ଆହୁରି ତିନି ଦିନ ଶୀତ !

ଭୁବନେଶ୍ୱର : ଆସନ୍ତା ୩ ଦିନ ଯାଏଁ ରାଜ୍ୟର କିଛି ସ୍ଥାନରେ ରାତି ତାପମାତ୍ରା ସ୍ୱାଭାବିକ ଠାରୁ ୩ରୁ ୪ ଡିଗ୍ରୀ ତଳକୁ ଖସିପାରେ । ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ସୋମବାର…
Read More...

ସ୍ବର୍ଗତଃ ଜାନକୀବଲ୍ଲଭ ପଟ୍ଟନାୟକଙ୍କ ୯୫ତମ ଜନ୍ମ ଜୟନ୍ତୀ ରାମେଶ୍ବର ଠାରେ ପାଳିତ

ଖୋର୍ଦ୍ଧା (ରାକେଶ କୁମାର ଜଗଦେବ) : ଆସାମର ପୂର୍ବତନ ରାଜ୍ୟପାଳ ତଥା ଓଡ଼ିଶାର ପୂର୍ବତନ ମୂଖ୍ୟମନ୍ତ୍ରୀ ସ୍ବର୍ଗତଃ ଜାନକୀବଲ୍ଲଭ ପଟ୍ଟନାୟକଙ୍କ ୯୫ତମ ଜନ୍ମ ଜୟନ୍ତୀ ନିଜର ଜନ୍ମ ମାଟି ରାମେଶ୍ୱର ଠାରେ ଜାନକୀବଲ୍ଲଭ…
Read More...

କ୍ରୋମ୍ ବ୍ୟବହାରକାରୀ ସାବଧାନ !!

ଯଦି ଆପଣ ଆପଣଙ୍କର ଲଗଇନ୍ ID ଏବଂ ପାସୱାର୍ଡକୁ ଗୁଗୁଲ୍ କ୍ରୋମ୍ ରେ ସେଭ୍ କରନ୍ତି, ତେବେ ସାବଧାନ ରୁହନ୍ତୁ | ଏହା କରିବା ଦ୍ୱାରା ଆପଣ ଅନେକ ସମସ୍ୟାର ସମ୍ମୁଖୀନ ହୋଇପାରନ୍ତି | ଆଜିର ଡିଜିଟାଲ ଯୁଗରେ, ପ୍ରତ୍ୟେକ…
Read More...

କନିଷ୍ଠ ଶିକ୍ଷକଙ୍କ ଦରମାରେ ୫୦ ପ୍ରତିଶତ ବୃଦ୍ଧି କଲେ ରାଜ୍ୟ ସରକାର

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ପ୍ରାଥମିକ ବିଦ୍ୟାଳୟ ଗୁଡିକରେ ଶିକ୍ଷାଦାନରେ ନିୟୋଜିତ କନିଷ୍ଠ ଶିକ୍ଷକ ମାନଙ୍କ ଦରମା ବୃଦ୍ଧି କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି । ଏହି ନିଷ୍ପତ୍ତି ଅନୁଯାୟୀ…
Read More...

ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ କଂଗ୍ରେସ ପ୍ରତିଷ୍ଠା ଦିବସ ପାଳିତ

ଭୁବନେଶ୍ୱର - ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ କଂଗ୍ରେସ ଭବନ, ଭୁବନେଶ୍ୱର ଠାରେ ଭାରତୀୟ ଜାତୀୟ କଂଗ୍ରେସର ୧୩୭ ତମ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି । ଏହି ଉପଲକ୍ଷେ ସକାଳେ ପ୍ରଦେଶ କଂଗ୍ରେସ କମିଟି ସଭାପତି…
Read More...

