Browsing Category

ଦେଶ – ବିଦେଶ

ଓଡିଶାର ସବୁ ମନ୍ଦିରରେ ଓମ୍‌ଫେଡ୍ ଘିଅ ବ୍ୟବହାର କରିବାକୁ ଦାବି

ଆନ୍ଧ୍ରପ୍ରଦେଶ ସ୍ଥିତ ତିରୁପତି ମନ୍ଦିରରେ ପ୍ରସ୍ତୁତ ଲଡୁରେ ପଶୁ ଚର୍ବି ମିଶାଯାଇଥିବା ଘଟଣା ଏବେ ସାରା ବିଶ୍ଵରେ ହଇଚଇ ସୃଷ୍ଟି କରିଛି। କୋଟି କୋଟି ଭକ୍ତଙ୍କର ଆସ୍ଥା ଓ ବିଶ୍ଵାସ ଦୋହଲି ଯାଇଛି। ଭେଙ୍କଟେଶ୍ଵରଙ୍କ…
Read More...

ମିଳିବ ଖୁସି ଖବର, ବନ୍ଦ ହୋଇଯିବ ଯୁଦ୍ଧ!

ସମସ୍ତେ ଆଶା କରୁଛନ୍ତି ଯେ ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଯୁଦ୍ଧ ଶୀଘ୍ର ଶେଷ ହେବ। ଏଥିରେ ପ୍ରଧାନମନ୍ତ୍ରୀ ମୋଦି ମଧ୍ୟ କୌଣସି ପଥ ଛାଡି ନାହାଁନ୍ତି। ନିକଟରେ ରାଷ୍ଟ୍ରୀୟ ସୁରକ୍ଷା ପରାମର୍ଶଦାତା (ଏନଏସଏ) ଅଜିତ…
Read More...

ନବରାତ୍ରୀରେ ସରକାରୀ ଘର ଛାଡ଼ିବେ କେଜ୍ରିୱାଲ

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇ ସାରିଥିବା ଅରବିନ୍ଦ କେଜ୍ରିୱାଲ ଏବେ ସରକାରୀ ଆବାସ ବି ଛାଡ଼ିବେ। ତେବେ କେବେ ସେ ସରକାରୀ ଆବାସ ଛାଡ଼ିବେ ଓ ତାଙ୍କ ନୂଆ ଠିକଣା କ’ଣ ହେବ ସେ ସମ୍ପର୍କରେ ମୁହଁ ଖୋଲିଛନ୍ତି…
Read More...

ମୋଦିଙ୍କୁ ଧନ୍ୟବାଦ ଦେଲେ ଶ୍ରୀଲଙ୍କା ରାଷ୍ଟ୍ରପତି

ଶ୍ରୀଲଙ୍କାରେ ରାଷ୍ଟ୍ରପତି ନିର୍ବାଚନରେ ଜିତିଥିବା ଅନୁରା କୁମାରା ଦିସାନାୟକେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଜଣାଇଛନ୍ତି। ସେ ଭାରତ ସହ କାମ କରିବାକୁ ନିଜର ପ୍ରତିବଦ୍ଧତାକୁ ଦୋହରାଇଛନ୍ତି। ଦସାନାୟକେ…
Read More...

ଆଜି ମୁଖ୍ୟମନ୍ତ୍ରୀ ପଦ ସମ୍ଭାଳିବେ ଆତିଶୀ

ଦୁଇ ଦିନ ପୂର୍ବେ ବରିଷ୍ଠ ଆମ ଆଦମୀ ପାର୍ଟିର ନେତା ଆତିଶୀ କ୍ୟାବିନେଟ ସହିତ ଦିଲ୍ଲୀର ଅଷ୍ଟମ ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଥିଲେ। ସେ ଦିଲ୍ଲୀ ସଚିବାଳୟରେ ପହଞ୍ଚି ସୋମବାର ମଧ୍ୟାହ୍ନ ୧୨ ଟାରେ ମୁଖ୍ୟମନ୍ତ୍ରୀ…
Read More...

