Browsing Category

ଦେଶ – ବିଦେଶ

ପୁଣି ଘୁଞ୍ଚିଲା ‘ଏମରଜେନ୍ସି’ର ରିଲିଜ୍‌ ଡେଟ୍‌

ମୁମ୍ବାଇ:ଚଳିତ ଲୋକ ସଭା ନିର୍ବାଚନରେ ବଲିଉଡ୍‌ ଅଭିନେତ୍ରୀ କଙ୍ଗନା ରାଣାୱତ ହିମାଚଳ ପ୍ରଦେଶର ମଣ୍ଡି ଲୋକ ସଭା ଆସନରୁ ଭାଜପା ପ୍ରାର୍ଥୀ ଭାବେ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି। ଆସନ୍ତା ମାସ ୧ରେ ମଣ୍ଡି ଆସନରେ ମତଦାନ…
Read More...

ପୁଣି ବଢ଼ିଲା କେଜ୍ରିୱାଲଙ୍କ ଅଡ଼ୁଆ

ଅନ୍ତରୀଣ ଜାମିନରେ ଥିବା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କ ବିରୁଦ୍ଧରେ ସୁପ୍ରିମକୋର୍ଟରେ ଦ୍ୱାରସ୍ଥ ହୋଇଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ED)। ନିର୍ବାଚନ ପ୍ରଚାର ସମୟରେ କେଜ୍ରିୱାଲ ଦେଇଥିବା ବକ୍ତବ୍ୟକୁ…
Read More...

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିପକ୍ଷରେ ନାମାଙ୍କନ ଭରିଥିବା ହାସ୍ୟ ଅଭିନେତା ଶ୍ୟାମ ରଙ୍ଗୀଲା

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିପକ୍ଷରେ ନାମାଙ୍କନ ଭରିଥିବା ହାସ୍ୟ ଅଭିନେତା ଶ୍ୟାମ ରଙ୍ଗୀଲାଙ୍କ ପ୍ରାର୍ଥିତ୍ୱ ଖାରଜ। ନିର୍ବାଚନ ଆୟୋଗଙ୍କ ପକ୍ଷରୁ ତାଙ୍କ ପ୍ରାର୍ଥିପତ୍ର ଖାରଜ କରି ଦିଆଯାଇଛି। ଏନେଇ ଶ୍ୟାମ…
Read More...

ସ୍ଲୋବାକିଆ ପ୍ରଧାନମନ୍ତ୍ରୀ ରୋବର୍ଟ ଫିକୋଙ୍କ ଆଶୁ ଆରୋଗ୍ୟ କାମନା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସ୍ଲୋବାକିଆ ପ୍ରଧାନମନ୍ତ୍ରୀ ରୋବର୍ଟ ଫିକୋଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି। ଗତକାଲି ଫିକୋଙ୍କ ଉପରକୁ ଗୁଳିମାଡ଼ ହୋଇଥିଲା। ଏହି ଘଟଣାକୁ ପ୍ରଧାନମନ୍ତ୍ରୀ ମୋଦି ନିନ୍ଦା କରିବା ସହ…
Read More...

ଆଜି ବାରାଣସୀରୁ ଲୋକସଭା ନିର୍ବାଚନ ପାଇଁ ନାମାଙ୍କନପତ୍ର ଦାଖଲ କରିବେ ମୋଦି

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ବାରାଣସୀରୁ ଲୋକ ସଭା ନିର୍ବାଚନ ପାଇଁ ନାମାଙ୍କନପତ୍ର ଦାଖଲ କରିବେ। ନାମାଙ୍କନ ପୂର୍ବରୁ ପ୍ରଧାନମନ୍ତ୍ରୀ ମୋଦି ଟୁଇଟ୍‌ କରି ଏକ ଭିଡିଓ ଶେୟାର କରିଛନ୍ତି। ପ୍ରଧାନମନ୍ତ୍ରୀ…
Read More...

