Browsing Category

ଦେଶ – ବିଦେଶ

କେରଳରେ ଆଜିଠୁ ବିଜେପିର ପଦଯାତ୍ରା ରା

କନ୍ନୁର: ଆଗାମୀ ଦୁଇ/ତିନି ମାସ ପରେ ଦେଶରେ ସାଧାରଣ ନିର୍ବାଚନ ହେବ। ଲୋକକସଭା ନିର୍ବାଚନ ପୂର୍ବରୁ ସାଂସଦ ରାହୁଲ ଗାନ୍ଧୀଙ୍କ ନେତୃତ୍ବରେ କଂଗ୍ରେସର ଭାରତ ଯୋଡ଼ ନ୍ୟାୟ ଯାତ୍ରା ଜାରି ରହିଛି। ଏହି ପରିପ୍ରେକ୍ଷୀରେ…
Read More...

ଅନ୍ତର୍ଜାତୀୟ କୋର୍ଟଙ୍କ ନିଷ୍ପତ୍ତି ପରେ ଇସ୍ରାଏଲ ମାନିବାକୁ ନାରାଜ

ଅନ୍ତର୍ଜାତୀୟ କୋର୍ଟଙ୍କ ନିଷ୍ପତ୍ତି ପରେ ଇସ୍ରାଏଲ କୋର୍ଟକୁ ସମାଲୋଚନା କରିଛନ୍ତି। ଇସ୍ରାଏଲ ଏହି ନିଷ୍ପତ୍ତିକୁ ଅପମାନଜନକ ବୋଲି କହିଛନ୍ତି। ଦେଶର ସୁରକ୍ଷା ପାଇଁ ଯାହା ଆବଶ୍ୟକ ତାହା କରାଯିବ ବୋଲି ଇସ୍ରାଏଲ ଶପଥ…
Read More...

କେଜ୍ରିୱାଲଙ୍କ ବଡ ଅଭିଯୋଗ, ଜାଣନ୍ତୁ କଣ

ନୂଆଦିଲ୍ଲୀ : ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ଶନିବାର ଭାଜପା ଉପରେ ଏକ ବଡ଼ ଅଭିଯୋଗ ଆଣିଛନ୍ତି। ଭାଜପା ତାଙ୍କ ଦଳର ୭ଜଣ ବିଧାୟକଙ୍କୁ କିଣିବାକୁ ଚେଷ୍ଟା କରୁଥିବା ଅଭିଯୋଗ କରିଛନ୍ତି। ଏଏପି ବିଧାୟକଙ୍କୁ…
Read More...

ଆରମ୍ଭ ହେଲା ଆଦିବାସୀ ମେଳା, ମୁଖ୍ୟମନ୍ତ୍ରୀ କଲେ ଉଦଘାଟନ

ଭୁବନେଶ୍ୱରରେ ଆରମ୍ଭ ହୋଇଛି ଆଦିବାସୀ ମେଳା। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନଫରେନସ ମାଧ୍ୟମରେ ଉଦଘାଟନ କରିଥିଲେ। ଆଦିବାସୀ ମେଳାରେ ୧୦୯ ଷ୍ଟଲ୍ ଲାଗିଥିବା ବେଳେ ମେଳାରେ ମୁଖ୍ୟ ଆକର୍ଷଣ ସାଜିଛି ୧୦ଟି…
Read More...

ବିହାରରେ ଚାଲିଛି ରାଜନୈତିକ ଯୁଦ୍ଧ

ସାଧାରଣ ନିର୍ବାଚନ ପୂର୍ବରୁ ବିହାର ରାଜନୀତିରେ ଆରମ୍ଭ ହୋଇଗଲାଣି ହଟଚମଟ। ପୁଣି ଥରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇପାରନ୍ତି ନୀତିଶ କୁମାର । ମାରି ପାରନ୍ତି ୟୁ-ଟର୍ଣ୍ଣ । ମହାଗଠବନ୍ଧନ ଛାଡି ପଦ୍ମ ଶିବିରକୁ ଡେଇଁ…
Read More...

