Browsing Category

ଦେଶ – ବିଦେଶ

ମଦ ଦୁର୍ନୀତି ମାମଲାରେ ୩ଦିନିଆ ସିବିଆଇ ରିମାଣ୍ଡରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ,କେଜ୍ରିୱାଲଙ୍କୁ ପ୍ରତିଦିନ ଅଧଘଣ୍ଟାଏ…

ମଦ ନୀତି ଦୁର୍ନୀତି ମାମଲାରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କୁ ୩ ଦିନିଆ ରିମାଣ୍ଡରେ ନେଇଛି ସିବିଆଇ। ସିବିଆଇ କେଜରିୱାଲଙ୍କୁ ଟ୍ରାଏଲ କୋର୍ଟରେ ହାଜର କରାଇ ୫ ଦିନିଆ ରିମାଣ୍ଡ ମାଗିଥିଲା। ଏହା ଉପରେ…
Read More...

ସାମ୍‌ ପିଟ୍ରୋଡାଙ୍କୁ ନେଇ ସତ ହେଲା ମୋଦିଙ୍କ ଭବିଷ୍ୟବାଣୀ

କଂଗ୍ରେସ ରାଷ୍ଟ୍ରୀୟ ଅଧ୍ୟକ୍ଷ ମଲ୍ଲିକାର୍ଜ୍ଜୁନ ଖାର୍ଗେ ସାମ୍‌ ପିଟ୍ରୋଡାଙ୍କୁ ପୁଣି ଥରେ କଂଗ୍ରେସର ଓଭରସିଜ୍‌ ଅଧ୍ୟକ୍ଷ ନିଯୁକ୍ତ ଦେଇଛନ୍ତି। ଲୋକ ସଭା ନିର୍ବାଚନ ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ…
Read More...

ସଂସଦର ମିଳିତ ଅଧିବେଶନକୁ ସମ୍ବୋଧନ କରିବେ ମାଡାମ ପ୍ରେସିଡେଣ୍ଟ

ସଂସଦର ମିଳିତ ଅଧିବେଶନକୁ ଗୁରୁବାର ସମ୍ବୋଧିତ କରିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଅଷ୍ଟାଦଶ ଲୋକ ସଭା ଏବଂ ୨୬୪ ତମ ରାଜ୍ୟ ସଭାର ମିଳିତ ଅଧିବେଶନରେ ଉଦବୋଧନ ରଖିବେ ରାଷ୍ଟ୍ରପତି। ନିଜର ଉଦବୋଧନ ବେଳେ ନୂଆ ସରକାରର…
Read More...

ବରିଷ୍ଠ ଭାଜପା ନେତା ଲାଲକୃଷ୍ଣ ଆଡଭାନୀଙ୍କ ବିଗିଡିଲା ସ୍ବାସ୍ଥ୍ୟବସ୍ଥା

ଭେଟେରାନ ଭାଜପା ନେତା ଲାଲ କୃଷ୍ଣ ଆଡଭାନୀ ଅସୁସ୍ଥ। ଅସୁସ୍ଥତା ହେତୁ ତାଙ୍କୁ ୨୬ ଜୁନ ରାତିରେ ଦିଲ୍ଲୀର AIIMS ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ବର୍ତ୍ତମାନ ତାଙ୍କ ଅବସ୍ଥା ସ୍ଥିର ଥିବା ଡାକ୍ତର କହିଛନ୍ତି।…
Read More...

ଜେଲରେ ମୁଖ୍ୟମନ୍ତ୍ରୀଙ୍କୁ ଗିରଫ କଲା ସିବିଆଇ

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିୱାଲଙ୍କୁ ଆଉ ଏକ ବଡ଼ ଝଟକା ଲାଗିଛି। ବୁଧବାର ମଦ ଦୁର୍ନୀତି ମାମଲାରେ ସିବିଆଇ ତାଙ୍କୁ ବିଧିବଦ୍ଧ ଭାବେ ଗିରଫ କରିଛି। ଅବକାରୀ ନୀତି ଦୁର୍ନୀତିରେ ଅର୍ଥ ହେରଫେର୍‌…
Read More...

