ଆଜି ମହାପ୍ରଭୁଙ୍କ ବନକଲାଗି ନୀତି

ଆଜି ଶ୍ରୀଜିଉଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏହି ଗୁପ୍ତ ନୀତି ପାଇଁ ୪ ଘଣ୍ଟା ଧରି ଶ୍ରୀଜିଉଙ୍କ ସାଧାରଣ ଦର୍ଶନ ବନ୍ଦ ରହିବ। ଭକ୍ତମାନେ ସନ୍ଧ୍ୟା ୬ରୁ ରାତି ୧୦ଟା ଯାଏ ମହାପ୍ରଭୁଙ୍କ ଦର୍ଶନରୁ ବଞ୍ଚିତ ହେବେ।…
Read More...

ମୋକିମଙ୍କୁ ଝଟକା

ORHDC ଦୁର୍ନୀତି ମାମଲାରେ ମହମ୍ମଦ ମୋକିମଙ୍କୁ ଲାଗିଲା ହାଇକୋର୍ଟଙ୍କ ଝଟ୍‌କା । (ORHDC) ଦୁର୍ନୀତି ମାମଲାରେ ମୋକିମଙ୍କୁ ୩ ବର୍ଷ ଦଣ୍ଡାଦେଶ ଶୁଣାଇଥିଲେ ଭୁବନେଶ୍ୱର ଭିଜିଲାନ୍ସ କୋର୍ଟ। ଏହି ମାମଲାରେ ମୋକିମ…
Read More...

କ୍ଷମା ମାଗିଲା ବାବା ରାମଦେବ, କହିଲେ ଆଉ ଭୁଲ ହେବ ନାହିଁ

ଆମେ ନିସର୍ତ୍ତ କ୍ଷମା ମାଗୁଛୁ । ଏପରି ଭୁଲର ପୁନରାବୃତ୍ତି ଭବିଷ୍ୟତରେ କେବେ ବି ହେବନି। କୋର୍ଟଙ୍କ ନିର୍ଦ୍ଦେଶକୁ ଅକ୍ଷର ଅକ୍ଷର ପାଳନ କରିବୁ ।’ ପତଞ୍ଜଳି ଆୟୁର୍ବେଦର ବିଜ୍ଞାପନ ମିଥ୍ୟା ଦାବି କରୁଛି ଏବଂ ଏହା…
Read More...

ରାଜନୀତିରୁ ସନ୍ୟାସ ନେଲେ ବରିଷ୍ଠ କଂଗ୍ରେସ ନେତା ବିରପ୍ପା ମୋଇଲି

ସକ୍ରିୟ ରାଜନୀତିରୁ ସନ୍ୟାସ ନେଲେ ବରିଷ୍ଠ କଂଗ୍ରେସ ନେତା ବିରପ୍ପା ମୋଇଲି। କର୍ଣ୍ଣାଟକାର ଚିକ୍କୱଲାପୁର ଲୋକସଭା ଆସନରୁ ଟିକେଟ ଆଶାୟୀ ଥିବା ମୋଇଲି ଶେଷରେ ନିରାଶ ହେବା ପରେ ଏପରି ନିଷ୍ପତ୍ତି ନେଇଛନ୍ତି।…
Read More...

ପୁଣି କେଜ୍ରିୱାଲଙ୍କୁ ଝଟକା

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ୱାଲଙ୍କ ଥମିବାର ନାଁ ନେଉ ନାହିଁ ଅଡୁଆ। ୨୪ଘଣ୍ଟା ମଧ୍ୟରେ ତାଙ୍କୁ କୋର୍ଟ ପୁଣି ଏକ ଝଟକା ଦେଇଛନ୍ତି। ମଙ୍ଗଳବାର ଦିଲ୍ଲୀ ହାଇକୋର୍ଟ ତାଙ୍କ ଆବେଦନକୁ ଖାରଜ କରି ତାଙ୍କ…
Read More...

