Browsing Category

ଓଡ଼ିଶା

ମୌଳିକ ସାକ୍ଷରତା ଓ ସଂଖ୍ୟାଜ୍ଞାନ (ପ୍ରୟୋଗ ୨ ) ତାଲିମ ଶିବିର ଅନୁଷ୍ଠିତ 

ନୟାଗଡ ଜିଲ୍ଲା ନୂଆଗାଁ ବ୍ଲକ୍ ନୀଳାଦ୍ରିପୁର କ୍ଲଷ୍ଟର ମଧ୍ୟରେ ମୌଳିକ ସାକ୍ଷରତା ଓ ସଂଖ୍ୟାଜ୍ଞାନ (ପ୍ରୟୋଗ ୨) ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇଯାଇଛି ।ବିଦ୍ୟାଳୟ ପରିସରରେ ଏକ ଅନୁକୂଳ ପରିବେଶ ତିଆରି କରିବା ପାଇଁ…
Read More...

ନନ୍ଦନକାନନକୁ ଆସିଲେ ନୂଆ ଅତିଥି, ପୁଣି ମା’ ହେଲା ସିଂହୀ ‘ବିଜଲୀ’

ନନ୍ଦନକାନନ ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର । ନନ୍ଦନକାନନରେ ପୁଣି ମା ହେଲା ସିଂହୀ ବିଜଲୀ। ଆଜି ସିଂହୀ ବିଜଲୀ ୪ଟି ସାବକ ଜନ୍ମ ଦେଇଥିବା ଜଣାପଡିଛି। ବିଜଲୀ ୪ଟି ସାବକ ଜନ୍ମ ହେବା ପରେ ନନ୍ଦନକାନନରେ ସିଂହ ସଂଖ୍ୟା…
Read More...

୪ ଜିଲ୍ଲାରେ ପ୍ରବଳ ବର୍ଷିବ

ଆଜି ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଲଘୁଚାପ କ୍ଷେତ୍ର। ପୂର୍ବ କେନ୍ଦ୍ରୀୟ ଏବଂ ଏହାର ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଆଜି ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ। ଆଗାମୀ ଦୁଇ ଦିନରେ ଏହା ଦକ୍ଷିଣ ଓଡ଼ିଶା ଏବଂ ଉତ୍ତର ଆନ୍ଧ୍ର…
Read More...

ନନ୍ଦନକାନନକୁ ଆସିଲେ ନୂଆ ଅତିଥି: ଆଜି ଜିରାଫ୍ ଆଣିବାକୁ ଆଲିପୁର ଯିବ ଟିମ୍

ନନ୍ଦନକାନନ ପ୍ରାଣୀଉଦ୍ୟାନ ଓ କୋଲକାତାସ୍ଥିତ ଆଲିପୁର ଚିଡ଼ିଆଖାନା ମଧ୍ୟରେ ଜୀବଜନ୍ତୁ ଅଦଳବଦଳ ପ୍ରକ୍ରିୟା ଆରମ୍ଭ ହୋଇଛି। କେନ୍ଦ୍ରୀୟ ଚିଡ଼ିଆଖାନା କର୍ତ୍ତୃପକ୍ଷଙ୍କ ଅନୁମୋଦନକ୍ରମେ ନନ୍ଦନକାନନ କର୍ତ୍ତୃପକ୍ଷ…
Read More...

ଆଜିଠୁ ଶ୍ରୀକୃଷ୍ଣଙ୍କ ବାଲ୍ୟଲୀଳା ନୀତି

ପୁରୀ: ଶ୍ରୀମନ୍ଦିରରେ ଜନ୍ମାଷ୍ଟମୀ ଠାରୁ ଆରମ୍ଭ ହୋଇଥିବା ଶ୍ରୀକୃଷ୍ଣ ଲୀଳାର ଆଜି ଦଶମୀ ତିଥିରେ ମହାପ୍ରଭୁଙ୍କ ବନଭୋଜି ବେଶ ଅନୁଷ୍ଠିତ ହେବ। ଗୋପଲୀଳା ସମୟରେ କୃଷ୍ଣ ଓ ବଳରାମ ଗାଇ ବାଛୁରୀଙ୍କୁ ସାଙ୍ଗରେ ଧରି…
Read More...

