୨୩ ଓଡ଼ିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୨୩ତାରିଖରେ ୩ଦିନିଆ ଓଡ଼ିଶା ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି । ମୟୂରଭଞ୍ଜରେ ନିଜ ଗାଁ ସ୍ଥିତ ଘରକୁ ଯାଇ ସେଠାରେ ଗ୍ରାମବାସୀଙ୍କ ସହ ଆଲୋଚନା କରିବେ ଓ ରାତ୍ରିଯାପନ କରିବା…
Read More...

ଆଜି ମୁଖ୍ୟମନ୍ତ୍ରୀଙ୍କ ୪ ଦିନିଆ ହରିୟାଣା, ମୁମ୍ବାଇ ଗସ୍ତ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାରଠାରୁ ୪ ଦିନିଆ ହରିୟାଣା ଓ ମୁମ୍ବାଇ ଗସ୍ତରେ ଯାଉଛନ୍ତି। ୧୬ ତାରିଖ ଅପରାହ୍ନରେ ସେ ହରିୟାଣା ଅଭିମୁଖେ ଗସ୍ତକରି ୧୭ ତାରିଖ ଦିନ ଚଣ୍ଡିଗଡ଼ଠାରେ ନବଗଠିତ ସରକାରଙ୍କ ଶପଥ ଗ୍ରହଣ…
Read More...

ବଙ୍ଗୋପସାଗରରେ ଲଘୁଚାପ: ଘଡ଼ଘଡ଼ି ସହ ହେବ ବର୍ଷା

ଭାରତରୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସମ୍ପୂର୍ଣ୍ଣ ବିଦାୟ ନେଇଛି। ଉତ୍ତର ପଶ୍ଚିମ ଭାଗରୁ ୧୭ ତାରିଖ ବଦଳରେ ୨୩ ସେପ୍ଟେମ୍ବରରୁ ଆରମ୍ଭ ହୋଇଥିବା ଅପସାରଣ ପ୍ରକ୍ରିୟା ମଙ୍ଗଳବାର ଓଡ଼ିଶାରୁ ସମ୍ପୂର୍ଣ୍ଣ ହୋଇଛି। ଏହି…
Read More...

ଶ୍ରୀମନ୍ଦିରରେ ବ୍ୟବହାର ହେବ ଓମ୍‌ଫେଡ ଘିଅ

ଶ୍ରୀମନ୍ଦିର ମଧ୍ୟରେ କେବଳ ଓମ୍‌ଫେଡ ଘିଅ ବ୍ୟବହାର ହେବ। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସ୍ଥିର ହୋଇଛି। ତେବେ ଏଥିରେ ସହଯୋଗ କରିବାକୁ ଓମ୍‌ଫେଡ୍‌କୁ ଅନୁରୋଧ କରାଯାଇଛି। ଆବଶ୍ୟକତାକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର…
Read More...

ହାଇକମାଣ୍ଡଙ୍କ ବଡ ନିଷ୍ପତ୍ତି: ଓମାର ଅବଦୁଲ୍ଲା ସରକାରରେ ସାମିଲ ହେବନି କଂଗ୍ରେସ

ଜମ୍ମୁ-କଶ୍ମୀର ରାଜନୀତିରେ ଆଜି ଏକ ଗୁରୁତ୍ୱପୂର୍ଣ୍ଣ ଦିନ। ଆଜି ନ୍ୟାଶନାଲ କନଫରେନ୍ସର ଓମାର ଅବଦୁଲ୍ଲା ଜମ୍ମୁ-କଶ୍ମୀରର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ। ଏହା ପୂର୍ବରୁ କଂଗ୍ରେସ ହାଇକମାଣ୍ଡ ବଡ ନିଷ୍ପତ୍ତି…
Read More...

