ଚିକିତ୍ସା ବିଭାଗର କିରାଣୀଙ୍କ ଘରୁ ବାହାରିଲା ୮୫ ଲକ୍ଷ ଟଙ୍କା

ମଧ୍ୟପ୍ରଦେଶ : ମଧ୍ୟପ୍ରଦେଶ ଚିକିତ୍ସା ବିଭାଗରେ କାର୍ଯ୍ୟରତ ଜଣେ କିରାଣିଙ୍କ ଘରେ ଚଢାଉ କରାଯାଇ ଲକ୍ଷ ଲକ୍ଷ ଟଙ୍କା ଜବତ କରାଯାଇଛି। ଚଢାଉ କରିବାକୁ ଯାଇଥିବା ଅଧିକାରୀମାନେ ଏତେ ଟଙ୍କା ଦେଖି ଆଶ୍ଚର୍ଯ୍ୟ…
Read More...

ରାଗିଲା ଚାଇନା, ଜାଣନ୍ତୁ କାହିଁକି

ଓ୍ବାଶିଂଟନ୍‌: ଆମେରିକାର ସିନେଟ୍‌ର ବାଚସ୍ପତି ନାନ୍ସି ପେଲୋସି ତାଇୱାନ ଗସ୍ତ ଶେଷ କରିବା ପରେ ଦକ୍ଷିଣ କୋରିଆ ଯାଇଛନ୍ତି। ନାନସୀଙ୍କ ଗସ୍ତ ପରେ ଚାଇନା ରାଗରେ ନିଆଁବାଣ ହୋଇପଡିଛି। ଏହାର ଫଳସ୍ବରୂପ ୨୭ଟି ଚାଇନା…
Read More...

ମତେ ଲୋକଙ୍କ ଗୁଜବ ଶୁଣିବାକୁ ଭଲ ଲାଗେ : କରିନା କପୁର

ମୁମ୍ବାଇ: ଅଭିନେତ୍ରୀ କରୀନା କପୁର, ଅମିର ଖାନ୍‌ଙ୍କ ସହ ତାଙ୍କର ଆଗାମୀ ଫିଲ୍ମ ‘ଲାଲ୍‌ ସିଂହ ଚଢ଼ା’ର ପ୍ରମୋଶନରେ ବ୍ୟସ୍ତ ଅଛନ୍ତି। ନିକଟରେ ଏକ ସାକ୍ଷାତକାରରେ କରୀନା କହିଛନ୍ତି, ‘ସୀତା: ଦି ଇନ୍‌କରେନେଶନ’ ପାଇଁ ୧୨…
Read More...

ଆଇଏଏସ ସ୍ତରରେ ବଡ ଧରଣର ଅଦଳ ବଦଳ

ଭୁବନେଶ୍ୱର : ଆଜି ରାଜ୍ୟରେ ଆଇଏଏସ୍ ସ୍ତରରେ ବଡ଼ ଧରଣର ଅଦଳବଦଳ ହୋଇଛି । ବିଷ୍ଣୁପଦ ସେଠୀଙ୍କୁ ଉଚ୍ଚ ଶିକ୍ଷା ବିଭାଗର ପ୍ରମୁଖ ସଚିବ ଦାୟିତ୍ବ ମିଳିଛି । ଏଥିସହ ତାଙ୍କୁ ପରିବହନ ବିଭାଗର ପ୍ରମୁଖ ସଚିବ ଭାବେ ଅତିରିକ୍ତ…
Read More...

ଏହି ୧୦ଦିନ ଦେଶର ସମସ୍ତ ଐତିହ୍ୟ ସ୍ମାରକୀରେ ପ୍ରବେଶ ମାଗଣା

ନୂଆଦିଲ୍ଲୀ : ଦେଶର ଐତିହ୍ୟ ସ୍ମାରକୀଗୁଡିକରେ ଆସନ୍ତା ୧୦ ଦିନ ପାଇଁ ପ୍ରବେଶ ଶୁଳ୍କ ଆଦାୟ କରାଯିବ ନାହିଁ। ବୁଧବାର ଭାରତ ସରକାରଙ୍କ ଏହି ନିର୍ଦ୍ଦେଶନାମା ଜାରି କରାଯାଇଛି। ଆସନ୍ତା ଅଗଷ୍ଟ ୫ରୁ ଏହା କାର୍ଯ୍ୟକାରୀ…
Read More...

