ପୁଟିନଙ୍କ ଧମକ, ସାରା ୟୁରୋପ ଜଳିବ

ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଦୁଇ ବର୍ଷରୁ ଅଧିକ ସମୟ ଧରି ଚାଲିଥିବା ଯୁଦ୍ଧକୁ ନେଇ ସଂପୃକ୍ତ ଅଞ୍ଚଳରେ ଉତ୍ତେଜନା ଲାଗି ରହିଛି। ଆମେରିକା ଏବଂ ଜର୍ମୀନା ସହାୟତାରେ ୟୁକ୍ରେନ ରୁଷିଆରେ ଆକ୍ରମଣ କରୁଥିବାରୁ ରୁଷ…
Read More...

ଭିତରକନିକାରେ ଆଜିଠାରୁ ଦେଶୀୟ ପକ୍ଷୀ ଗଣନା

ରାଜନଗର: ବିଶ୍ୱପ୍ରସିଦ୍ଧ ଭିତରକନିକା ଜାତୀୟ ଉଦ୍ୟାନରେ ଆଜି (ସୋମବାର)ଠାରୁ ଦେଶୀୟ ପକ୍ଷୀଙ୍କ ଗଣନା ଆରମ୍ଭ ହେବ। ୪ଟି ଟିମ୍‌‌ ପ୍ରତିଦିନ ସକାଳ ୬ ଟାରୁ ୯ଟା ଯାଏଁ ଦେଶୀୟ ପକ୍ଷୀଙ୍କ ଗଣନା କରିବେ। ଗଣନା ୫ ଦିନ ଧରି…
Read More...

ଅସୁରକ୍ଷିତ ଦିଲ୍ଲୀସ୍ଥିତ ଓଡ଼ିଶା ଭବନ, ଭାଙ୍ଗିବାକୁ ନିର୍ଦ୍ଦେଶ ଦେଲେ ସରକାର

ବିପଦପୂର୍ଣ୍ଣ ଘୋଷଣା ପରେ ଭଙ୍ଗାହେବ ଦିଲ୍ଲୀ ସ୍ଥିତ ଓଡ଼ିଶା ଭବନ। ଦିଲ୍ଲୀ ସ୍ଥିତ ଓଡ଼ିଶା ଭବନ ଭାଙ୍ଗିବାକୁ ରାଜ୍ୟ ସରକାର ଦେଲେ ନିର୍ଦ୍ଦେଶ। ଓଡ଼ିଶା ଭବନରେ ରହିବା ଅସୁରକ୍ଷିତ ଯୋଗୁଁ ଭଙ୍ଗିବାକୁ ନିର୍ଦ୍ଦେଶ…
Read More...

ଭାରତକୁ ନାଲି ଆଖି ଦେଖାଇଲାଣି ବାଂଲାଦେଶ

ଶେଖ ହସିନାଙ୍କ ପତନ ପରେ ବାଂଲାଦେଶର ସ୍ଥିତିରେ ସୁଧାର ଆସୁନାହିଁ, କିନ୍ତୁ ମଧ୍ୟବର୍ତ୍ତୀକାଳୀନ ସରକାରଙ୍କ ମୁଖ୍ୟ ପରାମର୍ଶଦାତା ଅହଂକାର ଦେଖାଇବାକୁ ପଛାଉ ନାହାଁନ୍ତି। ରବିବାର ମହମ୍ମଦ ୟୁନୁସ କହିଛନ୍ତି ଯେ ତାଙ୍କ…
Read More...

ଅନୁପ୍ରବେଶ ବେଳେ ଟଳିଲେ ୨ ଆତଙ୍କବାଦୀ

ସୀମାରେ ଅନୁପ୍ରବେଶ ଉଦ୍ୟମ କରିବା ସମୟରେ ଭାରତୀୟ ଯବାନଙ୍କ ଗୁଳିରେ ନିହତ ହୋଇଛନ୍ତି ୨ ଆଙ୍କବାଦୀ। ଜାମ୍ମୁ-କାଶ୍ମୀରର ରଜୌରୀ ଜିଲା ଅନ୍ତର୍ଗତ ନୌସେରା ଅଞ୍ଚଳରେ ଏହି ଗୁଳିବିନିମୟ ଘଟିଛି। ନୌସେରା ସୀମାନ୍ତରେ କିଛି…
Read More...

