ଓଡ଼ିଶାରେ ଆଉ ମିଳିବନି ମଦ! ମନ୍ତ୍ରୀ ଦେଲେ ବଡ଼ ବୟାନ  

ଭୁବନେଶ୍ୱର,୨୬।୬: ଓଡ଼ିଶା ହେବ ମଦମୁକ୍ତ। ରାଜ୍ୟକୁ ମଦମୁକ୍ତ କରିବାକୁ ସରକାର ଅଣ୍ଟା ଭିଡ଼ିଛନ୍ତି। ଏନେଇ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ବୟାନ ଦେଇଛନ୍ତି। ସରକାରୀ ସ୍ତରରେ…
Read More...

ଓଡ଼ିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଆସନ୍ତା ୭ତାରିଖରେ ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା ଅନୁଷ୍ଠିତ ହେବାକୁ ଯାଉଛି। ପବିତ୍ର ଘୋଷଯାତ୍ରାରେ ମହାପ୍ରଭୁଙ୍କ ଦର୍ଶନ କରି ଆଶିଷ ଲାଭ କରିବା ନିମନ୍ତେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପୁରୀ ଗସ୍ତରେ…
Read More...

ଜେଲରେ ମୁଖ୍ୟମନ୍ତ୍ରୀଙ୍କୁ ଗିରଫ କଲା ସିବିଆଇ

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିୱାଲଙ୍କୁ ଆଉ ଏକ ବଡ଼ ଝଟକା ଲାଗିଛି। ବୁଧବାର ମଦ ଦୁର୍ନୀତି ମାମଲାରେ ସିବିଆଇ ତାଙ୍କୁ ବିଧିବଦ୍ଧ ଭାବେ ଗିରଫ କରିଛି। ଅବକାରୀ ନୀତି ଦୁର୍ନୀତିରେ ଅର୍ଥ ହେରଫେର୍‌…
Read More...

ଐତିହାସିକ ମୁହୂର୍ତ୍ତ, ହାତ ମିଳାଇଲେ ମୋଦି-ରାହୁଲ, ଭାଇରାଲ ହେଉଛି ଭିଡିଓ

୧୮ତମ ଲୋକ ସଭାର ବାଚସ୍ପତି ଭାବରେ ଓମ ବିର୍ଲା ନିର୍ବାଚିତ ହୋଇଛନ୍ତି। ବାଚସ୍ପତି ଭାବରେ ନିର୍ବାଚିତ ହେବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବାଚସ୍ପତି ଓମ ବିର୍ଲାଙ୍କ ଆସନ ପାଖକୁ ଆସି ତାଙ୍କୁ ଅଭିନନ୍ଦନ…
Read More...

ପୁଣି ଲୋକ ସଭା ବାଚସ୍ପତି ହେଲେ ଓମ ବିର୍ଲା।

ପୁଣି ଲୋକ ସଭା ବାଚସ୍ପତି ହେଲେ ଓମ ବିର୍ଲା। ବାଚନିକ ଭୋଟରେ ଇଣ୍ଡିଆ ମେଣ୍ଟ ପ୍ରାର୍ଥୀ କେ. ସୁରେଶଙ୍କୁ ହରାଇ ୧୮ ତମ ବାଚସ୍ପତି ଭାବେ ଓମ ବିର୍ଲା ନିର୍ବାଚିତ ହୋଇଛନ୍ତି। ଧ୍ୱନୀ ମତରେ ଏହି ନିଷ୍ପତ୍ତି ନିଆଯାଇଛି।…
Read More...