ଐତିହାସିକ ମୁହୂର୍ତ୍ତ, ହାତ ମିଳାଇଲେ ମୋଦି-ରାହୁଲ, ଭାଇରାଲ ହେଉଛି ଭିଡିଓ

୧୮ତମ ଲୋକ ସଭାର ବାଚସ୍ପତି ଭାବରେ ଓମ ବିର୍ଲା ନିର୍ବାଚିତ ହୋଇଛନ୍ତି। ବାଚସ୍ପତି ଭାବରେ ନିର୍ବାଚିତ ହେବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବାଚସ୍ପତି ଓମ ବିର୍ଲାଙ୍କ ଆସନ ପାଖକୁ ଆସି ତାଙ୍କୁ ଅଭିନନ୍ଦନ…
Read More...

ପୁଣି ଲୋକ ସଭା ବାଚସ୍ପତି ହେଲେ ଓମ ବିର୍ଲା।

ପୁଣି ଲୋକ ସଭା ବାଚସ୍ପତି ହେଲେ ଓମ ବିର୍ଲା। ବାଚନିକ ଭୋଟରେ ଇଣ୍ଡିଆ ମେଣ୍ଟ ପ୍ରାର୍ଥୀ କେ. ସୁରେଶଙ୍କୁ ହରାଇ ୧୮ ତମ ବାଚସ୍ପତି ଭାବେ ଓମ ବିର୍ଲା ନିର୍ବାଚିତ ହୋଇଛନ୍ତି। ଧ୍ୱନୀ ମତରେ ଏହି ନିଷ୍ପତ୍ତି ନିଆଯାଇଛି।…
Read More...

ହାତରେ ସମ୍ବିଧାନ ଧରି ଶପଥ ନେଲେ ରାହୁଲ, ଭାଜପା ଏମପି କହିଲେ ‘ଜୟ ଶ୍ରୀରାମ’

ମଙ୍ଗଳବାର ଉତ୍ତରପ୍ରଦେଶ ରାଏବରେଲିର କଂଗ୍ରେସ ନେତା ତଥା ଏମପି ରାହୁଲ ଗାନ୍ଧୀ ସଂସଦର ସଦସ୍ୟତା ଗ୍ରହଣ କରିଛନ୍ତି। ଏହି ସମୟରେ ରାହୁଲ ଗାନ୍ଧୀ ସମ୍ବିଧାନର ଏକ ନକଲ ସହିତ ଶପଥ ଗ୍ରହଣ କରିବାକୁ ଆସିଥିଲେ। ଶପଥ ଗ୍ରହଣ…
Read More...

ସୃଷ୍ଟି ହେଲା ଘୂର୍ଣ୍ଣିବଳୟ, ୫ ଦିନ ଯାଏ ଲାଗି ରହିବ ବର୍ଷା

ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଫଳରେ ଆଗାମୀ ୫ ଦିନ ଯାଏ ରାଜ୍ୟରେ ବର୍ଷା ଲାଗି ରହିବ । ବିଜୁଳି ଘଡ଼ଘଡ଼ି ସହିତ ୩୦ ରୁ ୪୦ କିମି ବେଗରେ ପବନ ବହିବାର ଅନୁମାନ କରାଯାଉଛି ।…
Read More...

ଇତିହାସରେ ପ୍ରଥମଥର: ବାଚସ୍ପତି ପଦ ପାଇଁ ହେବ ନିର୍ବାଚନ

ଲୋକ ସଭା ବାଚସ୍ପତି ପଦକୁ ନେଇ ସହମତ ହୋଇ ନ ପାରିବା ପରେ ବିରୋଧୀଦଳ ଏହାର ପ୍ରାର୍ଥୀ ଘୋଷଣା କରିଛନ୍ତି। କେ ସୁରେଶ ବିରୋଧୀ ଦଳର ବାଚସ୍ପତି ପଦ ପାଇଁ ପ୍ରାର୍ଥୀ ହୋଇଛନ୍ତି। ଅନ୍ୟପକ୍ଷରେ ଓମ ବିର୍ଲା ଏନଡିଏ ପକ୍ଷରୁ ଲୋକ…
Read More...