ଆଜି ରାଜଧାନୀରେ ଟ୍ରାଫିକ କଟକଣା । ଅପରାହ୍ନ ୨ଟାରୁ ସନ୍ଧ୍ୟା ୭ଟା ଯାଏଁ ଲାଗୁ ରହିବ ।
ଆଜି ପ୍ରଧାନମନ୍ତ୍ରୀ ମୋଦୀ ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗଦେବାକୁ ଭୁବନେଶ୍ୱର ଆସୁଛନ୍ତି। ଏଥିପାଇଁ କମିସନରେଟ୍ ପୁଲିସ ପକ୍ଷରୁ ସ୍ବତନ୍ତ୍ର ଟ୍ରାଫିକ୍ ନିର୍ଦ୍ଦେଶନାମା ଜାରି କରାଯାଇଛି।…
Read More...
Read More...