Browsing Category

ଓଡ଼ିଶା

ରାସ୍ତାରେ ବୁଡିଲା ମୋ ବସ

ଖୋର୍ଦ୍ଧା : ସକ୍ରିୟ ଥିବା ମୌସୁମୀ ପ୍ରଭାବରେ ଶନିବାର ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି। ଏହାକୁ ନେଇ ବିଭିନ୍ନ ସ୍ଥାନରେ କୃତ୍ରିମ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ସେଭଳି କିଛି ଦୃଶ୍ୟ ଜଟଣୀରେ…
Read More...

ପ୍ରକାଶ ପାଇବ ଯୁକ୍ତ ଦୁଇ କଳା ଓ ଧନ୍ଦାମୂଳକ ପରୀକ୍ଷା ଫଳ

ଭୁବନେଶ୍ୱର : ଆସନ୍ତା ୮ ତାରିଖରେ ପ୍ରକାଶ ପାଇବ ଯୁକ୍ତ ଦୁଇ କଳା ଓ ଧନ୍ଦାମୂଳକ ପରୀକ୍ଷା ଫଳ । ଅପରାହ୍ନ ୪ଟାରେ ରେଜଲ୍ଟ ବାହାରିବ । CHSE କାର୍ଯ୍ୟାଳୟରେ ରେଜଲ୍ଟ ବାହାରିବ ବୋଲି ସୂଚନା ଦିଆଯାଇଛି । ଚଳିତବର୍ଷ…
Read More...

ଆମ୍ବୁଲାନ୍ସ ଓ ଟାଟା ଏସି ମୁହାଁମୁହିଁ ଧକ୍କା

କାମାକ୍ଷାନଗର :ଢେଙ୍କାନାଳ-କାମାକ୍ଷାନଗର ମୁଖ୍ୟ ରାସ୍ତାର ମହୁଲି ଛକ ନିକଟରେ ଆମ୍ବୁଲାନ୍ସ ଓ ଟାଟା ଏସି ମୁହାଁମୁହିଁ ଧକ୍କା ହେବାଫଳରେ ୩ଜଣ ଆହତ ହୋଇଛନ୍ତି। ଆହତମାନଙ୍କୁ ଅଁଳାବେରେଣୀ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ…
Read More...

ଆଜି ପ୍ରବଳ ବର୍ଷିବ

ଭୁବନେଶ୍ୱର: ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ଆନ୍ଧ୍ର ଉପକୂଳରେ ଘୂର୍ଣ୍ଣିବଳୟ ସକ୍ରିୟ। ପ୍ରଭାବରେ ଆସନ୍ତାକାଲି ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟିର ସମ୍ଭାବନା ରହିଛି ।…
Read More...

ମାଡିଆସୁଛି ଲଘୁଚାପ, ୪୫ରୁ ୫୫କିମି ବେଗରେ ବହିବ ପବନ

ଭୁବନେଶ୍ୱର: ଦକ୍ଷିଣରେ ମୌସୁମୀର ନିମ୍ନଚାପ ରେଖା ପ୍ରଭାବରେ ଆଜି ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ହେଲେ ଆସନ୍ତାକାଲି ଅର୍ଥାତ ଅଗଷ୍ଟ ୬ ତାରିଖଠାରୁ ରାଜ୍ୟରେ ବର୍ଷାର ପରିମାଣ…
Read More...

କଳାକାରଙ୍କ ପାଇଁ ଖୁସି ଖବର

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ କଳାକାର ସହାୟତା ଯୋଜନାରେ ରାଜ୍ୟର କଳାକାରମାନଙ୍କୁ ଦିଆଯାଉଥିବା ଭତ୍ତା ପ୍ରତ୍ୟକ୍ଷ ସୁବିଧା ହସ୍ତାନ୍ତର (ଡିବିଟି) ମାଧ୍ୟମରେ ପ୍ରଦାନ କରାଯିବ। ରାଜ୍ୟସ୍ତରରୁ ସିଧାସଳଖ କଳାକାରଙ୍କ…
Read More...

ପୁଣି ଲଭ, ସେକ୍ସ, ଧୋକା

ସୋର :ଲଭ, ସେକ୍ସ , ଧୋକ୍କା । ପ୍ରଥମେ ଭଲ ପାଇଲେ ପରେ ପରିବାରର ଅଜାଣତରେ ବିବାହ କଲେ । କିନ୍ତୁ ଏବେ ୨ମାସର ଗର୍ଭବତୀ ପ୍ରେମିକାକୁ ଛାଡି ପ୍ରେମିକ ଫେରାର । ବାଲେଶ୍ୱର ଜିଲ୍ଲା ଖଇରା ବ୍ଲକ ନୂଆଗାଁରେ ଘଟିଛି ଏପରି…
Read More...

ବୃଦ୍ଧଙ୍କୁ ମୋ ବସ ଦେଲା ଧକ୍କା

ଭୁବନେଶ୍ୱର : ଭୁବନେଶ୍ୱର ରଘୁନାଥପୁର ନିକଟରେ ବୃଦ୍ଧଙ୍କୁ ପିଟି ଦେଲା ମୋ ବସ୍‌। ବୃଦ୍ଧ ଜଣଙ୍କ ଗୁରୁତର ଆହତ ହୋଇଛନ୍ତି। ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ସେ ସ୍ଥାନୀୟ ଅଞ୍ଚଳର ବୋଲି ଜଣାଯାଇଛି। ଆଜି…
Read More...

ବିଦ୍ୟାଳୟରେ ୪୧ ଜଣ କରୋନା ପଜିଟିଭ

ରାୟଗଡ଼ା : ରାୟଗଡ଼ାର ଏକ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ୪୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଯାହା ପରେ ସ୍କୁଲରେ ଭୟର ବାତାବରଣ ସୃଷ୍ଟି ହୋଇଛି। ରାୟଗଡ଼ା ଜିଲ୍ଲା ଚନ୍ଦ୍ରପୁର ବ୍ଲକର ସଦର  ସରକାରୀ ବାଳିକା…
Read More...

ନିଜେ ବିଷ ପିଇ, ୧୦ ମାସର ଝିଅକୁ ବିଷ ପିଆଇ ଦେଲା ମା

ଯାଜପୁର : ସ୍ୱାମୀଙ୍କ ସହିତ ପାଟିତୁଣ୍ଡ କରି ବିଷ ପିଇଦେଲେ ସ୍ତ୍ରୀ! ଏପରିକି ଦୁନିଆ ସମ୍ପର୍କରେ କିଛି ଜାଣିନଥିବା ତା’ର ୧୦ ମାସର ଝିଅକୁ ବିଷ ପିଆଇ ଦେଲା ମାଆ। ଏବେ ମାଆ ଓ ଝିଅ କଟକ ବଡ଼ ମେଡିକାଲ୍‌ ବେଡ୍‌ରେ ବଞ୍ଚିବା…
Read More...