ମହାରାଷ୍ଟ୍ର ଓ ଝାରଖଣ୍ଡ ବିଧାନସଭା ନିର୍ବାଚନ ପାଇଁ ଘୋଷଣା ହେଲା ତାରିଖ

ଅପେକ୍ଷାରେ ଅନ୍ତ ଘଟିଛି। ମହାରାଷ୍ଟ୍ର ଓ ଝାରଖଣ୍ଡ ବିଧାନସଭା ନିର୍ବାଚନ ପାଇଁ ଆଜି ଭାରତୀୟ ନିର୍ବାଚନ କମିଶନ ତାରିଖ ଘୋଷଣା କରିଛନ୍ତି। ମହାରାଷ୍ଟ୍ରର ୨୮୮ଟି ଆସନ ପାଇଁ ଗୋଟିଏ ପର୍ଯ୍ୟାୟରେ ମତଦାନ ହେବ। ଲୋକମାନେ…
Read More...

ବାଇକକୁ ଧକ୍କା ଦେଇ ଜଳିଗଲା ବସ୍

ବାଇକକୁ ଧକ୍କା ଦେଇ ଜଳିଗଲା ବସ୍। ଯାଜପୁର ଜିଲ୍ଲା ଏନ୍ଏଚ୍ ୧୬ ଛତିଆ ନିକଟରେ ଏହି ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ବାଇକ୍‌ ଆରୋହୀଙ୍କର ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ୨ ଯାତ୍ରୀ ଗୁରୁତର ଆହତ ହୋଇଛନ୍ତି। ଆହତଦ୍ୱୟଙ୍କୁ…
Read More...

ଅନୁମତି ମିଳିଲେ ୨୪ ଘଣ୍ଟାରେ ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗକୁ ଶେଷ କରିଦେବି,

ମୁମ୍ବାଇରେ ଏନସିପି ନେତା ବାବା ସିଦ୍ଦିକିଙ୍କ ହତ୍ୟା ପରେ ବିହାରର ପୂର୍ନିୟା ଏମପି ପପୁ ଯାଦବ ରବିବାର କହିଛନ୍ତି ଯେ ଯଦି ଆଇନ ଅନୁମତି ଦିଏ ତେବେ ସେ ୨୪ଘଣ୍ଟା ମଧ୍ୟରେ ଗ୍ୟାଙ୍ଗଷ୍ଟର ଲରେନ୍ସ ବିଷ୍ଣୋଇଙ୍କ ନେଟୱାର୍କକୁ…
Read More...

ସଲମାନଙ୍କୁ ଭାଜପା ନେତାଙ୍କ ଉପଦେଶ, ବିଷ୍ଣାଇଙ୍କୁ କ୍ଷମା ମାଗ, ମାମଲା ଶେଷ କର

ମୁମ୍ବାଇ ରାସ୍ତାରେ ଶନିବାର ରାତିରେ ଏନସିପି ନେତା ବାବା ସିଦ୍ଦିକିଙ୍କୁ ହତ୍ୟା କରାଯାଇଥିଲା। ପୋଲିସ ସନ୍ଦେହ କରୁଛି ଯେ ବିଷ୍ଣୋଇ ଗ୍ୟାଙ୍ଗ ବାବା ସିଦ୍ଦିକିଙ୍କୁ ହତ୍ୟା କରିଛି। ଏହି ହତ୍ୟା ପାଇଁ ବିଷ୍ଣୋଇ ଗ୍ୟାଙ୍ଗ…
Read More...

ମା’ଙ୍କ ଭସାଣ ଶୋଭାଯାତ୍ରା ପାଇଁ ଟୁଇନ୍ ସିଟିରେ ବ୍ୟାପକ ପ୍ରସ୍ତୁତି

ଆଜି ମେଲାଣି ନେବେ ଜଗତ ଜନନୀ ମା' ଦୁର୍ଗା। ଧରାପୃଷ୍ଠରୁ ଲୀଳାଖେଳା ଛାଡ଼ି ବାହୁଡିବେ ମା’। ମା’ଙ୍କ ଭସାଣ ଶୋଭାଯାତ୍ରା ପାଇଁ ଟୁଇନ୍ ସିଟିରେ ବ୍ୟାପକ ପ୍ରସ୍ତୁତି କରାଯାଇଛି। ବର୍ଷ ମାନଙ୍କ ଭଳି ଚଳିତବର୍ଷ ମଧ୍ୟ…
Read More...