ବାରିପଦାରେ ପ୍ରଚାର କରିବେ ମୁଖ୍ୟମନ୍ତ୍ରୀ 

ନିର୍ବାଚନ ୨୦୨୪ନ୍ୟୁଜ୍ରାଜନୀତି ମୟୂରଭଞ୍ଜରେ ଆଜି ପ୍ରଚାର କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ପାଇଁ ଜିଲ୍ଲାର ଦୁଇଟି ସ୍ଥାନରେ ହେବାକୁ ଥିବା ନିର୍ବାଚନୀ ପ୍ରଚାର କାର୍ଯ୍ୟକ୍ରମରେ…
Read More...

ରାଜ୍ୟରେ ଆସନ୍ତାକାଲି ପଡ଼ିବ ତୃତୀୟ ପର୍ଯ୍ୟାୟ ଭୋଟ୍

ରାଜ୍ୟରେ ଆସନ୍ତାକାଲି ପଡ଼ିବ ତୃତୀୟ ପର୍ଯ୍ୟାୟ ଭୋଟ୍, ଏଥିପାଇଁ ଗତକାଲି ସରିଛି ପ୍ରଚାର। ଶେଷ ଦିନରେ ତିନି ପ୍ରମୁଖ ଦଳ ପ୍ରଚାରକୁ ଜୋରଦାର କରିଥିଲେ। ତୃତୀୟ ପର୍ଯ୍ୟାୟରେ କଟକ, ଭୁବନେଶ୍ୱର, ପୁରୀ, ଢେଙ୍କାନାଳ,…
Read More...

କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ଏକ ବଡ ଦାବି

କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ଏକ ବଡ ଦାବି କରିଛନ୍ତି । ସେ କହିଛନ୍ତି ଲୋକ ସଭା ନିର୍ବାଚନରେ ଇଣ୍ଡିଆ ମେଣ୍ଟ ୩୦୦ରୁ ଅଧିକ ଆସନ ଜିତିବ, କେବଳ କଂଗ୍ରେସ ଦଳ ୨୭୩ ଆସନ ଅତିକ୍ରମ କରିବ। ଏହା ବ୍ୟତୀତ ସେ…
Read More...

୨୬ ତାରିଖ ମଧ୍ୟରାତ୍ରିରେ ଲ୍ୟାଣ୍ଡଫଲ କରିବ ସମ୍ଭାବ୍ୟ ବାତ୍ୟା ‘ରେମଲ’

ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ରଟି ଅବପାତରେ ପରିଣତ ହୋଇଛି। କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଅବପାତଟି ସକ୍ରିୟ ରହିଛି। ଏହା ଉତ୍ତରପୂର୍ବ ଦିଗରେ ଗତି କରୁଛି। ଅବପାତ ବାଂଲାଦେଶ ଖେପୁପରା…
Read More...

ବିଜେଡିରେ ମିଶିଲେ ପ୍ରଦୀପ ନାୟକ

ଭାଜପା ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଡା. ପ୍ରଦୀପ ନାୟକ ଶୁକ୍ରବାର ବିଜେଡିରେ ଯୋଗ ଦେଇଛନ୍ତି। ସେ ୫ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ୍‌ଙ୍କ ଉପସ୍ଥିତରେ ଶଙ୍ଖ ଧରିଛନ୍ତି। ଗୁରୁବାର ପ୍ରଦୀପ ଭାଜପାରୁ ଇସ୍ତଫା…
Read More...

ଭୋଜପୁରୀ ସୁପରଷ୍ଟାର ପବନ ସିଂହଙ୍କୁ ବାହାର ରାସ୍ତା ଦେଖାଇଛି ଦଳ

ଭୋଜପୁରୀ ସୁପରଷ୍ଟାର ପବନ ସିଂହଙ୍କୁ ବାହାର ରାସ୍ତା ଦେଖାଇଛି ଦଳ। ଦଳରେ ଥାଇ ବି ସ୍ୱାଧୀନ ଭାବେ ମଇଦାନକୁ ଓହ୍ଲାଇଥିବାରୁ ଦଳ ତାଙ୍କୁ ବିଦା କରିଛି। ଦଳ ବିରୋଧୀ କାର୍ଯ୍ୟ ନିମନ୍ତେ ଦଳରୁ ବହିଷ୍କୃତ ହୋଇଛନ୍ତି ସିଙ୍ଗର…
Read More...

ବିଜେଡି ଛାଡ଼ିଲେ ଜ୍ୟୋତିପ୍ରକାଶ ପାଣିଗ୍ରାହୀ

ତୃତୀୟ ପର୍ଯ୍ୟାୟ ସାଧାରଣ ନିର୍ବାଚନ ପୂର୍ବରୁ ବିଜେଡି ଛାଡ଼ିଲେ ପୁଣି ଜଣେ ହେଭିୱେଟ ନେତା । ୫ ଦିନ ପୂର୍ବେ ନିମାପଡ଼ା ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ସମୀର ରଞ୍ଜନ ଦାଶ ବିଜେଡି ଛାଡ଼ିଥିଲେ। ଏଥର ସିମୁଳିଆ ବିଧାୟକ ତଥା…
Read More...

ଅଡ଼ୁଆରେ ବାବା ରାମଦେବ

ପୁଣି ଅଡୁଆରେ ଯୋଗ ଗୁରୁ ବାବା ରାମଦେବ ଏବଂ ତାଙ୍କ ସହଯୋଗୀ ଆଚାର୍ଯ୍ୟ ବାଲକୃଷ୍ଣ। ସୁପ୍ରିମକୋର୍ଟରୁ ଆଶ୍ୱସ୍ତି ମିଳିବା ପରେ ଏବେ ଅନ୍ୟ ଏକ କୋର୍ଟ ଉଭୟଙ୍କୁ ଜୁନ୍ ୩ରେ ହାଜର ହେବାକୁ ନୋଟିସ୍ ଜାରି କରିଛନ୍ତି। ଏହି…
Read More...

ସୃଷ୍ଟି ହେଲା ଲଘୁଚାପ, ୨୪ରେ ଅବପାତ, ଏହି ଜିଲାରେ ପ୍ରବଳ ବର୍ଷିବ

ଆଜି ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର । ଏହା ଉତ୍ତରପୂର୍ବ ଦିଗରେ ଗତି କରି ଅଧିକ ଘନୀଭୂତ ହେବ । ପରେ ୨୪ ତାରିଖ ସକାଳେ ଡିପ୍ରେସନ ବା ଅବପାତର ରୂପ ନେବ। ପରବର୍ତ୍ତୀ ସମୟରେ ଏହା ଅଧିକ…
Read More...

ବିଜେଡି ଛାଡ଼ିଥିବା ୪ ବିଧାୟକଙ୍କୁ କାରଣ ଦର୍ଶାଅ ନୋଟିସ

ନିକଟରେ ବିଜେଡିରୁ ଇସ୍ତଫାଦେଇ ଭାଜପାରେ ଯୋଗ ଦେଇଥିବା ୪ ବିଧାୟକଙ୍କୁ କାରଣ ଦର୍ଶାଅ ନୋଟିସ ଜାରି କରାଯାଇଛି। ନିମାପଡ଼ା ବିଧାୟକ ସମୀର ରଞ୍ଜନ ଦାଶ, ହିନ୍ଦୋଳ ବିଧାୟକ ସୀମାରାଣୀ ନାୟକ, ଆଠମଲ୍ଲିକ ବିଧାୟକ ରମେଶ ସାଏ…
Read More...