ଭୋଟ ଦେଲେ ନବୀନ ପଟ୍ଟନାୟକ

ଭୁବନେଶ୍ବର: ବିଧାନସଭାରେ ରାଷ୍ଟ୍ରପତି ନିର୍ବାଚନ ପାଇଁ ସୋମବାର ଭୋଟ୍ ଗ୍ରହଣ ଆରମ୍ଭ ହୋଇଛି। ଏନେଇ ଦିଲ୍ଲୀର ସଂସଦ ଭବନରୁ ଆରମ୍ଭ କରି ରାଜ୍ୟ ବିଧାନସଭା ପର୍ୟ୍ୟନ୍ତ ସବୁଠି ଭୋଟ୍ ଗ୍ରହଣ ଆରମ୍ଭ ହୋଇଛି।…
Read More...

ବ୍ରିଜ ତଳକୁ ଖସିଲା ବସ, ୧୨ ମୃତ

ଭୁବନେଶ୍ୱର : ମଧ୍ୟପ୍ରଦେଶ ଧର୍ ଜିଲ୍ଲାରେ ଏକ ବଡ ଧରଣର ଦୁର୍ଘଟଣା ଘଟିଛି । ୫୦ରୁ ଅଧିକ ଯାତ୍ରୀଙ୍କୁ ଆଣି ଆଜି ସକାଳୁ ବସଟି ଇନେ୍ଦାରରୁ ପୁନେ ଯାଉଥିଲା । ଖାଲଘାଟ୍ ସଞ୍ଜୟ ସେତୁ ଦେଇ ଯାଉଥିବାବେଳେ ଭାରସାମ୍ୟ ହରାଇ…
Read More...

ଚୁଡ଼ା-ମୁଢି ଉପରେ ଜିଏସଟି ହଟାଇବାକୁ ଦାବି କଲା କଂଗ୍ରେସ

ଭୁବନେଶ୍ଵର : ବିଧାନସଭାରେ ଶୂନ୍ୟକାଳରେ ଉଠିଲା ଚୁଡ଼ା-ମୁଢି ଉପରେ ଜିଏସଟି ଲାଗିବା ପ୍ରସଙ୍ଗ। ସକାଳ ହେଉକି ସଞ୍ଜ ଚୁଡ଼ା-ମୁଢି ଉପରେ ରାଜ୍ୟବାସୀ ନିର୍ଭର କରନ୍ତି। ତେଣୁ ଏହାକୁ ଗୁରୁତ୍ଵର ସହ ନେଇ ତୁରନ୍ତ ଜିଏସଟି…
Read More...

ଦ୍ରୌପଦୀ ମୁର୍ମୁଙ୍କୁ ଭୋଟ ଦେଲେ ମହମ୍ମଦ ମୋକିମ

ଭୁବନେଶ୍ୱର : ରାଷ୍ଟ୍ରପତି ନିର୍ବାଚନ ପାଇଁ ଆଜି ଭୋଟ ଗ୍ରହଣ ଚାଲିଛି  । ତେବେ କଂଗ୍ରେସ ବିଧାୟକ କ୍ରସ ଭୋଟିଂ କରିଥିବା ସୂଚନା ମିଳିଛି  । କଟକ ବାରବାଟୀ ବିଧାୟକ ମହମ୍ମଦ ମୁକିମଙ୍କୁ ଦ୍ରୌପଦୀ ମୁର୍ମୁଙ୍କୁ ଭୋଟ…
Read More...

ମୁହଁରେ ଚମକ ଆଣିବ ହଳଦୀ ଫେସପ୍ୟାକ

ହଳଦୀ ଆମ ସ୍ବାସ୍ଥ୍ୟ ଓ ସ୍କିନ୍‌ ଦୁଇଟି ପାଇଁ ବହୁ ଅଧିକ ଜରୁରୀ। ଏହାକୁ ଖାଇବା ଏବଂ ଫେସ୍‌ପ୍ୟାକ୍‌ ରୂପେ ବ୍ୟବହାର କରିବା ଦ୍ୱାରା ତ୍ୱଚା ସଫା, ଦାଗହୀନ ତ୍ୱଚା ଆପଣ ପାଇ ପାରିବେ। ଏହା ବ୍ୟତୀତ ହଳଦୀ ଫେସ୍‌ପ୍ୟାକ୍‌…
Read More...