କୋହଲିଙ୍କ ରେକର୍ଡ ଭାଙ୍ଗିଲେ ରୋହିତ

ନୂଆଦିଲ୍ଲୀ : ଟିମ୍‌ ଇଣ୍ଡିଆ କ୍ୟାପ୍‌ଟେନ୍‌ ରୋହିତ ଶର୍ମା ମଙ୍ଗଳବାର ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ତୃତୀୟ ଟି୨୦ ମ୍ୟାଚ୍‌ରେ ବଡ ଉପଲବ୍ଧି ହାସଲ କରିଛନ୍ତି। ଏପରି କରି ସେ ପୂର୍ବ ଅଧିନାୟକ ବିରାଟ କୋହଲିଙ୍କ ରେକର୍ଡ…
Read More...

କାରଖାନାରୁ ଭୟଙ୍କର ଗ୍ୟାସ ଲିକ, ଆଉ ତାପରେ…

ଅମରାବତୀ: ବିଶାଖାପାଟଣା ନିକଟରେ ଥିବା ଏକ ପୋଷାକ ତିଆରି କାରଖାନାରେ ଗ୍ୟାସ୍ ଲିକ୍ ହୋଇଛି । ଗ୍ୟାସ୍ ଲିକ୍ ହେବାରୁ ଶତାଧିକ କର୍ମଚାରୀ ଅସୁସ୍ଥ ହୋଇଛନ୍ତି । ଅସୁସ୍ଥଙ୍କ ମଧ୍ୟରୁ ୫୦ରୁ ଅଧିକ ମହିଳା କର୍ମଚାରୀ…
Read More...

ନୂଆ ସରକାରୀ ଶିଳ୍ପ ତାଲିମ ପ୍ରତିଷ୍ଠାନ ନେଇ ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା

ସମ୍ବଲପୁର : ସମ୍ବଲପୁରର କୁଚିଣ୍ଡା ଓ ବଲାଙ୍ଗୀରର ପାଟଣାଗଡ ଠାରେ ଦୁଇଟି ନୂତନ ସରକାରୀ ଶିଳ୍ପ ତାଲିମ ପ୍ରତିଷ୍ଠାନ  ଖୋଲାଯିବ ବୋଲି  ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି । ଏହାଦ୍ୱାରା ଏହି ଜନଜାତି ବହୁଳ…
Read More...

ଆସନ୍ତା ୫ତାରିଖରୁ କାଚିବ ବର୍ଷା

ଭୁବନେଶ୍ୱର: ଦକ୍ଷିଣ ମୁହାଁ ମୌସୁମୀ ନିମ୍ନ ଚାପରେଖା । ଅଗଷ୍ଟ ୫ତାରିଖରୁ ରାଜ୍ୟରେ ବର୍ଷା ବଢିବ । ୫ତାରିଖରେ ୧୦ଜିଲ୍ଲାରେ ପ୍ରବଳ ବର୍ଷା ନେଇ ଚେତାବନୀ । ୬ ତାରିଖରେ ବର୍ଷାର ବିସ୍ତୃତି ଏବଂ ପରିମାଣ ବଢିବ । ୫…
Read More...

ମାତିଛନ୍ତି ସାଇବର ଲୁଟେରା, ଜୁଲାଇ ମାସରେ କେତେ ହୋଇଛି ଲୁଟ ଜାଣନ୍ତୁ

ଭୁବନେଶ୍ବର : ରାଜଧାନୀରେ ମାତିଛନ୍ତି ସାଇବର ଲୁଟେରା । ଜୁଲାଇ ମାସରେ ନେଇଗଲେ ମୋଟ ୧ କୋଟି ୩୮ ଲକ୍ଷ ଟଙ୍କା । କିନ୍ତୁ ରିଫଣ୍ଡ ହୋଇଛି ମାତ୍ର ୧୧ ଲକ୍ଷ ୩୯ ହଜାର ଟଙ୍କା । ବାକି ବ୍ଲକ ହୋଇଛି ୧୯ ଲକ୍ଷ ୯୮ ହଜାର…
Read More...