Browsing Category

ଓଡ଼ିଶା

ଗୃହରେ ଉଠିଲା ବିଜେବି କଲେଜ ଛାତ୍ରୀ ଆତ୍ମହତ୍ୟା କଥା

ଭୁବନେଶ୍ବର: ବିଧାନସଭାରେ ଗୃହ କାର୍ଯ୍ୟ ଆରମ୍ଭ ହୋଇଛି। ଗୃହ ବିଭାଗର ପ୍ରଶ୍ନ ଉତ୍ତର କାର୍ଯ୍ୟକ୍ରମ ଚାଲିଥିବା ବେଳେ ବିରୋଧୀ ଦଳର ସଦସ୍ୟମାନେ ନାରାବାଜି କରିଛନ୍ତି। ରାଗିଙ୍ଗର ଶିକାର ହୋଇ ବିଜେବି କଲେଜ ଛାତ୍ରୀଙ୍କ…
Read More...

କଲେଜ ଛାତ୍ରୀ ରୁଚିକା ମହାନ୍ତି ଆତ୍ମହତ୍ୟା ଘଟଣାର ଖୋଳତାଡ

ଭୁବନେଶ୍ୱର : ବିଜେବି ସ୍ୱୟଂଶାସିତ ମହାବିଦ୍ୟାଳୟ କଲେଜ ଛାତ୍ରୀ ରୁଚିକା ମହାନ୍ତି ଆତ୍ମହତ୍ୟା ଘଟଣାରେ ଖୋଳତାଡ । ୩ ସିନିୟରଙ୍କୁ ଗିରଫ କରିବା ପାଇଁ ଜୋର ଧରିଚି ଦାବି। ଛାତ୍ର ସଙ୍ଗଠନ ଓ ପରିବାର ଲୋକ କଲେଜ ସାମ୍ନାରେ…
Read More...

୬ ତାରିଖରେ ବାହାରିବା ମାଟ୍ରିକ ରେଜଲ୍ଟ

ଭୁବନେଶ୍ୱର : ଆଜି ମାଟ୍ରିକ ରେଜଲ୍ଟ ତାରିଖ ଘୋଷଣା ହେବ । ୬ ତାରିଖରେ ମାଟ୍ରିକ ରେଜଲ୍ଟ ବାହାରିବା ନେଇ ଚର୍ଚ୍ଚା । ଗଣଶିକ୍ଷା ମନ୍ତ୍ରୀଙ୍କ ଘୋଷଣା ଉପରେ ନଜର । ମାଟ୍ରିକ ପରୀକ୍ଷାଫଳ ପ୍ରକାଶ ନେଇ ସମସ୍ତ ପ୍ରସ୍ତୁତି…
Read More...

ଆଜି ମହାପ୍ରଭୁଙ୍କ ବନକଲାଗି ନୀତି

ପୁରୀ : ଆଜି ମହାପ୍ରଭୁଙ୍କ ବନକଲାଗି ନୀତି । ଆଜି ଆଡ଼ପ ମଣ୍ଡପରେ ଶ୍ରୀଜିଉଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ମଧ୍ୟାହ୍ନ ଧୂପ ପରେ ମହାପ୍ରଭୁଙ୍କ ବନକଲାଗି ନୀତି କରାଯିବ । ଦତ୍ତ ମହାପ୍ରାତ୍ର ସେବାୟତ ବିଭିନ୍ନ…
Read More...

ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଭାଲୁ ମୃତ

କଣ୍ଟାମାଳ : ବୌଦ୍ଧ ଜିଲ୍ଲା ମନମୁଣ୍ଡା ରେଞ୍ଜ ରତାଖଣ୍ଡି ସଂରକ୍ଷିତ ଜଙ୍ଗଲରେ ଏକ ଜଙ୍ଗଲୀ ଭାଲୁର ମୃତ୍ୟୁ।ତେବେ ବାରହା ଶୀକାର ପାଇଁ ବିଛା ଯାଇଥିବା ବିଦ୍ୟୁତ ତାର ଲାଗି ଏହି ଭାଲୁର ମୃତ୍ୟୁ ହୋଇଥିବା ଜଣାପଡିଛି। ତେବେ…
Read More...

ଆଜିଠୁ ଆରମ୍ଭ ହେଉଛି ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର: ଆଜିଠୁ ଆରମ୍ଭ ହେଉଛି ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା ବା ଓଜେଇଇ । ରାