Browsing Category
ଓଡ଼ିଶା
ଆଜି ଖୋଲିପାରେ ରତ୍ନଭଣ୍ଡାରର ଗୁପ୍ତ ସୁଡ଼ଙ୍ଗ
ଭାରତୀୟ ପ୍ରତ୍ନତାତ୍ତ୍ୱିକ ସର୍ବେକ୍ଷଣ ସଂସ୍ଥା (ଏଏସ୍ଆଇ) ପକ୍ଷରୁ ବୁଧବାର ଶ୍ରୀମନ୍ଦିର ରତ୍ନଭଣ୍ଡାରର ପ୍ରାରମ୍ଭିକ ନିରୀକ୍ଷଣ କରାଯିବ। ରାଜ୍ୟ ସରକାରଙ୍କ ଅନୁମୋଦନ ପରେ ଏଏସ୍ଆଇର ଅତିରିକ୍ତ ମହାନିର୍ଦ୍ଦେଶକଙ୍କ…
Read More...
Read More...
ଭୁବନେଶ୍ୱରେ ପହଞ୍ଚିଲେ ମୋଦି
ଭୁବନେଶ୍ୱରେ ପହଞ୍ଚିଲେ ମୋଦି। ସ୍ବତନ୍ତ୍ର ବିମାନରେ ଆସି ବିଜୁ ପଟ୍ଟନାୟକ ବିମାନ ବନ୍ଦରେ ପହଞ୍ଚିଛନ୍ତି।
ତାଙ୍କୁ ସ୍ବାଗତ କରିବାକୁ ମୁଖ୍ୟମନ୍ତ୍ରୀ ମୋହନ ମାଝି ଓ ଭାଜପାର ନେତୃବୃନ୍ଦ ଉପସ୍ଥିତ ଥିଲେ। ପରେ ତାଙ୍କୁ…
Read More...
Read More...
ପ୍ରଧାନମନ୍ତ୍ରୀଙ୍କ ଗସ୍ତକୁ ନେଇ ଆସିଲା ବଡ଼ ଅପ୍ଡେଟ୍, ଆସନ୍ତାକାଲି…
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଅର୍ଥାତ୍ ୧୭ ତାରିଖରେ ଓଡ଼ିଶା ଆସିବେ। ଏହି ଗସ୍ତ ନେଇ ବଡ଼ ଅପଡେଟ୍ ଆସିଛି। ପ୍ରଧାନମନ୍ତ୍ରୀ ଭୁବନେଶ୍ୱରରେ ପହଞ୍ଚିବାଠାରୁ ଆରମ୍ଭ କରି ପୁଣି ଦିଲ୍ଲୀ ଫେରିଯିବା ନେଇ…
Read More...
Read More...
୧୦ଟା ୫୦ରେ ପହଞ୍ଚିବେ ମୋଦି, ତା ପରେ ଖାତାକୁ ଚଢିବ ସୁଭଦ୍ରାର ପ୍ରଥମ କିସ୍ତି
୧୦ଟା ୫୦ରେ ପହଞ୍ଚିବେ ମୋଦି, ତା ପରେ ଖାତାକୁ ଚଢିବ ସୁଭଦ୍ରାର ପ୍ରଥମ କିସ୍ତିବାଇଡେନ ଓ କମଲାଙ୍କ ଉପରକୁ ହେଉନି ଆକ୍ରମଣ?, କାହିଁକି ଏ ପ୍ରଶ୍ନ କଲେ ମସ୍କ..ଲୋକାର୍ପଣ ହେଲା ବ୍ୟାସକୃତ ‘ଅଧ୍ୟାତ୍ମ ରାମାୟଣ’ ପୁସ୍ତକର…
Read More...
Read More...
ରାଷ୍ଟ୍ରପତିଙ୍କ ମନ ଜିଣିଲେ ଓଡ଼ିଆ ପୁଅ
ଗଞ୍ଜାମ ଜିଲାର ଚିତ୍ରକରଙ୍କୁ ପାଇ ଖୁସି ପ୍ରକଟ କରିବା ସହ ୪୫ ମିନିଟ୍ ଧରି ତାଙ୍କ ସହ କଥା ହୋଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଦୁଇଟି ସୁନ୍ଦର ଚିତ୍ରକୁ ଦେଖି ସୁନାଛାଞ୍ଚ ଥିବା ରାଷ୍ଟ୍ରପତି ଭବନରେ ଏକ…
Read More...
Read More...
