ରାଜ୍ୟରେ ଆଜି ପୁଣି ୧୪୬ ପଜିଟିଭ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ ୩୫
ଭୁବନେଶ୍ୱର : ରାଜ୍ୟରେ କରୋନା ଗ୍ରାଫ ଉପରମୁହାଁ ହେବାରେ ଲାଗିଛି । ମାସକ ପରେ ରାଜ୍ୟରେ ପୁଣି ୧୦୦ ପାର୍ ହେଉଛି କରୋନା ସଂକ୍ରମିତଙ୍କ ସଂଖ୍ୟା। ଗତ ୨୪ ଘଣ୍ଟାରେ ୧୪୬ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ…
Read More...
Read More...