ହାତରେ ସମ୍ବିଧାନ ଧରି ଶପଥ ନେଲେ ରାହୁଲ, ଭାଜପା ଏମପି କହିଲେ ‘ଜୟ ଶ୍ରୀରାମ’

ମଙ୍ଗଳବାର ଉତ୍ତରପ୍ରଦେଶ ରାଏବରେଲିର କଂଗ୍ରେସ ନେତା ତଥା ଏମପି ରାହୁଲ ଗାନ୍ଧୀ ସଂସଦର ସଦସ୍ୟତା ଗ୍ରହଣ କରିଛନ୍ତି। ଏହି ସମୟରେ ରାହୁଲ ଗାନ୍ଧୀ ସମ୍ବିଧାନର ଏକ ନକଲ ସହିତ ଶପଥ ଗ୍ରହଣ କରିବାକୁ ଆସିଥିଲେ। ଶପଥ ଗ୍ରହଣ…
Read More...

ସୃଷ୍ଟି ହେଲା ଘୂର୍ଣ୍ଣିବଳୟ, ୫ ଦିନ ଯାଏ ଲାଗି ରହିବ ବର୍ଷା

ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଫଳରେ ଆଗାମୀ ୫ ଦିନ ଯାଏ ରାଜ୍ୟରେ ବର୍ଷା ଲାଗି ରହିବ । ବିଜୁଳି ଘଡ଼ଘଡ଼ି ସହିତ ୩୦ ରୁ ୪୦ କିମି ବେଗରେ ପବନ ବହିବାର ଅନୁମାନ କରାଯାଉଛି ।…
Read More...

ଘର ଭଙ୍ଗାରୁଜାକୁ ନେଇ ମୁହଁ ଖୋଲିଲେ ବବି, କହିଲେ…

ବିଜେଡି ନେତା ପ୍ରଣବ ପ୍ରକାଶ ଦାଶ(ବବି)ଙ୍କ ସରକାରୀ ଘରେ ଭଙ୍ଗା ଚାଲିଛି। କ୍ୱାର୍ଟର୍ସ ପରିସରରେ ହୋଇଥିବା ଅଣ୍ଡର ଗ୍ରାଉଣ୍ଡ ନିର୍ମାଣକୁ ଭଙ୍ଗାଯାଉଛି। ତେବେ କେଉଁ ଉଦ୍ଦେଶ୍ୟରେ ପ୍ରଣବ କୋଟି କୋଟି ଟଙ୍କାରେ ନିର୍ମାଣ…
Read More...

ଇତିହାସରେ ପ୍ରଥମଥର: ବାଚସ୍ପତି ପଦ ପାଇଁ ହେବ ନିର୍ବାଚନ

ଲୋକ ସଭା ବାଚସ୍ପତି ପଦକୁ ନେଇ ସହମତ ହୋଇ ନ ପାରିବା ପରେ ବିରୋଧୀଦଳ ଏହାର ପ୍ରାର୍ଥୀ ଘୋଷଣା କରିଛନ୍ତି। କେ ସୁରେଶ ବିରୋଧୀ ଦଳର ବାଚସ୍ପତି ପଦ ପାଇଁ ପ୍ରାର୍ଥୀ ହୋଇଛନ୍ତି। ଅନ୍ୟପକ୍ଷରେ ଓମ ବିର୍ଲା ଏନଡିଏ ପକ୍ଷରୁ ଲୋକ…
Read More...

ଲୋକଙ୍କୁ ଭ୍ରମିତ କରନ୍ତୁ ନାହିଁ, ୧୦୦ ଦିନ ଭିତରେ ମହିଳାଙ୍କୁ ମିଳିବ ସୁଭଦ୍ରା ଯୋଜନା: ଉପମୁଖ୍ୟମନ୍ତ୍ରୀ 

ଭୁବନେଶ୍ୱର,୨୫।୬: ଶହେ ଦିନ ଭିତରେ ମହିଳାଙ୍କୁ ସୁଭଦ୍ରା ଯୋଜନା ନିଶ୍ଚୟ ମିଳିବ। ଏନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ସୂଚନା ଦେଇଛନ୍ତି। ସେ କହିଛନ୍ତି, ଲୋକଙ୍କୁ ଭ୍ରମିତ କରନ୍ତୁ ନାହିଁ । ସରକାରଙ୍କୁ ସହଯୋଗ…
Read More...