ଆଜି ଗଞ୍ଜାମରେ ପ୍ରଚାର କରିବେ ନବୀନ

ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଆଜି ଗଞ୍ଜାମର ଗୋପାଳପୁର ଓ ଆସ୍କାରେ ପ୍ରଚାର କରିବେ । ଜନସଭାକୁ ସମ୍ବୋଧିତ କରି ଭୋଟ୍ ମାଗିବେ ନବୀନ । ସୂଚନା ଅନୁସାରେ ପୂର୍ବାହ୍ନରେ ଭୁବନେଶ୍ୱର ବିମାନବନ୍ଦରରୁ ବାହାରି ଦିନ ୧୦ଟା…
Read More...

ଆଜି ପୁରୀ ଆସୁଛନ୍ତି କେନ୍ଦ୍ର ମନ୍ତ୍ରୀ ନୀତିନ ଗଡକରୀ

ପୁରୀ ଲୋକସଭା କ୍ଷେତ୍ରରେ ଆଜି ପ୍ରଚାର କରିବେ ବିଜେପିର ଷ୍ଟାର କ୍ୟାମ୍ପେନର ତଥା କେନ୍ଦ୍ରମନ୍ତ୍ରୀ ନୀତିନ ଗଡକରୀ । ସୂଚନା ଅନୁସାରେ ମଧ୍ୟାହ୍ନ ୧୨ଟା ୧୦ ମିନିଟରେ ଗଡକରୀ ଭୁବନେଶ୍ୱର ବିମାନ ବନ୍ଦର ପହଞ୍ଚିବେ ।…
Read More...

ଆଜି ଓଡିଶା ଆସିବେ ଦୁଇ ରାଜ୍ୟର ମୁଖ୍ୟମନ୍ତ୍ରୀ

ଆଜି କୋରାପୁଟରେ ପ୍ରଚାର କରିବେ ଛତିଶଗଡ ମୁଖ୍ୟମନ୍ତ୍ରୀ ବିଷ୍ଣଦେବ ସାଏ । କୋରାପୁଟର ଲକ୍ଷ୍ମୀପୁର ଓ ପଟ୍ଟାଙ୍ଗୀରେ ପ୍ରଚାର ସଭା କରି ବିଜେପି ପ୍ରାର୍ଥୀଙ୍କ ପାଇଁ ଭୋଟ୍ ମାଗିବେ ବିଷ୍ଣଦେବ ସାଏ । ପୂର୍ବାହ୍ନ ୧୦ଟାରେ…
Read More...

ଆଜି ଗଞ୍ଜାମରେ ପ୍ରଚାର କରିବେ ପାଣ୍ଡିଆନ

ଆଜି ଗଞ୍ଜାମରେ ମାରାଥନ୍ ପ୍ରଚାର କରିବେ ବିଜେଡି ନେତା ଭିକେ ପାଣ୍ଡିଆନ୍ । ସେରଗଡରୁ ଆରମ୍ଭ କରିଛନ୍ତି ପ୍ରଚାର । ଏଠାରେ ଏକ ବଡ ରୋଡ ସୋ କରିଛନ୍ତି ପାଣ୍ଡିଆନ୍ । ସେରଗଡ ଜନତା ପାଣ୍ଡିଆନଙ୍କୁ ସ୍ୱାଗତ କରିଛନ୍ତି ।…
Read More...

୧୪ ଆସନରେ ପ୍ରାର୍ଥୀ ବଦଳାଇଲା ବି

୨୦୨୪ ଲୋକ ସଭା ନିର୍ବାଚନ ମଧ୍ୟରେ ଉତ୍ତରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ମାୟାବତୀ ଏକ ବଡ ପଦକ୍ଷେପ ନେଇଛନ୍ତି। ସେ ବହୁଜନ ସମାଜ ପାର୍ଟି (ବିଏସପି) ର ପ୍ରାର୍ଥୀଙ୍କୁ ଗୋଟିଏ କିମ୍ବା ଦୁଇଟିରେ ନୁହେଁ ବରଂ ରାଜ୍ୟର…
Read More...