ମହାଶାନ୍ତି ହୋମ ଆୟୋଜନ କରିଛି ତିରୁମାମଲା ତିରୁପତି ଦେବସ୍ଥାନମ୍‌

ତରିପତି ମନ୍ଦିର ପ୍ରସାଦମ୍‌କୁ ନେଇ ଜାରି ରହିଛି ବିବାଦ। ଏଠାରେ ପ୍ରସାଦ ରୂପେ ମିଳୁଥିବା ଲଢ଼ୁରେ ପଶୁ ଚର୍ବି ଓ ମାଛ ତେଲ ଏବଂ ଅପମିଶ୍ରିତ ଘିଅ ବ୍ୟବହାର କରାଯାଉଥିବା କଥା ସାମ୍ନାକୁ ଆସିବା ପରେ ସାରା ଦେଶରେ ଆସନ୍ତୋଷ…
Read More...

ଆଜି ଦିଲ୍ଲୀକୁ ମିଳିବ ନୂଆ ମୁଖ୍ୟମନ୍ତ୍ରୀ

ଆଜି ଦିଲ୍ଲୀକୁ ମିଳିବ ନୂଆ ମୁଖ୍ୟମନ୍ତ୍ରୀ। ଶପଥ ନେବେ ଆମ୍‌ ଆଦମୀ ପାର୍ଟିର ବରିଷ୍ଠ ନେତ୍ରୀ ଆତିଶୀ ମର୍ଲେନ। ଅରବିନ୍ଦ କେଜ୍ରିଓ୍ୱାଲଙ୍କ ଇସ୍ତଫା ପରେ ଆତିଶୀଙ୍କୁ ନୂଆ ସରକାର ଗଠନ କରିବାକୁ ରାଷ୍ଟ୍ରପତି ମଞ୍ଜୁରୀ…
Read More...

୩ ଦିନିଆ ଆମେରିକା ଗସ୍ତରେ ପ୍ରଧାନମନ୍ତ୍ରୀ ମୋଦୀ

ଆଜିଠୁ ୩ ଦିନିଆ ଆମେରିକା ଗସ୍ତରେ ଯାଉଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ୨୧ରୁ ୨୩ତାରିଖ ପର୍ଯ୍ୟନ୍ତ ସେଠା‌ରେ ରହଣୀ କାର୍ଯ୍ୟକ୍ରମ ରହିଛି। ସୂଚନା ଅନୁସାରେ ପ୍ରଧାନମନ୍ତ୍ରୀ ଆମେରିକାର ୱିଲମିଂଟନରେ କ୍ୱାଡ୍‌‌…
Read More...

ସରକାରୀ ନିୟନ୍ତ୍ରଣରୁ ମୁକ୍ତ ହେଉ ହିନ୍ଦୁ ମନ୍ଦିର’

ତିରୁପତି ମନ୍ଦିରର ପ୍ରସାଦ ଲଡୁରେ ପଶୁ ଚର୍ବି ମିଶ୍ରଣ ପ୍ରସଙ୍ଗ ବୃଦ୍ଧି ପାଇବାରେ ଲାଗିଛି। ଅନେକ ରାଜନୈତିକ ଦଳ ଏହି ପ୍ରସଙ୍ଗରେ କ୍ରୋଧ ପ୍ରକାଶ କରିଛନ୍ତି। ଏହି ସମୟରେ ବିଶ୍ୱ ହିନ୍ଦୁ ପରିଷଦ (ଭିଏଚ୍‌ପି) ଏକ ବଡ଼…
Read More...

ବାତିଲ ହେଲା ସନ୍ଦୀପ ଘୋଷଙ୍କ ରେଜିଷ୍ଟ୍ରେସନ

ଆରଜି କର ମେଡିକାଲ କଲେଜ ଓ ହସ୍ପିଟାଲ ହରର ଘଟଣାରେ ସିବିଆଇ ଦ୍ୱାରା ଗିରଫ ହୋଇଥିବା ଡାକ୍ତର ସନ୍ଦୀପ ଘୋଷଙ୍କ ଅଡ଼ୁଆ ବଢ଼ିବାକୁ ଲାଗିଲା। ବାତିଲ ହେଲା ତାଙ୍କ ରେଜିଷ୍ଟ୍ରେସନ । ଆରଜି କର ମେଡିକାଲ୍ କଲେଜର ପୂର୍ବତନ…
Read More...