Browsing Category

ଦେଶ – ବିଦେଶ

ପ୍ରକାଶ ପାଇଲା ନିଟ୍‌ ପିଜି ଫଳାଫଳ

ନେସନାଲ ବୋର୍ଡ ଅଫ ଏକ୍‌ଜାମିନେସନ୍‌ସ ଇନ ମେଡିକାଲ ସାଇନ୍‌ସେସ୍‌ (ଏନବିଇଏମଏସ) ପକ୍ଷରୁ ଜାତୀୟ ଯୋଗ୍ୟତା ପ୍ରବେଶିକା ପରୀକ୍ଷା(ନିଟ୍‌) ପିଜି (ସ୍ନାତକୋତ୍ତର) ଫଳାଫଳ ଶନିବାର ପ୍ରକାଶ ପାଇଛି। ବୋର୍ଡର ଓ୍ବେବସାଇଟ…
Read More...

ସନ୍ନ୍ୟାସ ନେଲେ ଭାରତୀୟ କ୍ରିକେଟ୍‌ ଟିମ୍‌ର ଗବ୍ବର୍‌ ତଥା ଷ୍ଟାର ଓପନର୍‌ ଶିଖର ଧଓ୍ୱନ

ସନ୍ନ୍ୟାସ ନେଲେ ଭାରତୀୟ କ୍ରିକେଟ୍‌ ଟିମ୍‌ର ଗବ୍ବର୍‌ ତଥା ଷ୍ଟାର ଓପନର୍‌ ଶିଖର ଧଓ୍ୱନ। ୧୪ ବର୍ଷର କ୍ରିକେଟ ଯାତ୍ରାରେ ଲାଗିଲା ଫୁଲ୍‌ଷ୍ଟପ୍‌। ସେ କ୍ରିକେଟର ସମସ୍ତ ଫର୍ମାଟରୁ ସନ୍ନ୍ୟାସ ନେଇଥିବା ଘୋଷଣା କରିଛନ୍ତି।…
Read More...

ମୋଦିଙ୍କ ଆଗରେ ଏମିତି ପ୍ରସ୍ତାବ ରଖିଦେଲେ ଜେଲେନସ୍କି, ଯାହା କରିବା ସମ୍ଭବ ନୁହେଁ

ୟୁକ୍ରେନ ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି ଶୁକ୍ରବାର ଦ୍ୱିତୀୟ ୟୁକ୍ରେନ ଶାନ୍ତି ସମ୍ମିଳନୀ ଆୟୋଜନ କରିବାକୁ ଭାରତକୁ ପ୍ରସ୍ତାବ ଦେଇଛନ୍ତି। ଜେଲେନସ୍କି କହିଛନ୍ତି, ସେ ତାଙ୍କ ଧାରଣାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର…
Read More...

ନିର୍ବାଚନ ଘୋଷଣା ହେଉ ହେଉ ଜମ୍ମୁ କଶ୍ମୀରରେ ହାଇ ଆଲର୍ଟ

ଜମ୍ମୁ କଶ୍ମୀରରେ ବହୁତ ଶୀଘ୍ର ନିର୍ବାଚନ ହେବାକୁ ଯାଉଛି। ଏହାରି ଭିତରେ ଶୁଣିବାକୁ ମିଳୁଛି ଯେ, ଆତଙ୍କବାଦୀ ଜମ୍ମୁର ପୋଲିସ ଷ୍ଟେଶନ, କିଛି ସୁରକ୍ଷା ସ୍ଥଳୀ ଉପରେ ଆକ୍ରମଣ କରିବାକୁ ଯାଉଛନ୍ତି। ସିକ୍ରେଟ ଇନପୁଟଙ୍କୁ…
Read More...

ବାତିଲ ହେବ ହସିନାଙ୍କ କୂଟନୀତିକ ପାସପୋର୍ଟ

ଢାକା : ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହସିନାଙ୍କ ସମେତ ଆୱାମୀ ଲିଗ୍‌ର ଏକାଧିକ ପୂର୍ବତନ ମନ୍ତ୍ରୀ, ସାଂସଦଙ୍କ କୂଟନୀତିକ ପାସପୋର୍ଟ ବାତିଲ କରିବାକୁ ବାଂଲାଦେଶର ଅନ୍ତରୀଣ ସରକାର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି।…
Read More...

