ଜେଡିୟୁ ବୈଠକରେ ବଡ଼ ଘୋଷଣା, ଝାଡ଼ଖଣ୍ଡରେ ନିର୍ବାଚନ ଲଢ଼ିବେ ନୀତୀଶ ଟିମ୍‌

ଦିଲ୍ଲୀରେ ବସିଥିବା ଜନତା ଦଳର କାର୍ଯ୍ୟକାରିଣୀ ବୈଠକରେ ନିର୍ବାଚନକୁ ନେଇ ବଡ଼ ନିଷ୍ପତ୍ତି ନେଇଛନ୍ତି ଦଳର ସୁପ୍ରିମୋ ତଥା ବିହାରର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର । ଏହି ବୈଠକରେ ଲୋକସଭା ନିର୍ବାଚନକୁ ନେଇ ସମୀକ୍ଷା…
Read More...

ଭାଜପାର ଟେନ୍‌ସନ୍‌ ବଢ଼ାଇଲା ଜେଡିୟୁ, କେନ୍ଦ୍ର ସରକାରଙ୍କ ଆଗରେ ରଖିଦେଲା ଏହି ବଡ଼ ଦାବି

ଦିଲ୍ଲୀରେ ଅନୁଷ୍ଠିତ ଜନତା ଦଳ ୟୁନାଇଟେଡ୍‌(ଜେଡିୟୁ)ର ରାଷ୍ଟ୍ରୀୟ କାର୍ଯ୍ୟକାରିଣୀ ବୈଠକରେ ରାଜ୍ୟ ସଭା ଏମ୍‌ପି ସଞ୍ଜୟ କୁମାର ଝା ଦଳର କାର୍ଯ୍ୟକାରୀ ଅଧ୍ୟକ୍ଷ ହୋଇଛନ୍ତି। ସଞ୍ଜୟ ପୂର୍ବରୁ ମଧ୍ୟ ଦଳର ଅଧ୍ୟକ୍ଷ ଥିଲେ।…
Read More...

ରାଗିଗଲେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କ ପତ୍ନୀ

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ୱାଲଙ୍କ ଅଡୁଆ ଦିନକୁ ଦିନ ବଢ଼ିବାରେ ଲାଗିଛି। ଗୋଟିଏ ପଟେ ହାଇକୋର୍ଟ ତାଙ୍କ ଜାମିନ ଉପରେ ରୋକ୍‌ ଲଗାଇ ଦେଇଥିବା ବେଳେ ଅନ୍ୟପଟେ ସିବିଆଇ ତାଙ୍କୁ ଗିରଫ କରି ରିମଣ୍ଡରେ ନେଇଛି।…
Read More...

ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ,ଆଜି ଓ ଆସନ୍ତାକାଲି ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା…

ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ଜାରି ରହିଛି ବର୍ଷା । ଆଂଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଦିଆଯାଇଥିବା ସୂଚନା ଅନୁସାରେ- ଆଗାମୀ ୫ ଦିନ ଯାଏଁ ରାଜ୍ୟରେ ବର୍ଷା ଲାଗି ରହିବ । ପ୍ରବଳ…
Read More...

ମଦ ଦୁର୍ନୀତି ମାମଲାରେ ୩ଦିନିଆ ସିବିଆଇ ରିମାଣ୍ଡରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ,କେଜ୍ରିୱାଲଙ୍କୁ ପ୍ରତିଦିନ ଅଧଘଣ୍ଟାଏ…

ମଦ ନୀତି ଦୁର୍ନୀତି ମାମଲାରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କୁ ୩ ଦିନିଆ ରିମାଣ୍ଡରେ ନେଇଛି ସିବିଆଇ। ସିବିଆଇ କେଜରିୱାଲଙ୍କୁ ଟ୍ରାଏଲ କୋର୍ଟରେ ହାଜର କରାଇ ୫ ଦିନିଆ ରିମାଣ୍ଡ ମାଗିଥିଲା। ଏହା ଉପରେ…
Read More...

