Browsing Category

ଦେଶ – ବିଦେଶ

ବିଜେପିରେ ସାମିଲ ହେଲେ ମନୀଷ କଶ୍ୟପ

ପଦ୍ମ ଧରିବେ ଲୋକପ୍ରିୟ ୟୁଟ୍ୟୁବର ମନୀଷ କଶ୍ୟପ । ବିହାରର ଏହି ଚର୍ଚ୍ଚିତ ୟୁଟ୍ୟୁବର ଗୁରୁବାର ଭାରତୀୟ ଜନତା ପାର୍ଟିରେ ସାମିଲ ହେବେ । ଦିଲ୍ଲୀ ସ୍ଥିତ ପାର୍ଟି କାର୍ଯ୍ୟାଳୟରେ ସେ ବିଧିବଦ୍ଧ ଭାବେ ସାମିଲ ହେବେ । ତେବେ…
Read More...

ମୋଦିଙ୍କୁ ନିର୍ବାଚନ କମିଶନରଙ୍କ ଦ୍ୱାରା ମିଳିଲା କ୍ଲିନଚିଟ୍‌

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ନିର୍ବାଚନ କମିଶନରଙ୍କ ଦ୍ୱାରା କ୍ଲିନଚିଟ୍‌। ମୋଦିଙ୍କ ନାମରେ ହିନ୍ଦୁ ଦେବୀଦେବତାଙ୍କ ନାଁରେ ଭୋଟ ମାଗୁଥିବା ଅଭିଯୋଗ ହୋଇଥିଲା। ଯାହାକୁ ଗୁରୁବାର କ୍ଲିନଚିଟ୍‌ ଦେଇଛନ୍ତି…
Read More...

ଜାତିସଂଘରେ ଆମେରିକା ଓ ରୁଷିଆ ପୁଣି ଥରେ ହେଲେ ମୁହାଁମୁହିଁ

ମିଳିତ ଜାତିସଂଘରେ ଆମେରିକା ଏବଂ ରୁଷିଆ ପୁଣି ଥରେ ମୁହାଁମୁହିଁ ହୋଇଛନ୍ତି। କିଛି ଦିନ ପୂର୍ବରୁ ଏକ ଗଣମାଧ୍ୟମ ରିପୋର୍ଟରେ ଦର୍ଶାଯାଇଛି ଯେ, ରୁଷିଆ ପୃଥିବୀର କକ୍ଷପଥରେ ଆଣବିକ ଅସ୍ତ୍ର ନିୟୋଜନ କରିବାକୁ ଯୋଜନା…
Read More...

ପୁଣି ବର୍ଷିଲେ ମମତା, କହିଲେ ଗୋଟେ ବି ଭୋଟ ମିଳିବ ନାହିଁ

କୋଲକାତା: ଚାକିରି ଦୁର୍ନୀତି ମାମଲାରେ ପଶ୍ଚିମବଙ୍ଗ ସ୍କୁଲ ସେବା ଆୟୋଗ (ଡବ୍ଲୁବିଏସ୍‌ସିସି) ଦ୍ୱାରା ଗଠିତ ସ୍କୁଲ ଶିକ୍ଷକମାନଙ୍କ ପାଇଁ ସୋମବାର କଲିକତା ହାଇକୋର୍ଟ ୨୦୧୬ ନିଯୁକ୍ତି ପ୍ୟାନେଲକୁ ବାତିଲ କରି…
Read More...

କାହିଁକି ଏମିତି କହିଲେ କେନ୍ଦ୍ର ମନ୍ତ୍ରୀ ନାରାୟଣ ରାଣେ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରତି କେହି ଅପଶବ୍ଦ ବ୍ୟବହାର କଲେ, ତାଙ୍କୁ ଘରକୁ ଫେରିବାକୁ ଦିଆଯିବ ନାହିଁ ବୋଲି କେନ୍ଦ୍ରମନ୍ତ୍ରୀ ନାରାୟଣ ରାଣେ ଧମକ ଦେଇଛନ୍ତି। ସିନ୍ଧୁଦୁର୍ଗରେ ବିରୋଧୀ ନେତାମାନଙ୍କ ରାଲି…
Read More...