ଆଜି ୟୁକ୍ରେନ୍ ରାଷ୍ଟ୍ରପତି ଜେଲେନସ୍କିଙ୍କୁ ଭେଟିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

ୟୁକ୍ରେନ୍ ଅଭିମୁଖେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଯୁଦ୍ଧ ପରେ ପ୍ରଥମ ଗସ୍ତରେ ଯାଇ ରାଷ୍ଟ୍ରପତି ଜେଲେନସ୍କି ଙ୍କ ସହ ଯୁଦ୍ଧ ଓ ଅନ୍ୟାନ୍ୟ ପ୍ରସଙ୍ଗରେ ଆଲୋଚନା କରିବେ। ୟୁକ୍ରେନ ଗସ୍ତ ପୂର୍ବରୁ ମୋଦୀ କହିଛନ୍ତି ଯେ…
Read More...

କେଜରିୱାଲ୍‌ ମଦ ଦୁର୍ନୀତିର ମାଷ୍ଟରମାଇଣ୍ଡ୍‌, ସୁପ୍ରିମ୍‌କୋର୍ଟରେ ସିବିଆଇର ଚାଞ୍ଚଲ୍ୟକର ତଥ୍ୟ

ବହୁ ଚର୍ଚ୍ଚିତ ଦିଲ୍ଲୀ ମଦ ଦୁର୍ନୀତି ମାମଲାରେ ସୁପ୍ରିମ୍‌କୋର୍ଟରେ ଚଞ୍ଚଲ୍ୟକର ତଥ୍ୟ ରଖିଛି ଜାତୀୟ ତଦନ୍ତକାରୀ ସଂସ୍ଥା ସିବିଆଇ । ସୁପ୍ରିମ୍‌କୋର୍ଟରେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ୍‌ଙ୍କ ଜାମିନ୍‌ ଆବେଦନ…
Read More...

କୋଲକାତା ଅପରାଧ ଅଭିଯୁକ୍ତର ପଶୁ ପରି ଗୁଣ, ସାମାନ୍ୟ ଅନୁତାପ ବି ନାହିଁ: ସିବିଆଇ ଅଧିକାରୀ

କୋଲକାତା ଦୁଷ୍କର୍ମ-ହତ୍ୟା ମାମଲାରେ ମୁଖ୍ୟ ଅଭିଯୁକ୍ତ ସଞ୍ଜୟ ରୟଙ୍କ ସଂପର୍କରେ ଏକ ଗୁରୁତର କଥା ଜଣାପଡ଼ିଛି। ଜାଣିବାକୁ ମିଳିଛି ଯେ ସେ ଅଶ୍ଳୀଳତା ସହ ଜଡିତ ଥିଲେ, ତାଙ୍କର ପଶୁ ପରି ପ୍ରବୃତ୍ତି ଥିଲା। ଦୁଷ୍କର୍ମ ପରି…
Read More...

ଆଜି ପୁଣି ଖୋଲିବ ଶ୍ରୀମନ୍ଦିର ରତ୍ନଭଣ୍ଡାର, ଦିନ ଗୋଟାଏରୁ ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

ଆଜି ପୁଣିଥରେ ଖୋଲିବ ଶ୍ରୀମନ୍ଦିର ରତ୍ନଭଣ୍ଡାର । ରତ୍ନଭଣ୍ଡାରରେ ଥିବା ଖାଲି ଆଲମିରା, ସିନ୍ଦୁକଗୁଡ଼ିକୁ ସ୍ଥାନାନ୍ତରଣ କରାଯିବ । ଏହାକୁ ନେଇ ଶ୍ରୀମନ୍ଦିର ପରିସରରେ ଥିବା ନୀଳାଦ୍ରିବିହାର ମ୍ୟୁଜିୟମ୍ ନିକଟ ଗୃହରେ…
Read More...

ବସ୍‌ ଦୁର୍ଘଟଣାରେ ୨୮ ପାକିସ୍ତାନ ତୀର୍ଥଯାତ୍ରୀ ମୃତ

ଇରାନରେ ଏକ ବସ୍‌ ଦୁର୍ଘଟଣାରେ ୨୮ଜଣ ପାକିସ୍ତାନୀ ତୀର୍ଥଯାତ୍ରୀଙ୍କର ମୃତ୍ୟୁ ହୋଇଛି। ପାକିସ୍ତାନର ସିହା ତୀର୍ଥଯାତ୍ରୀଙ୍କୁ ନେଇ ବସ୍‌ଟି ଇରାକର ଆରବାଇନ ଅଭିମୁଖେ ଯାଉଥିବାବେଳେ ମଙ୍ଗଳବାର ବିଳମ୍ବିତ ରାତିରେ ଇରାନର…
Read More...