ମୋଦିଙ୍କ ଭୁବନେଶ୍ବର ଗସ୍ତ ପାଇଁ ଟ୍ରାଫିକ କଡ଼ାକଡ଼ି: ଏସବୁ ରାସ୍ତା ଲାଗିଲା କଟକଣା, ଯାଉଥିଲେ…
ସୁଭଦ୍ରା ଶୁଭାରମ୍ଭ ପାଇଁ ୧୭ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଭୁବନେଶ୍ବର ଆସିବେ। ତାଙ୍କ ଗସ୍ତ ପାଇଁ ଟ୍ରାଫିକ କଟକଣା କରାଯାଇଛି। ମଙ୍ଗଳବାର ସକାଳ ୭ଟା ୩୦ରୁ ଅପରାହ୍ନ ୩ଟା ଯାଏଁ ଏହି କଟକଣା ରହିବ। କମିଶନରେଟ…
Read More...
Read More...
ବଦଳିଲା ମୋ ସ୍କୁଲ ଅଭିଯାନ ନାଁ
ଆମେରିକା ରାଷ୍ଟ୍ରପତି ନିର୍ବାଚନ ପାଇଁ ମହାକାଶରୁ ଭୋଟ୍ ଦେବେ ସୁନିତା, ଜାଣନ୍ତୁ କେମିତି ହେବ ସମ୍ଭବହ୍ୟାକ ହେଲା ନୟନତାରାଙ୍କ ଏକ୍ସ ଆକାଉଣ୍ଟ, ନିଜେ ସୂଚନା ଦେଲେ ଅଭିନେତ୍ରୀଜୀବଜନ୍ତୁଙ୍କ ଠାରୁ ଅଧିକ ହିଂସ୍ର ହେଉଛି…
Read More...
Read More...
୧୭ରେ ମହିଳାଙ୍କ ଆକାଉଣ୍ଟକୁ ଆସିବ ସୁଭଦ୍ରା ପ୍ରଥମ କିସ୍ତି, ଏହି ତାରିଖରୁ ଆବେଦନ କରିଥିଲେ ଆପଣବି ପାଇବେ ପ୍ରଥମ…
ଆସନ୍ତା ୧୭ରେ ମହିଳାଙ୍କ ଆକାଉଣ୍ଟକୁ ଯିବ ‘ସୁଭଦ୍ରା’ ଯୋଜନାର ପ୍ରଥମ କିସ୍ତି। ଏଯାବତ୍ ୫୦ ଲକ୍ଷରୁ ଊର୍ଦ୍ଧ୍ୱ ମହିଳା ପଞ୍ଜୀକରଣ କରିସାରିଲେଣି।ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଏ ନେଇ ସୂଚନା ଦେଇଛନ୍ତି। ୧୫…
Read More...
Read More...
ପ୍ରଧାନମନ୍ତ୍ରୀଙ୍କ ଲୋକାର୍ପଣ ଓ ଶିଳାନ୍ୟାସ କାର୍ଯ୍ୟକ୍ରମ ଚୂଡ଼ାନ୍ତ: ୧୭ରରେ….
ଭୁବନେଶ୍ୱରରେ ପ୍ରଧାନମନ୍ତ୍ରୀଙ୍କ ଲୋକାର୍ପଣ ଓ ଶିଳାନ୍ୟାସ କାର୍ଯ୍ୟକ୍ରମ ଚୂଡ଼ାନ୍ତ ହୋଇଛି। ସୁଭଦ୍ରାର ଶୁଭାରମ୍ଭ ସହ ଏକାଧିକ ପ୍ରକଳ୍ପର ଶିଳାନ୍ୟାସ କରିବେ। ଗୋଟିଏ ସ୍କିମରେ ସବୁଠୁ ବେଶୀ ମହିଳା ଉପକୃତ ଯୋଜନା ହେଉଛି…
Read More...
Read More...
ରାଜ୍ୟ କ୍ୟାବିନେଟରେ ବଡ଼ ନିଷ୍ପତ୍ତି: ମା’-ବାପାଙ୍କ ମୃତ୍ୟୁ ହେଲେ ଏଣିକି ଝିଅଙ୍କୁ ମିଳିବ ଚାକିରି
ରାଜ୍ୟ କ୍ୟାବିନେଟ ବୈଠକ ଶେଷ ହୋଇଛି। ବୈଠକରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ୩ଟି ପ୍ରସ୍ତାବ ଉପରେ ମୋହର ମାରିଛନ୍ତି। ସରକାରୀ କର୍ମଚାରୀଙ୍କ ମୃତ୍ୟୁ ହେଲେ ଏଣିକି ଝିଅଙ୍କୁ ମିଳିବ ଚାକିରି। ମା’-ବାପାଙ୍କ ଉପରେ…
Read More...
Read More...