ଆଜି ବହୁ ହେଭିୱେଟଙ୍କ ଭାଗ୍ୟ ପରୀକ୍ଷା

ତୃତୀୟ ପର୍ଯ୍ୟାୟ ନିର୍ବାଚନରେ ବାଜିରେ ଲାଗିଛି ବହୁ ହେଭିୱେଟ ନେତାଙ୍କ ଭାଗ୍ୟ । ବିଭିନ୍ନ ଦଳର ବହୁ ଟାଣୁଆ ନେତାଙ୍କର ଆଜି ହେଉଛି ଭାଗ୍ୟ ପରୀକ୍ଷା। କିଛି କେନ୍ଦ୍ରମନ୍ତ୍ରୀଙ୍କ ସମେତ ବିଜେପି, କଂଗ୍ରେସ, ସମାଜବାଦୀ…
Read More...

ରାଜ୍ୟରେ ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି

ରାଜ୍ୟରେ ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରକାଶ ପାଇଛି ବିଜ୍ଞପ୍ତି। ଏହି ପର୍ଯ୍ୟାୟରେ ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା ଓ ଜଗତସିଂହପୁର ଓ ସମ୍ବଲପୁର ଲୋକସଭା ଆସନ ଓ ଏହା ଅଧିନରେ ଥିବା…
Read More...

ରାଜ୍ୟରେ ବଦଳିଛି ପାଗର ମିଜାଜ୍, ରାଜ୍ୟରେ ଅନେକ ସ୍ଥାନରେ ବର୍ଷା

ରାଜ୍ୟରେ ବଦଳିଛି ପାଗର ମିଜାଜ୍। ଆଶ୍ୱସ୍ତି ଆଣିଛି କାଳବୈଶାଖୀ ବର୍ଷା। ଆଜି ସକାଳେ ଟ୍ୱିନ ସିଟିରେ ଆକାଶ ମେଘାଚ୍ଛନ ରହିବା ସହ ହାଲୁକା ବର୍ଷା ହୋଇଛି। ରାଜ୍ୟରେ ଆଗାମୀ ୩ ରୁ ୪ ଦିନ ଯାଏ କାଳବୈଶାଖୀ ବର୍ଷା ହେବା ନେଇ…
Read More...

ଜମ୍ମୁ କଶ୍ମୀରରେ ସୁରକ୍ଷାକର୍ମୀ-ଆତଙ୍କବାଦୀ ମୁହାଁମୁହିଁ

ଜମ୍ମୁ କଶ୍ମୀରର କୁଲଗାମରେ ସୁରକ୍ଷାକର୍ମୀ-ଆତଙ୍କବାଦୀ ମୁହାଁମୁହିଁ ହୋଇଛନ୍ତି। ସ୍ଥାନୀୟ ଅଞ୍ଚଳରେ ଆତଙ୍କବାଦୀ ଲୁଚିଥିବା ଖବର ପାଇବା ପରେ ସର୍ଚ୍ଚ ଅପରେସନ କରିଥିଲେ ସୁରକ୍ଷାକର୍ମୀ। ଏହି ସମୟରେ ଆତଙ୍କବାଦୀଙ୍କ…
Read More...

ଭୋଟ ଦେଲେ ପ୍ରଧାନମନ୍ତ୍ରୀ ମୋଦି

ଆଜି ଦେଶରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଆରମ୍ଭ ହୋଇଛି ମତଦାନ। ଦେଶର ୯୪ ସିଟ୍‌ ପାଇଁ ମତଦାନ ହେଉଥିବା ବେଳେ ଭୋଟ ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଅହମ୍ମଦାବାଦର ନିଶାନ୍ ହାୟର ସେକେଣ୍ଡାରୀ ସ୍କୁଲ…
Read More...