାଂସଦ ଶଶି ଥରୁର ବଡ଼ ଅଡ଼ୁଆରେ ପଡ଼ି ଯାଇଛନ୍ତି। ପାଲେଷ୍ଟିନୀୟଙ୍କୁ ସମର୍ଥନ କରି ଗୁରୁବାର ଆଇୟୁଏମଏଲ (ଇଣ୍ଡିଆନ ୟୁନିଅନ ମୁସଲିମ ଲିଗ୍‌) ଦ୍ବାରା ହୋଇଥିବା ଏକ…
Read More...

କୋଟିଏ ଟଙ୍କାରେ ନିଲାମ ହେଲା ଟିପୁ ସୁଲତାନଙ୍କ ଖଣ୍ଡା

ଇଂଲଣ୍ଡ: ଇଂଲଣ୍ଡର ଖ୍ରୀଷ୍ଟି ନିଲାମ ହାଉସରୁ ରତ୍ନ ଓ ଏନାମେଲରେ ନିର୍ମିତ ଖଣ୍ଡା ୧୦୦,୮୦୦ବ୍ରିଟିଶ ପାଉଣ୍ଡ (ପ୍ରାୟ ୧,୯ କୋଟି ଟଙ୍କା)ରେ ନିଲାମ ହୋଇଛି। ମହୀଶୂରର ଅଷ୍ଟାଦଶ ଶତାବ୍ଦୀର ଶାସକ ଟିପୁ ସୁଲତାନଙ୍କ ଏହି…
Read More...

ପୁରୀ ଗସ୍ତରେ ଯାଇ କରିଡ଼ର ପ୍ରକଳ୍ପ ସମୀକ୍ଷା କଲେ ଭିକେ ପଣ୍ଡିଆନ

ପୁରୀ: ପୁରୀ ଗସ୍ତରେ ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି 5T ଓ ନବୀନ ଓଡ଼ିଶାର ଅଧ୍ୟକ୍ଷ ଭି.କେ ପାଣ୍ଡିଆନ । ପୁରୀରେ ପହଞ୍ଚିବା ପରେ ପ୍ରଥମେ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିବା ସହ, ବିମଳା ମନ୍ଦିର,…
Read More...

ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ପଞ୍ଚଭୂତରେ ଲୀନ ହେଲେ ସ୍ୱରୂପ

କଟକ: ଆଜି ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ସ୍ବରୁପ ନାୟକଙ୍କର ହେବ ଶେଷକୃତ୍ୟ ସମ୍ପନ୍ନ । ଗତକାଲି ତାଙ୍କର ପରଲୋକ ହୋଇଥିଲା । ଲୋକପ୍ରିୟ ସଂଗୀତ ନିର୍ଦ୍ଦେଶକ, ଗୀତିକାର, ପ୍ରଚ୍ଛଦପଟ୍ଟ କଣ୍ଠଶିଳ୍ପୀ ତଥା ଅଭିନେତା ସ୍ବରୂପ…
Read More...

ପୁଣି ନିଯୁକ୍ତି ପତ୍ର ବଣ୍ଟନ କଲେ ମୋଦି

ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶନିବାର ୫୧ହଜାରରୁ ଅଧିକ ନବନିଯୁକ୍ତମାନଙ୍କୁ ଆଭାସୀ ମାଧ୍ୟମରେ ନିଯୁକ୍ତିପତ୍ର ବଣ୍ଟନ କରିବେ । ଦେଶରେ ୩୭ଟି ସ୍ଥାନରେ ରୋଜଗାର ମେଳା ଅନୁଷ୍ଠିତ ହେଉଛି। ଏହି ନିଯୁକ୍ତି…
Read More...

ଭୋଟ ଦେଲା ନାହିଁ ଭାରତ

ଇସ୍ରାଏଲ ଓ ହମାସ ମଧ୍ୟରେ ଯୁଦ୍ଧ ଦିନକୁ ଦିନ ବଢ଼ି ଚାଲିଛି। ଗାଜା ଉପରେ ଆଖିବୁଜା ଆକ୍ରମଣ କରୁଛି ଇସ୍ରାଏଲ। ତେବେ ଏହି ଯୁଦ୍ଧ ଉପରେ ବିରାମ ଲଗାଇବା ପାଇଁ ଜାତସଂଘ ଏକ ପ୍ରସ୍ତାବ ଆଗତ କରିଛି। ଶୁକ୍ରବାର ଏହି ପ୍ରସ୍ତାବ…
Read More...