ନିର୍ବାଚନ ଲଢ଼ିବେକି ଦିଲ୍ଲୀପ ରାୟ !

ନିର୍ବାଚନ ଲଢିବା ନେଇ କୋର୍ଟଙ୍କ ଅନୁମତି ପରେ ରାଜ୍ୟର ବରିଷ୍ଠ ନେତା ଦିଲ୍ଲୀପ ରାୟ ବିଜେପିରେ ସାମିଲ ହୋଇପାରନ୍ତି । ରାଉରକେଲା ବିଧାନସଭା ଆସନ ପାଇଁ ବିଜେପି ପ୍ରାର୍ଥୀ ଘୋଷଣା କରିନି । ଏପରି ସ୍ଥିତିରେ ସେ ବିଜେପିରେ…
Read More...

କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ବଡ ଘୋଷଣା

ରାଜ୍ୟରେ ଡବଲ ଇଞ୍ଜିନ ସରକାର ହେଲେ ମହିଳାଙ୍କୁ ମିଳିବ ମାସିକ ଏକ ହଜାର ଟଙ୍କା ଭତା । ଦେବଗଡ ନିର୍ବାଚନୀ ସଭାରେ ଏପରି ପ୍ରତିଶ୍ରୁତି ଦେଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏଥିସହ ଏମଏସପିରେ ଧାନ…
Read More...

ବିଜେପି ଉପରେ ବର୍ଷିଲା ବିଜେଡି

ଓଡ଼ିଶାରେ ପରାଜୟ ହେବାକୁ ଯାଉଥିବା ଅନୁଭବ କଲେ ରାଜ୍ୟର ସରକାରୀ ଅଧିକାରୀଙ୍କୁ ଟାର୍ଗେଟ କରିବା ଓଡ଼ିଶା ଭାଜପା ନେତାଙ୍କ ଅଭ୍ୟାସ। ସାଧାରଣ ନିର୍ବାଚନ ୨୦୧୯ ଏବଂ ପରବର୍ତ୍ତୀ ସମୟରେ ରାଜ୍ୟରେ ହୋଇଥିବା ଉପନିର୍ବାଚନରେ…
Read More...

ଆମେଥିରୁ ନିର୍ବାଚନ ଲଢ଼ିପାରନ୍ତି ରବର୍ଟ ଭଦ୍ରା

ନେତାଠାରୁ ଜନତା ଆଗାମୀ ଲୋକ ସଭା ନିର୍ବାଚନ ପାଇଁ ସମସ୍ତଙ୍କ ମଧ୍ୟରେ ଉତ୍ସାହ କ୍ରମାଗତ ଭାବେ ବୃଦ୍ଧି ପାଉଛି। ଉତ୍ତରପ୍ରଦେଶର ଆମେଠି ଆସନରେ କଂଗ୍ରେସ ଏପର୍ଯ୍ୟନ୍ତ ଏହାର କାର୍ଡ ପ୍ରକାଶ କରିନାହିଁ। ଏହି ସମୟରେ,…
Read More...

ଆଜିଠୁ ମା ତାରିଣୀଙ୍କ ପୀଠରେ ଚଇତି ପର୍ବ

କେନ୍ଦୁଝରସ୍ଥିତ ମା’ ତାରିଣୀଙ୍କ ପୀଠରେ ଆଜିଠୁ ଆରମ୍ଭ ହୋଇଛି ଚଇତି ପର୍ବ । ଆଜିଠାରୁ ବିଷୁବ ପଣା ସଂକ୍ରାନ୍ତି ଯାଏ ଏହାକୁ ଅତି ଧୁମଧାମରେ ପାଳନ କରାଯାଇଥାଏ । ତେଣୁ ଏହି ପବିତ୍ର ଦିନଟିରେ ମାଙ୍କୁ ଦର୍ଶନ କଲେ ସମସ୍ତ…
Read More...