ପୁଣି ଅଡୁଆରେ ରିୟା ଚକ୍ରବର୍ତ୍ତୀ

ମୁମ୍ବାଇ: ଅଡ଼ୁଆରେ ଫସିଲେ ଅଭିନେତ୍ରୀ ରିୟା ଚକ୍ରବର୍ତ୍ତୀ । ପରଲୋକଗତ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ଲାଗି ସେ ବେଆଇନ ସାମଗ୍ରୀ ଯୋଗାଇବା ସହ ସୁଶାନ୍ତଙ୍କୁ ଅତ୍ୟଧିକ ନିଶାସକ୍ତ କରାଇବା ଲାଗି ସେ ଚେଷ୍ଟା…
Read More...

ନୂଆ ଅଶୋକ ସ୍ତମ୍ଭକୁ ନେଇ ବିବାଦ

ନୂଆଦିଲ୍ଲୀ: ନୂଆ ସଂସଦ ଭବନରେ ଜାତୀୟ ଚିହ୍ନ ଆଶୋକ ସ୍ତମ୍ଭକୁ ନେଇ  ବିବାଦ ଆରମ୍ଭ ହୋଇଛି । ଅଶୋକ ସ୍ତମ୍ଭର ସିଂହର  ଆକୃତିକୁ ନେଇ ବିରୋଧି ଦଳମାନେ ଆପତ୍ତି ଉଠାଇଛନ୍ତି । ସେମାନେ ଅଭିଯୋଗ କରିଛନ୍ତି ଯେ ଏହି ସିଂହକୁ…
Read More...

କରୋନା ଚିନ୍ତା, ଖୋର୍ଦ୍ଧାରେ ସଂକ୍ରମଣ ବେଶି

ଭୁବନେଶ୍ୱର : ରାଜ୍ୟରେ ଉପରମୁହାଁ କରୋନା ଗ୍ରାଫ୍ । ପୁଣି ମାଡିଲାଣି ମହାମାରୀ । ରାଜ୍ୟରେ ସଂକ୍ରମିତଙ୍କ ସଂଖ୍ୟା ପୁଣି ବଢିବାରେ ଲାଗିଛି । ଯାହା ଚିନ୍ତାର କାରଣ ହୋଇଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୭୪୩ ଜଣ…
Read More...

ମର୍ଣ୍ଣିଂ ୱାକ୍‌ କରୁଥିବାବେଳେ ମହିଳାଙ୍କୁ ଏସିଡ ମାଡ଼

ଆଠଗଡ:କଟକ ଜିଲ୍ଲା ତିଗିରିଆ ଥାନା ନୂଆପାଟଣାରେ  ମର୍ଣ୍ଣିଂ ୱାକ୍‌ କରୁଥିବା ମହିଳାଙ୍କ ଉପରକୁ ହୋଇଛି ଏସିଡ ମାଡ଼ । ଏସିଡ ମାଡ଼ ଯୋଗୁ ମହିଳାଙ୍କ ଶରୀରର ୫୦% ପୋଡ଼ି ଯାଇଥିବା ବେଳେ ଗୁରୁତର ଅବସ୍ଥାରେ ତାଙ୍କୁ କଟକ ବଡ଼…
Read More...

ଏବର୍ଷ ଛାତ୍ର ସଂସଦ ନିର୍ବାଚନ ବନ୍ଦ

ଭୁବନେଶ୍ଵର : ଏବର୍ଷ ବି ହେବନି ଛାତ୍ର ସଂସଦ ନିର୍ବାଚନ। କଲେଜ ଓ ବିଶ୍ଵବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ହେବ ନାହିଁ କି କ୍ୟାମ୍ପସରେ ନେତା ବଛା ହେବେନି। ବରଂ ଯେଉଁଭଳି ପାଠପଢ଼ା ଚାଲିଛି ସେମିତି ଜାରି ରହିବ।…
Read More...

ନଦୀକୁ ଡେଇଁ ନାବାଳିକା ନିଖୋଜ

ଯାଜପୁର:   ନଦୀକୁ ଡେଇଁଲେ ନାବାଳିକା । ନାବାଳିକାଙ୍କ ପତ୍ତା ମିଳି ନ ଥିବା ବେଳେ ଖୋଜାଖୋଜି ଜାରି ରଖିଛନ୍ତି ଅଗ୍ନିଶମ କର୍ମଚାରୀ । ଏପରି ଅଭାବନୀୟ ଘଟଣା ଯାଜପୁର ଜିଲ୍ଲାରେ ଆଜି ଘଟିଛି। ନିଖୋଜ ନାବାଳିକାଜଣକ ହେଲେ…
Read More...

ମା’ ହେବେକି କ୍ୟାଟ୍ରିନା କୈଫ?

ବମ୍ବେ : ମା’ ହେବାକୁ ଯାଉଛନ୍ତି ଅଭିନେତ୍ରୀ କଟ୍ରିନା କୈଫ। କିଛି ଏଭଳି ଚର୍ଚ୍ଚା ଏବେ ବଲିଉଡ୍‌ର ଗଳିକନ୍ଦିରେ ହେବାକୁ ଲାଗିଛି। ସୋନମ କପୁର ଏବଂ ଆଲିଆ ଭଟ୍ଟଙ୍କ ପରେ ସେ ଖୁବ୍‌ଶୀଘ୍ର ପ୍ରଶଂସକଙ୍କ ସହ ଖୁସିଖବର…
Read More...

ଦ୍ରୌପଦୀ ମୁର୍ମୁଙ୍କୁ ସମର୍ଥନ କରିବେ ଉଦ୍ଧବ ଠାକରେ

ମୁମ୍ବାଇ : ରାଷ୍ଟ୍ରପତି ନିର୍ବାଚନରେ ଏନ୍‌ଡିଏ ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କୁ ସମର୍ଥନ କରିବାକୁ ଉଦ୍ଧବ ଠାକରେ ନିଷ୍ପତ୍ତି ନେଇଛନ୍ତି। ମଙ୍ଗଳବାର ଏନେଇ ଉଦ୍ଧବ ଠାକରେ ଘୋଷଣା କରିଛନ୍ତି। ରାଷ୍ଟ୍ରପତି ନିର୍ବାଚନରେ…
Read More...

ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର, ଜାଣନ୍ତୁ କ’ଣ

ଭୁବନେଶ୍ୱର : ରାଜ୍ୟ ସରକାର ସପ୍ତମ ବେତନ କମିଶନ ସୁପାରିଶ ଭିତ୍ତିରେ ସରକାରୀ କର୍ମଚାରୀଙ୍କ ପାଇଁ ଗୃହ ନିର୍ମାଣ ଋଣ ସହାୟତା ରାଶିକୁ ୨୫ ଲକ୍ଷ ଟଙ୍କାରୁ ୪୦ ଲକ୍ଷ ଟଙ୍କାକୁ ବୃଦ୍ଧି କରିଛନ୍ତି। ସୁଧ ହାର ପରିମାଣ…
Read More...

ତାତିରେ ଜଳିବ ବ୍ରିଟେନ

ଲଣ୍ଡନ : ଇଂଲଣ୍ଡ ଏବଂ ଓ୍ବେଲ୍ସରେ ତାପମାତ୍ରା ୩୦ ଡିଗ୍ରୀ ସେଲସିୟସ୍‌ରୁ ଅଧିକ ହେବ ବୋଲି ବ୍ରିଟେନ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ପାଣିପାଗ ବିଭାଗର ଡେପୁଟି ମୁଖ୍ୟ ପାଣିପାଗ ବିଶେଷଜ୍ଞ…
Read More...