୩ ଘଣ୍ଟା ପାଇଁ ଘଡ଼ଘଡ଼ି ସହ ବର୍ଷା, ଏସବୁ ଜିଲାକୁ ସତର୍କ ସୂଚନା ଜାରି

ରାଜ୍ୟର ବିଭିନ୍ନ ଅଞ୍ଚଳରେ ବର୍ଷା ଲାଗି ରହିଥିବା ବେଳେ ସୋମବାର ୩ ଘଣ୍ଟା ପାଇଁ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ସତର୍କ ସୂଚନା ଜାରି କରିଛି। ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର…
Read More...

ଦୁର୍ଭିକ୍ଷରେ ଆଉଟୁପାଉଟୁ ହେଉଛି ଆଫ୍ରିକା, ସହାୟତାର ହାତ ବଢ଼ାଇଲା ଭାରତ

ଦୁର୍ଭିକ୍ଷରେ ଆଉଟୁପାଉଟୁ ହେଉଛି ଆଫ୍ରିକା। ତାଙ୍କୁ ସହାୟତାର ହାତ ବଢ଼ାଇଲା ଭାରତ। ଆଫ୍ରିକାକୁ ଚାଉଳ ଓ ମକା ପଠାଇଛି ଭାରତ। ଜିମ୍ବାୱେ ଓ ମାଲାୱିକୁ ମାନବୀୟ ସହାୟତା ଭାବେ ୧ହଜାର ମେଟ୍ରିକ୍ ଟନ୍ ଲେଖାଏଁ ଚାଉଳ…
Read More...

ଏନ୍‌ଆର୍‌ସି ନମ୍ବର ନ ଦେଲେ ଆଉ ମିଳିବନି ଆଧାର କାର୍ଡ

ଏଣିକି ଆଧାର କାର୍ଡ କରିବା ଆଉ ହେବନି ସହଜ। ଏନ୍‌ଆର୍‌ସି ନମ୍ବର ନ ଦେଲେ ଆଉ ମିଳିବନି ଆଧାର କାର୍ଡ। ଆଧାର କାର୍ଡ ପାଇବାକୁ ହେଲେ ସମସ୍ତ ଆବେଦନକାରୀଙ୍କୁ ନିଜର ଏନ୍‌ଆର୍‌ସି ନମ୍ବର ବା ରସିଦ ନମ୍ବର ଜମା କରିବାକୁ ହେବ।…
Read More...

ନୂଆଁଖାଇ ପାଇଁ ପଶ୍ଚିମ ଓଡ଼ିଶା ଉତ୍ସବମୁଖର, ମା’ ସମଲେଶ୍ୱରୀଙ୍କ ପାଖରେ ଲାଗି ହେଲା ନବାନ୍ନ

ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ ପାଇଁ ଉତ୍ସବମୁଖର ହୋଇ ଉଠିଛି ଗାଁଠୁ ସହର। ଏନେଇ ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଶ୍ବରୀଙ୍କ ପାଖରେ ନବାନ୍ନ ଲାଗି ହୋଇଛି। ସକାଳ ୯ଟା ୧୨ରୁ ୯ଟା ୨୭ ମଧ୍ୟରେ ଶୁଭବେଳା ଦେଖି…
Read More...

ବଦଳିବ ରବୀନ୍ଦ୍ରନାଥ ଟାଗୋରଙ୍କ ଦ୍ୱାରା ଲିଖିତ ଜାତୀୟ ସଙ୍ଗିତ!

ବାଂଲାଦେଶର ଜମାତ-ଇ-ଇସଲାମି ଦଳର ପୂର୍ବତନ ମୁଖ୍ୟଙ୍କ ପୁତ୍ର ଅବଦୁଲ୍ଲା ଅମାନ ଆଜମୀ ଦେଶର ଜାତୀୟ ସଂଗୀତ ପରିବର୍ତ୍ତନ କରିବାକୁ ଦାବି କରିଛନ୍ତି। ରବୀନ୍ଦ୍ରନାଥ ଟାଗୋରଙ୍କ ଦ୍ୱାରା ଲିଖିତ ‘ଆମାର ସୋନାର ବଙ୍ଗଲା’କୁ…
Read More...