ସନ୍ଦେଶଖାଲି ମାମଲାର ମୁଖ୍ୟ ଅଭିଯୁକ୍ତ ଶେଖ ଶାହଜାହାଁ ଆଖିରେ ଲୁହ

ସନ୍ଦେଶଖାଲି ମାମଲାର ମୁଖ୍ୟ ଅଭିଯୁକ୍ତ ଶେଖ ଶାହଜାହାଁ ଆଖିରେ ଲୁହ। ଯିଏ ଦିନେ ଶହ ଶହ ମହିଳାଙ୍କୁ ଯୌନ ନିର୍ଯାତନା ଦେବା ସହ ସେମାନଙ୍କ ଜମି ଛଡ଼ାଇ ଆଣୁଥିବା ଅଭିଯୋଗ ହେଉଥିଲା ଆଜି ସେ ଅସହାୟ ପାଲଟି ଯାଇଛନ୍ତି। ଶେଖ…
Read More...

ସେନା ପାଇଁ ଆସିବ ସ୍ୱତନ୍ତ୍ର ବୁଲେଟ୍ ପ୍ରୁଫ୍ ଜାକେଟ୍

ନୂଆଦିଲ୍ଲୀ: ସେନା ପାଇଁ ଆସିବ ସ୍ୱତନ୍ତ୍ର ବୁଲେଟ୍ ପ୍ରୁଫ୍ ଜାକେଟ୍ । ଯବାନଙ୍କ ପାଇଁ ସ୍ୱତନ୍ତ୍ର ବୁଲେଟ ପ୍ରୁଫ୍ ଜାକେଟ୍ ପ୍ରସ୍ତୁତ କରିଛି କାନପୁର ଡିଆରଡିଓ। ଏହି ଜାକେଟରେ ୬ ଟି ଗୁଳି ବାଜିଲେ ମଧ୍ୟ କିଛ କ୍ଷତି ହେବ…
Read More...

କ୍ଷମା ପ୍ରାର୍ଥନା କଲା ପତଞ୍ଜଳି

ନୂଆଦିଲ୍ଲୀ: ବିଭ୍ରାନ୍ତିକର ବିଜ୍ଞାପନ ମାମଲାରେ ଆଜି ଖବରକାଗଜରେ ସର୍ବସାଧାରଣରେ ଅପେକ୍ଷାକୃତ ବଡ଼ ଆକରରେ କ୍ଷମା ମାଗିଛି ପତଞ୍ଜଳି ଆୟୁର୍ବେଦ ଲିମିଟେଡ୍ । ଆଜି ସକାଳେ ପ୍ରକାଶିତ ବିଜ୍ଞାପନ ଏକ ଖବରକାଗଜ ପୃଷ୍ଠାର…
Read More...

ବ୍ୟାନ ପରେ ନମୁନା ପରୀକ୍ଷା ପାଇଁ କେନ୍ଦ୍ର ସରକାର ଦେଲେ ନିର୍ଦ୍ଦେଶ

ନିକଟରେ ହଂକଂ ଓ ସିଙ୍ଗାପୁରରେ ଭାରତୀୟ କମ୍ପାନୀ ଏମ୍‌ଡିଏଚ୍‌ ପ୍ରାଇଭେଟ୍‌ ଲିମିଟେଡ ଓ ଏଭେରେଷ୍ଟ ଫୁଡ୍‌ ପ୍ରଡକ୍ଟସ ଲିମିଟେଡ୍‌ର କିଛି ସମଲାକୁ ବ୍ୟାନ୍‌ କରାଯାଇଛି। ଏହାକୁ ନେଇ ଏବେ ଆକ୍ସନ ମୁଡ୍‌ ଆସିଛନ୍ତି ଭାରତ…
Read More...

ଅରୁଣ ଗୋଭିଲଙ୍କ ପାଇଁ ପ୍ରଚାର କରୁଛନ୍ତି ସୀତା ଭୂମିକାରେ ଅଭିନୟ କରିଥିବା ଦୀପିକା

ନୂଆଦିଲ୍ଳୀ: ରାମଙ୍କ ପାଇଁ ସୀତାଙ୍କ ପ୍ରଚାର । ରାମାୟଣରେ ରାମ ଭୂମିକାରେ ଅଭିନୟ କରିଥିବା ଅରୁଣ ଗୋଭିଲଙ୍କ ପାଇଁ ପ୍ରଚାର କରିଛନ୍ତି ସୀତା ଭୂମିକାରେ ଅଭିନୟ କରିଥିବା ଦୀପିକା ଚିଖଲିଆ । ଏଥର ଉତ୍ତରପ୍ରଦେଶ ମିରଟରୁ…
Read More...