ସାରା ଦେଶ ଦେଖିଲା କର୍ତ୍ତବ୍ୟ ପଥରେ ଓଡ଼ିଶାର ପ୍ରଜ୍ଞାପନ ମେଢ଼

ନୂଆଦିଲ୍ଲୀ,: ସାଧାରଣତନ୍ତ୍ର ଦିବସରେ ଦିଲ୍ଲୀର କର୍ତ୍ତବ୍ୟପଥରେ ଓଡ଼ିଶାର ପ୍ରଜ୍ଞାପନ ମେଢ଼(ଟାବ୍ଲୋ) ଗଡ଼ିଛି। ରାଜ୍ୟ ସରକାର ବିକଶିତ ଭାରତ ଉପରେ ପ୍ରଜ୍ଞାପନ ମେଢ ପ୍ରସ୍ତୁତ କରିଛନ୍ତି। ରଘୁରାଜପୁର ଗ୍ରାମରେ…
Read More...

ମୋଦୀଙ୍କ ପଗଡିକୁ ନେଇ ବଢ଼ିଲା ଚର୍ଚ୍ଚା

ନୂଆଦିଲ୍ଲୀ : ଦେଶର ୭୫ ତମ ସାଧାରଣତନ୍ତ୍ର ଦିବସ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପଗଡି ପୁଣି ଥରେ ଚର୍ଚ୍ଚାର ବିଷୟ ପାଲଟିଛି। ସମସ୍ତଙ୍କ ଆଖି ପ୍ରଧାନମନ୍ତ୍ରୀ ମୋଦିଙ୍କ ସୱତନ୍ତ୍ର ପଗଡି ଉପରେ ରହିଛି।…
Read More...

କର୍ତ୍ତବ୍ୟ ପଥରେ ପତାକା ଉତ୍ତୋଳନ କଲେ ରାଷ୍ଟ୍ରପତି

ବିଶ୍ୱର ସର୍ବବୃହତ୍ତ ଗଣତନ୍ତ୍ର ରାଷ୍ଟ ଭାରତ ଆଜି ପାଳୁଛି ତାର ୭୫ତମ ଗଣଣତନ୍ତ୍ର ଦିବସ। ଆଜିର ଏହି ପବିତ୍ର ଉତ୍ସବରେ ରାଷ୍ଟ୍ରପତି ଦ୍ରୋପଦୀ ମୁର୍ମୁ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି। ଦିଲ୍ଲୀର କର୍ତ୍ତବ୍ୟ ପଥରେ…
Read More...

ବିହାର ରାଜନୀତିରେ ଝଡ, ଭଙ୍ଗାଯିବ ସରକାର !

ଶେଷରେ ଭାଙ୍ଗିବାକୁ ଯାଉଛି ଆରଜେଡି-ଜେଡିୟୁ ମେଣ୍ଟ। ବିହାରରେ ଗଠନ ହୋଇପାରେ ବିଜେପି-ଜେଡିୟୁ ସରକାର। ଆସନ୍ତା ଜାନୁଆରୀ 28ରେ ଜେଡିୟୁ-ବିଜେପି ସରକାରର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇପାରନ୍ତି ନୀତିଶ କୁମାର।…
Read More...

ଜୟପୁରରେ ଗସ୍ତରେ ମୋଦି, ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ: ଦୁଇ ଦିନିଆ ଭାରତ ଗସ୍ତ କାର୍ଯ୍ୟକ୍ରମରେ ଫ୍ରାନ୍ସର ରାଷ୍ଟ୍ରପତି ଇମାନୁଏଲ ମାକ୍ରନ ଜୟପୁରରେ ପହଞ୍ଚିଛନ୍ତି। ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଭଜନ ଲାଲ ଶର୍ମା ଏବଂ ରାଜ୍ୟପାଳ କଲରାଜ ମିଶ୍ର ତାଙ୍କୁ ସ୍ବାଗତ…
Read More...