ଯୋଗ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

ଆଜି ଅର୍ଥାତ୍‌ ଜୁନ୍‌ ୨୧ରେ ସମଗ୍ର ବିଶ୍ୱରେ ପାଳନ ହେଉଛି ଅନ୍ତର୍ଜାତୀୟ ଯୋଗ ଦିବସ। ଏହି କ୍ରମରେ ରାଜଧାନୀ ଭୁବନେଶ୍ୱରସ୍ଥିତ କଳିଙ୍ଗ ଷ୍ଟାଡିୟମରେ ରାଜ୍ୟସ୍ତରୀୟ ଯୋଗ ଦିବସ ପାଳନ କରାଯାଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ…
Read More...

୧୪ ହଜାର ଫୁଟ୍‌ ଉଚ୍ଚତାରେ ଯୋଗ କଲେ ଆଇଟିବିପି ଯବାନ

ଆଜି ସମଗ୍ର ଦେଶରେ ପାଳିତ ହେଉଛି ଅନ୍ତର୍ଜାତୀୟ ଯୋଗ ଦିବସ। ଏନେଇ ଦେଶ, ବିଦେଶ ଓ ରାଜ୍ୟସ୍ତରରେ ସ୍ବତନ୍ତ୍ର କାର୍ଯ୍ୟକ୍ରମ ଆୟୋଜିତ କରାଯାଇଛି। ଏହି ଅବସରରେ ଲେହର ପାଙ୍ଗଙ୍ଗ ଶୋ’ରେ ଆଇଟିବିପି ଯବାନମାନେ ଯୋଗ…
Read More...

କେଜରିଓ୍ବାଲଙ୍କୁ ଝଟ୍‌କା

ଦିଲ୍ଲୀ ଲିକର ନୀତି ସହ ଜଡିତ ଅର୍ଥ ହେରଫେର ମାମଲାରେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ଅସୁବିଧାର ସମ୍ମୁଖୀନ ହୋଇଛନ୍ତି। କେଜରିୱାଲଙ୍କ ଜାମିନ ଆବେଦନ ବିରୋଧରେ ଦିଲ୍ଲୀ ହାଇକୋର୍ଟ କହିଛନ୍ତି ଯେ ନିମ୍ନ ଅଦାଲତର ଆଦେଶ…
Read More...

କେମିତି ହେବ ଓଡ଼ିଶାର ବଜେଟ,ବଜେଟ୍ ପ୍ରସ୍ତୁତି ପୂର୍ବରୁ ବିଭିନ୍ନ ବର୍ଗର ଲୋକଙ୍କ ଠାରୁ ମତାମତ ଲୋଡ଼ିଲେ ମୁଖ୍ୟମନ୍ତ୍ରୀ ।

କେମିତି ହେବ ଓଡ଼ିଶାର ବଜେଟ୍ । ବଜେଟ୍ ପ୍ରସ୍ତୁତି ପୂର୍ବରୁ ସମାଜର ବିଭିନ୍ନ ବର୍ଗର ଲୋକଙ୍କ ଠାରୁ ମତାମତ ଲୋଡ଼ିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ୱେବ୍ ସାଇଟ୍, ଇମେଲ୍, ହ୍ୱାର୍ଟସଆପ୍ ଏବଂ ଏସ୍ଏମ୍ଏସ୍ ଜରିଆରେ…
Read More...

ନୀତୀଶ ସରକାରଙ୍କୁ ପାଟନା ହାଇକୋର୍ଟଙ୍କ ଝଟ୍‌କା

ପାଟନା ହାଇକୋର୍ଟ ନୀତୀଶ ସରକାରଙ୍କୁ ଏକ ଝଟ୍‌କା ଦେଇଛନ୍ତି। ଇବିସି, ଏସ୍‌ସି, ଏବଂ ଏସ୍‌ଟି ପାଇଁ ୬୫% ସଂରକ୍ଷଣକୁ ରଦ୍ଦ କରିଦିଆଯାଇଛି। ପାଟନା ହାଇକୋର୍ଟ ବିହାର ସଂରକ୍ଷଣ ସମ୍ବନ୍ଧୀୟ ଆଇନକୁ ବାତିଲ କରିଛନ୍ତି। ବିହାର…
Read More...