ମିଥ୍ୟା ସତ୍ୟପାଠ ମାମଲା : ଯାଜପୁର ସାଂସଦଙ୍କୁ ହାଇକୋର୍ଟଙ୍କ ନୋଟିସ

ଓଡିଶା ହାଇକୋର୍ଟ ଆଜି ଯାଜପୁର ସଂସଦୀୟ କ୍ଷେତ୍ର ନିର୍ବାଚନୀ ଅନିୟମିତତା ମୋକଦ୍ଦମାର ଶୁଣାଣି କରି ଯାଜପୁର ଲୋକସଭା ସାଂସଦ ରବିନ୍ଦ୍ରନାରାୟଣ ବେହେରାଙ୍କୁ ନୋଟିସ ଜାରି କରିଛନ୍ତି । ପୂର୍ବତନ ସାଂସଦ ଶର୍ମିଷ୍ଠା…
Read More...

ଆଜି ପୁଣି ସରଗରମ ହେବ ବିଧାନସଭା

ଦୁଇ ଦିନର ବିରତି ପରେ ଆଜି ପୁଣି ସରଗରମ ହେବ ବିଧାନସଭା। ଜଙ୍ଗଲ ପରିବେଶ, ଗ୍ରାମ୍ୟ ଉନ୍ନୟନ , ପଞ୍ଚାୟତିରାଜ ଓ ପାନୀୟ ଜଳ ଆଦି ବିଭାଗ ସହ ଅନ୍ୟ ବିଭାଗର ପ୍ରଶ୍ନୋତ୍ତର କାର୍ଯ୍ୟକ୍ରମ ରହିଛି। ତେବେ ଶୂନ୍ୟକାଳରେ…
Read More...

ଶ୍ରୀମନ୍ଦିରରେ ଆଜି ପାଳିତ ହେବ ନନ୍ଦୋତ୍ସବ ନୀତି

ଶ୍ରୀମନ୍ଦିରରେ ଆଜି ପାଳିତ ହେବ ନନ୍ଦୋତ୍ସବ ନୀତି। ସନ୍ଧ୍ୟା ଆଳତି ସରିବା ପରେ ମହାଜନ ସେବାୟତମାନେ ରାମକୃଷ୍ଣ ଓ ଦକ୍ଷିଣ ଘରୁ ମଦନମୋହନଙ୍କୁ ଜଗମୋହନ ଦୋଳିରେ ବିଜେ କରାଇବେ। ମଇଲମ ଓ ଅନ୍ୟାନ୍ୟ ନୀତି ସରିବା ପରେ ପ୍ରଭୁ…
Read More...

ଆସୁଛି ଆଉ ଏକ ଲଘୁଚାପ: ପ୍ରବଳରୁ ଅତି ପ୍ରବଳ ବର୍ଷିବ

ଗାଙ୍ଗେୟ ପଶ୍ଚିମବଙ୍ଗ ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ ଓ ଦକ୍ଷିଣପୂର୍ବ ବଙ୍ଗୋପସାଗରରୁ ଉତ୍ତରପୂର୍ବ ବଙ୍ଗୋପସାଗର ପର୍ଯ୍ୟନ୍ତ ବ୍ୟାପିଥିବା ମନ୍‌ସୁନ୍‌ ଟ୍ରପ୍‌ ଲାଇନ ପାଇଁ ବର୍ଷା ଜାରି ରହିଛି। ତେବେ ସୃଷ୍ଟ…
Read More...

ସୁଭଦ୍ରା ଯୋଜନା: କେଉଁଠୁ ମିଳିବ ଫର୍ମ, କିପରି କରିବେ ଆବେଦନ, ଜାଣିନିଅନ୍ତୁ…

ମହିଳା ଓ ଶିଶୁ ବିକାଶ ବିଭାଗ ପକ୍ଷରୁ ସୁଭଦ୍ରା ଯୋଜନା ପାଇଁ ଗାଇଡଲାଇନ ଜାରି କରାଯାଇଛି। ଗାଇଡଲାଇନ ଅନୁଯାୟୀ, ଆବେଦନକାରୀ ଓଡିଶାର ବାସିନ୍ଦା ହୋଇଥିବେ। ବୟସ ୨୧ରୁ ଅଧିକ ୬୦ ବର୍ଷରୁ କମ୍‌ ହୋଇଥିଲେ ସୁଭଦ୍ରା ଯୋଜନା…
Read More...