ଅଜଣା ଗାଡି ଧକ୍କା ରେ ଦୁଇ ବାଇକ୍ ଆରୋହୀଙ୍କ ମୃତ୍ୟୁ

ସୁନ୍ଦରଗଡ ,ବଣେଇ(ସନ୍ତୋଷ କୁମାର ଅଟୀ) : ଗତକାଲି ସନ୍ଧ୍ୟାରେ ନରେନ୍ଦ୍ର-ବଣାଇଁ ପୂର୍ତ୍ତ ବିଭାଗ ରାସ୍ତାର ବର୍ଡ଼ାବାହାଳ ନିକଟରେ ଅଜଣା ଗାଡି ଧକ୍କାରେ ଦୁଇ ବାଇକ୍ ଆରୋହୀଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି l କୌଣସି…
Read More...

ଟ୍ରେନ୍ ଧକ୍କାରେ ଜଣେ ବୃଦ୍ଧଙ୍କ ମୃତ୍ୟୁ

ଖୋର୍ଦ୍ଧା (ରାକେଶ କୁମାର ଜଗଦେବ) : କାଳୁପଡାଘାଟ ରେଲୱେ ଟ୍ରାକ୍ ଉପରେ ଏକ ଅଭାବନୀୟ ଘଟଣା ଘଟିଯାଇଛି । ଖୋର୍ଦ୍ଧା ଜିଲ୍ଲା ଟାଙ୍ଗୀ ଥାନା ଅନ୍ତର୍ଗତ କାଳୁପଡାଘାଟ ରେଲୱେ ଟ୍ରାକ୍ ଅତିକ୍ରମ କରୁଥିବା ବେଳେ ଏକ…
Read More...

ମହିଳାଙ୍କ ଠାରୁ ଲକ୍ଷାଧିକ ଟଙ୍କାର ଧଳାଜହର ଜବତ

ଜଟଣୀ(ସଞ୍ଜୀବ କୁମାର) : ଜଟଣୀ କୁଦିଆରୀ ଅଂଚଳରେ ବେଧଡକ ନିଶା ବ୍ୟବସାୟ ସମୟରେ ଖୋର୍ଦ୍ଧା ଅବକାରୀ ବିଭାଗ ପକ୍ଷରୁ ଜଣେ ମହିଳା ବ୍ୟବସାୟୀଙ୍କ ଠାରୁ ଲକ୍ଷାଧୀକ ଟଙ୍କାର ବ୍ରାଉନସୁଗର ଜବତ କରାଯାଇଛି । ନିଶା ବେପାରର ହବ…
Read More...

ଓବିସି ସଂରକ୍ଷଣ ପ୍ରସଙ୍ଗରେ କଂଗ୍ରେସର ସାମ୍ବାଦିକ ସମ୍ମିଳନୀ

ଭୁବନେଶ୍ୱର - ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ତରଫରୁ ପଛୁଆବର୍ଗ ସଂରକ୍ଷଣ ସଂକ୍ରାନ୍ତରେ ସାମ୍ବାଦିକ ସମ୍ମିଳନୀରେ ଉଦ୍‌ବୋଧନ ଦେଇ ମିଡ଼ିଆ ଅଧ୍ୟକ୍ଷ ଗଣେଶ୍ୱର ବେହେରା ସ୍ପଷ୍ଟ ଭାବରେ କହିଛନ୍ତି ଯେ ଓବିସି ମାନଙ୍କ ପାଇଁ…
Read More...

ବାତ୍ୟା ଜୱାଦ କ୍ଷତିଗ୍ରସ୍ତଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ୫୦୭ କୋଟି ଟଙ୍କାର ସ୍ବତନ୍ତ୍ର ପ୍ୟାକେଜ ଘୋଷଣା

ଭୁବନେଶ୍ୱର : ଚଳିତ ଡିସେମ୍ବର ୪ ଓ ୫ ତାରିଖ ଦୁଇ ଦିନ ଧରି ସଂଗଠିତ ହୋଇଥିବା ବାତ୍ୟା ଜୱାଦ ଦ୍ବାରା କ୍ଷତିଗ୍ରସ୍ତ ଚାଷୀ ମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ୫୦୭ କୋଟି ଟଙ୍କାର ସ୍ବତନ୍ତ୍ର ସହାୟତା…
Read More...