ସାବଧାନ! ଟାଟୁ କରୁଛନ୍ତିକି, ହୋଇପାରେ ଏଚଆଇଭି

ବାରାଣସୀ : ବାରାଣସୀରେ ଟାଟୁ ତିଆରି କରିବା ପ୍ରକ୍ରିୟାରେ ଏଚ୍‌ଆଇଭି ବ୍ୟାପିବାରେ ଲାଗିଛି। ଏନେଇ ବାରାଣସୀର ପଣ୍ଡିତ ଦିନଦୟାଲ ଉପାଧ୍ୟାୟ ହସ୍ପିଟାଲର ଆଣ୍ଟିରେଟ୍ରୋଭାଇରାଲ ଚିକିତ୍ସାର ଡାକ୍ତର ପ୍ରୀତି ଅଗ୍ରୱାଲଙ୍କ…
Read More...

ଗାଜାରେ ଇସ୍ରାଇଲର ଏୟାରଷ୍ଟ୍ରାଇକ, ୧୦ମୃତ

ଗାଜା: ପାଲେଷ୍ଟାଇନର ଗାଜା ସହର ଉପରେ ଏୟାରଷ୍ଟ୍ରାଇକ କରିଛି ଇସ୍ରାଏଲ । ଏଥିରେ ୧୦ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଅନେକ ଆହତ ହୋଇଛନ୍ତି । ମୃତକଙ୍କ ମଧ୍ୟରେ ଜଣେ କୁଖ୍ୟାତ ଆତଙ୍କବାଦୀ ରହିଛି । ଶୁକ୍ରବାର ଦିନ ଗାଜା…
Read More...

ହରନାଜ୍ କୌର ସନ୍ଧୁଙ୍କ ନାମରେ ଥାନାରେ ମାମଲା

ଚଣ୍ଡିଗଡ଼ : ମିସ୍ ୟୁନିଭର୍ସ ହରନାଜ୍ କୌର ସନ୍ଧୁଙ୍କ ନାମରେ ଥାନାରେ ମାମଲା। ଦି କପିଲ ଶର୍ମା ଶୋ’ରେ ‘ବୁଆ’ ଭୂମିକାରେ ଅଭିନୟ କରୁଥିବା ଉପସାନା ସିଂହ ଚଣ୍ଡିଗଡ଼ର ଏକ ସ୍ଥାନୀୟ କୋର୍ଟରେ ହରନାଜଙ୍କ ନାମରେ ମାମଲା ରୁଜୁ…
Read More...

କାବୁଲରେ ଭୟଙ୍କର ବିସ୍ଫୋରଣରେ ୮ ମୃତ

କାବୁଲ : ଆଫଗାନିସ୍ତାନର ରାଜଧାନୀ କାବୁଲର ଏକ ମସଜିଦ ନିକଟସ୍ଥ ଜନଗହଳିପୂର୍ଣ୍ଣ ସ୍ଥାନରେ ଭୟଙ୍କର ବିସ୍ଫୋରଣ ହୋଇଥିଲା। ଏକ କାର୍‌ରେ ଥିବା ବୋମା ବିସ୍ଫୋରଣ ହେବାରୁ ଅତି କମରେ ୮ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୧୮ ଜଣ…
Read More...

ମାନନ୍ତୁ ଏହି ଚାଣକ୍ୟ ନୀତି, ମିଳିବ ସମ୍ମାନ

ଆଚାର୍ଯ୍ୟ ଚାଣକ୍ୟ ତାଙ୍କ ନୀତିଶାସ୍ତ୍ରରେ ପଦୋନ୍ନତି, ବୈବାହିକ ଜୀବନ, ବନ୍ଧୁତା, ଶତ୍ରୁତା ଏବଂ ସମ୍ମାନ ସହିତ ଜଡିତ ସମସ୍ତ ବିଷୟ ଉପରେ ପରାମର୍ଶ ଦେଇଛନ୍ତି। ଚାଣକ୍ୟଙ୍କ ଦ୍ୱାରା ବର୍ଣ୍ଣିତ ନୀତିକୁ ଗ୍ରହଣ କରି ଜଣେ…
Read More...

ଚୀନରେ ପୁଣି ବେକାବୁ ହେଉଛି କରୋନା ସଂକ୍ରମଣ

ବେଜିଂ :  କରୋନା ଏନ୍ତୁଡ଼ିଶାଳ ଚାଇନାରେ  କରୋନା ପୁଣି ଥରେ ନିୟନ୍ତ୍ରିତ ହରାଇଛି। ଶନିବାର ଚାଇନାର ’ହାୱାଇ’ କୁହାଯାଉଥିବା ସାନ୍ୟା ସହରରେ କର୍ତ୍ତୃପକ୍ଷ ଲକ୍‌ଡାଉନ ଘୋଷଣା କରିଛନ୍ତି। ଫଳରେ ସେଠାରେ ଥିବା ପ୍ରାୟ ୮୦…
Read More...

ସିଙ୍ଗାପୁରରେ ଆଉ ୨ ସପ୍ତାହ ରହିବାକୁ ଅନୁରୋଧ କଲେ ଗୋଟାବାୟା

କଲମ୍ବୋ : ଶ୍ରୀଲଙ୍କାର ପୂର୍ବତନ ରାଷ୍ଟ୍ରପତି ଗୋଟାବାୟା ରାଜପାକ୍ସେଙ୍କୁ ସିଙ୍ଗାପୁରରେ ଆଉ ୨ ସପ୍ତାହ ରହିବାକୁ ଅନୁମତି ଦେବାକୁ ଶ୍ରୀଲଙ୍କା ସରକାର ଶନିବାର ଅନୁରୋଧ କରିଛନ୍ତି। ରାଜପାକ୍ସେ ବର୍ତ୍ତମାନ ସିଙ୍ଗାପୁରରେ…
Read More...

ଆଜି ଦେଶରେ ୧୯,୪୦୬କରୋନା ପଜିଟିଭ ଚିହ୍ନଟ

ନୂଆଦିଲ୍ଲୀ: ଦେଶରେ କୋରୋନା ସଂକ୍ରମଣ ବୃଦ୍ଧି ପାଉଛି । କିଛି ଦିନ ହେଲା ଦୈନିକ ପଜିଟିଭ ମାମଲା ୨୦ ହଜାର ପାଖାପାଖି ରହୁଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶବ୍ୟାପୀ ମୋଟ ୧୯,୪୦୬ ଜଣ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି  ।…
Read More...

ବର୍ଷା ପାଇଁ ୧୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର : ସକ୍ରିୟ ରହିଥିବା ମୌସୁମୀ ପ୍ରଭାବରେ ରାଜ୍ୟରେ ବର୍ଷା ଜାରି ରହିଛି। ଆଜି ୧୭ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ବିଭାଗ ପକ୍ଷରୁ ସୂଚନା…
Read More...

ଭାରତ ଆସିବେ ଆମେରିକା ଗାୟିକା

ଓ୍ବାଶିଂଟନ : ଏକ ନୂତନ ଶୈଳୀରେ ‘ଜନ ଗଣ ମନ’ ଏବଂ ‘ଓମ୍‌ ଜୟ ଜଗଦୀଶ ହରେ’ ଗାଇଥିବା ଆମେରିକାର ପ୍ରସିଦ୍ଧ ଗାୟିକା ମେରି ମିଲବେନ ଭାରତ ଆସିବେ। ସ୍ବାଧୀନତା ଦିବସ ପାଳନ ସମୟରେ ସେ ଭାରତରେ ଉପସ୍ଥିତ ରହିବେ।…
Read More...