ସତୀଶ ଚନ୍ଦ୍ର ସାମଲ ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ବ୍ୟକ୍ତିଗତ ସଚିବ ଭାବେ ନିଯୁକ୍ତ  

ଭୁବନେଶ୍ୱର,୨୦।୬: ରାଜ୍ୟର ପ୍ରଥମ ଭାଜପା ସରକାରର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କ ଅତିରିକ୍ତ ବ୍ୟକ୍ତିଗତ ସଚିବ ଭାବେ ସତୀଶ ଚନ୍ଦ୍ର ସାମଲଙ୍କୁ ନିଯୁକ୍ତ କରାଯାଇଛି। ମୁଖ୍ୟମନ୍ତ୍ରୀ ଦାୟିତ୍ୱ ନେବାପରେ ଏପର୍ଯ୍ୟନ୍ତ…
Read More...

୬୬ ବର୍ଷରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ  

ଦ୍ରୌପଦୀ ମୁର୍ମୁ ଗୁରୁବାର ୬୬ ବର୍ଷରେ ପଦାର୍ପଣ କରିଛନ୍ତି। ତାଙ୍କର ଜନ୍ମଦିନ ଉପଲକ୍ଷେ ବିଭିନ୍ନ ମହଲରୁ ଶୁଭେଚ୍ଛାର ସୁଅ ଛୁଟିଛି। ଏହି କ୍ରମରେ ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଅଭିନନ୍ଦନ ଜଣାଇଛନ୍ତି।…
Read More...

ବଦଳିଲା ସରକାରଙ୍କ ନିଷ୍ପତ୍ତି: ୨୨ ଜଣ ଅଫିସରଙ୍କ ବଦଳି ଉପରେ ଲାଗିଲା ରୋକ୍‌  

ବଦଳିବା ପରେ ନୂଆ ସରକାର ବିଭିନ୍ନ ବିଭାଗରେ ଦୀର୍ଘବର୍ଷ ଧରି ଥିବା ଅଫିସରମାନଙ୍କୁ ଅନ୍ୟ ବିଭାଗକୁ ବଦଳି କରିବା ପ୍ରକ୍ରିୟା ଆରମ୍ଭ କରିଛନ୍ତି। ନୂଆ ମୁଖ୍ୟମନ୍ତ୍ରୀଙ୍କୁ ତୃତୀୟ ମହଲା ଆବଣ୍ଟିତ ହେବା ପରେ ସେଠାରେ ଥିବା…
Read More...

ଆସୁଛି ଲଘୁଚାପ, ୨୮ରୁ ବଢ଼ିବ ବର୍ଷା

କିଛି ମାସ ଧରି ରାଜ୍ୟରେ ପ୍ରବଳ ଗରମ ଓ ଗୁଳୁଗୁଳି ଲାଗି ରହିଛି। ଜୁନ୍‌ ୮ରେ ରାଜ୍ୟକୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପ୍ରବେଶ କଲା ବୋଲି ପାଣିପାଗ ବିଭାଗ ପକ୍ଷରୁ ଘୋଷଣା କରାଯାଇଥିଲା। ମାତ୍ର ଦିନକ ପରେ ଏହା…
Read More...

ସୁରମା ପାଢ଼ୀ ହେଲେ ବାଚସ୍ପତି

ରଣପୁର ବିଧାୟିକା ସୁରମା ପାଢ଼ୀ ଗୁରୁବାର ଓଡ଼ିଶା ବିଧାନସଭାର ବାଚସ୍ପତି ଭାବେ ନିର୍ବାଚିତ ହୋଇଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ମାଝି ପ୍ରସ୍ତାବ ଦେଇଥିଲେ। ଏହି ପ୍ରସ୍ତାବକୁ ସମର୍ଥନ ଜଣାଇଥିଲେ ସଂସଦୀୟ ବ୍ୟାପାର…
Read More...