ସାମ୍‌ ପିଟ୍ରୋଡାଙ୍କୁ ନେଇ ସତ ହେଲା ମୋଦିଙ୍କ ଭବିଷ୍ୟବାଣୀ

କଂଗ୍ରେସ ରାଷ୍ଟ୍ରୀୟ ଅଧ୍ୟକ୍ଷ ମଲ୍ଲିକାର୍ଜ୍ଜୁନ ଖାର୍ଗେ ସାମ୍‌ ପିଟ୍ରୋଡାଙ୍କୁ ପୁଣି ଥରେ କଂଗ୍ରେସର ଓଭରସିଜ୍‌ ଅଧ୍ୟକ୍ଷ ନିଯୁକ୍ତ ଦେଇଛନ୍ତି। ଲୋକ ସଭା ନିର୍ବାଚନ ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ…
Read More...

ଦିଲ୍ଲୀରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝି

ଦିଲ୍ଲୀରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝି। ମୁଖ୍ୟମନ୍ତ୍ରୀଙ୍କ ସହ ୨ ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ ଓ ପ୍ରଭାତୀ ପରିଡ଼ା ମଧ୍ୟ ଦିଲ୍ଲୀ ଗସ୍ତରେ ଅଛନ୍ତି। ରାଜ୍ୟରେ BJP ସରକାର ଶପଥ ନେବା ପରେ ପ୍ରଥମ ଥର…
Read More...

ସଂସଦର ମିଳିତ ଅଧିବେଶନକୁ ସମ୍ବୋଧନ କରିବେ ମାଡାମ ପ୍ରେସିଡେଣ୍ଟ

ସଂସଦର ମିଳିତ ଅଧିବେଶନକୁ ଗୁରୁବାର ସମ୍ବୋଧିତ କରିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଅଷ୍ଟାଦଶ ଲୋକ ସଭା ଏବଂ ୨୬୪ ତମ ରାଜ୍ୟ ସଭାର ମିଳିତ ଅଧିବେଶନରେ ଉଦବୋଧନ ରଖିବେ ରାଷ୍ଟ୍ରପତି। ନିଜର ଉଦବୋଧନ ବେଳେ ନୂଆ ସରକାରର…
Read More...

ବରିଷ୍ଠ ଭାଜପା ନେତା ଲାଲକୃଷ୍ଣ ଆଡଭାନୀଙ୍କ ବିଗିଡିଲା ସ୍ବାସ୍ଥ୍ୟବସ୍ଥା

ଭେଟେରାନ ଭାଜପା ନେତା ଲାଲ କୃଷ୍ଣ ଆଡଭାନୀ ଅସୁସ୍ଥ। ଅସୁସ୍ଥତା ହେତୁ ତାଙ୍କୁ ୨୬ ଜୁନ ରାତିରେ ଦିଲ୍ଲୀର AIIMS ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ବର୍ତ୍ତମାନ ତାଙ୍କ ଅବସ୍ଥା ସ୍ଥିର ଥିବା ଡାକ୍ତର କହିଛନ୍ତି।…
Read More...

ଶୃଙ୍ଖଳିତ ହେବ ରଥଯାତ୍ରା । ସମନ୍ୱୟ ବୈଠକରେ ନିଆଗଲା ନିଷ୍ପତ୍ତି । ଅଂଶୁଘାତ ମୁକାବିଲା ପାଇଁ ୧୦୦ ଶଯ୍ୟା ବିଶିଷ୍ଟ…

ବିଶ୍ୱପ୍ରସିଦ୍ଧ ରଥଯାତ୍ରା ପାଇଁ ଚଳଚଞ୍ଚଳ ପୁରୀ । ହାତରେ ସମୟ କମ୍ ଥିବାରୁ ପ୍ରସ୍ତୁତି ଜୋରଦାର ଚାଲିଛି । ଏହାରି ଭିତରେ ବୁଧବାର ଦ୍ୱିତୀୟ ସମନ୍ୱୟ ବୈଠକରେ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ଆଲୋଚନା ହୋଇଛି ।…
Read More...