ଭାରତ ଇରାନ ମଧ୍ୟରେ ଚାବାହାର ଚୁକ୍ତିକୁ ନେଇ ରାଗିଲା ଆମେରିକା, ଦେଲା ଏମିତି ଧମକ

ଇରାନର ଚାବାହାର ବନ୍ଦର ଚଳାଇବା ପାଇଁ ଭାରତ ୧୦ବର୍ଷର ଚୁକ୍ତିନାମା ସ୍ବାକ୍ଷର କରିବା ପରେ ଆମେରିକା ରାଗି ଯାଇଛି। ଆମେରିକା କହିଛି ଯେ ଇରାନ ସହ ବାଣିଜ୍ୟ ଚୁକ୍ତି କରିବାକୁ ଯାଉଥିବା ଦେଶ ଉପରେ କଟକଣା ଲାଗୁ…
Read More...

ଆକ୍ସନ ମୁଡକୁ ଏୟାର ଇଣ୍ଡିଆ, କର୍ମଚାରୀଙ୍କ ଉପରେ ନେଲା ବଡ ନିଷ୍ପତ୍ତି

ଆକ୍ସନ ମୁଡକୁ ଚାଲି ଆସିଛି ଏୟାର ଇଣ୍ଡିଆ। ପ୍ରାୟ ୩ଶହ କର୍ମଚାରୀ ଛୁଟିରେ ଚାଲିଯିବା ହେତୁ ଘୋର ଅସୁବିଧାର ସମ୍ମୁଖୀନ ହେଉଥିବା ଏୟାର ଇଣ୍ଡିଆ କର୍ତ୍ତୃପକ୍ଷ ନେଇଛନ୍ତି କଠୋର ପଦକ୍ଷେପ । ଛୁଟିରେ ଯାଇଥିବା ୩ଶହ…
Read More...

୧୪ ଆସନରେ ପ୍ରାର୍ଥୀ ବଦଳାଇଲା ବି

୨୦୨୪ ଲୋକ ସଭା ନିର୍ବାଚନ ମଧ୍ୟରେ ଉତ୍ତରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ମାୟାବତୀ ଏକ ବଡ ପଦକ୍ଷେପ ନେଇଛନ୍ତି। ସେ ବହୁଜନ ସମାଜ ପାର୍ଟି (ବିଏସପି) ର ପ୍ରାର୍ଥୀଙ୍କୁ ଗୋଟିଏ କିମ୍ବା ଦୁଇଟିରେ ନୁହେଁ ବରଂ ରାଜ୍ୟର…
Read More...

ଆଜି ବହୁ ହେଭିୱେଟଙ୍କ ଭାଗ୍ୟ ପରୀକ୍ଷା

ତୃତୀୟ ପର୍ଯ୍ୟାୟ ନିର୍ବାଚନରେ ବାଜିରେ ଲାଗିଛି ବହୁ ହେଭିୱେଟ ନେତାଙ୍କ ଭାଗ୍ୟ । ବିଭିନ୍ନ ଦଳର ବହୁ ଟାଣୁଆ ନେତାଙ୍କର ଆଜି ହେଉଛି ଭାଗ୍ୟ ପରୀକ୍ଷା। କିଛି କେନ୍ଦ୍ରମନ୍ତ୍ରୀଙ୍କ ସମେତ ବିଜେପି, କଂଗ୍ରେସ, ସମାଜବାଦୀ…
Read More...

ଜମ୍ମୁ କଶ୍ମୀରରେ ସୁରକ୍ଷାକର୍ମୀ-ଆତଙ୍କବାଦୀ ମୁହାଁମୁହିଁ

ଜମ୍ମୁ କଶ୍ମୀରର କୁଲଗାମରେ ସୁରକ୍ଷାକର୍ମୀ-ଆତଙ୍କବାଦୀ ମୁହାଁମୁହିଁ ହୋଇଛନ୍ତି। ସ୍ଥାନୀୟ ଅଞ୍ଚଳରେ ଆତଙ୍କବାଦୀ ଲୁଚିଥିବା ଖବର ପାଇବା ପରେ ସର୍ଚ୍ଚ ଅପରେସନ କରିଥିଲେ ସୁରକ୍ଷାକର୍ମୀ। ଏହି ସମୟରେ ଆତଙ୍କବାଦୀଙ୍କ…
Read More...