କଟକ ଆସିବେ କେନ୍ଦ୍ରମନ୍ତ୍ରୀ ଅମିତ ଶାହ

କଟକ: କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ଆସନ୍ତା ଅଗଷ୍ଟ ୮ ତାରିଖରେ ଦୁଇ ଦିନିଆ ଗସ୍ତରେ କଟକ ଆସିବେ । ଜବାହରଲାଲ ନେହରୁ ଇନ୍‌ଡୋର ଷ୍ଟାଡିୟମରେ ଦୈନିକ ଖବର କାଗଜ ‘ପ୍ରଜାତନ୍ତ୍ର’ର ୭୫ତମ ପ୍ରତିଷ୍ଠା ଦିବସ…
Read More...

ଜିତିଲା ଭାରତ

ଲଣ୍ଡନ : ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଚାଲିଥିବା ତିନି ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜର ନିର୍ଣ୍ଣାୟକ ମ୍ୟାଚ ଆଜି ମାଞ୍ଚେଷ୍ଟରର ଓଲ୍ଡ ଟ୍ରାଫର୍ଡରେ ଖେଳାଯାଉଛି। ଏହି ମ୍ୟାଚ୍‌ରେ ଭାରତୀୟ ଅଧିନାୟକ ରୋହିତ ଶର୍ମା ଟସ…
Read More...

ପ୍ରକାଶ ପଇଲା ଆଇସିଏସ୍‌ଇ ଦଶମ ରେଜଲ୍ଟ

ନୂଆଦିଲ୍ଲୀ : କାଉନ୍‌ସିଲ ଫର୍‌ ଦି ଇଣ୍ଡିଆନ ସ୍କୁଲ ସାର୍ଟିଫିକେଟ୍‌ ଏକ୍‌ଜାମିନେଶନ(ସିଆଇଏସ୍‌ସିଇ) ଦ୍ୱାରା ପରିଚାଳିତ ଆଇସିଏସ୍‌ଇ ଦଶମ ପରୀକ୍ଷା ଫଳ ରବିବାର ପ୍ରକାଶ ପାଇଛି। ଏଥର ପାସ ହାର ରହିଛି ୯୯.୯୭ ପ୍ରତିଶତ।…
Read More...

ଗୋମୂତ୍ର ଲିଟର ପିଛା ୪ଟଙ୍କା

ରାୟପୁର : ଛତିଶଗଡ ଦେଶର ପ୍ରଥମ ରାଜ୍ୟ ହେବାକୁ ଯାଉଛି ଯେଉଁଠାରେ ମୁଖ୍ୟମନ୍ତ୍ରୀ ଭୁପେଶ ବଘେଲ ସରକାର ଗୋମୂତ୍ର କିଣିବାକୁ ଯାଉଛନ୍ତି। ଗୋମୂତ୍ର କିଣିବା ପାଇଁ ସରକାର ସମ୍ପୂର୍ଣ୍ଣ ବ୍ଲୁ ପ୍ରିଣ୍ଟ ପ୍ରସ୍ତୁତ କରିଛନ୍ତି।…
Read More...

ଆତଙ୍କବାଦୀ ଆକ୍ରମଣ: ଜଣେ ଯବାନ ଶହୀଦ

ପୁଲୱାମା : ଦକ୍ଷିଣ କଶ୍ମୀରର ପୁଲୱାମାରେ ସୁରକ୍ଷାବାହିନୀର ଏକ ଟିମ୍‌ ଉପରେ ଆତଙ୍କବାଦୀଙ୍କ ପକ୍ଷରୁ ଆକ୍ରମଣ କରାଯାଇଛି। ଏହି ଆକ୍ରମଣରେ ଜଣେ ସିଆରପିଏଫ୍‌ ଯବାନ ଶହୀଦ ହୋଇଛନ୍ତି। ସ୍ଥାନୀୟ ପୋଲିସ ଏବଂ ସିଆରପିଏଫ୍‌…
Read More...