ଜୁଲାଇ ୨ରୁ ବିଧାନସଭା ମୌସୁମୀ ଅଧିବେଶନ ଆରମ୍ଭ

ଭୁବନେଶ୍ୱର: ଜୁଲାଇରେ ୨ରୁ ଆରମ୍ଭ ହେବାକୁ ଯାଉଛି ବିଧାନସଭା ମୌସୁମୀ ଅଧିବେଶନ । ମୌସୁମୀ ଅଧିବେଶନ ନେଇ ପ୍ରକାଶ ପାଇଛି ବିଜ୍ଞପ୍ତି । ଚଳିତ ବର୍ଷ ମୌସୁମୀ ଅଧିବେଶନରେ ରହିଛି ୨୪ଟି କାର୍ୟ୍ୟ ଦିବସ ।

ଅଗଷ୍ଟ ୪ ପର୍ୟ୍ୟନ୍ତ ଚାଲିବ ମୌସୁମୀ ଅଧିବେଶନ । ୨ ତାରିଖରେ ଆଗତ ହେବ ପୂର୍ଣ୍ଣାଙ୍ଗ ବଜେଟ । ୨୦୨୨-୨୩ ଆର୍ଥିକ ବର୍ଷର ବଜେଟ ଆଗତ ହେବ ।

ବିଧାନସଭାରେ ବଜେଟ ଆଗତ କରିବେ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ।

Comments are closed.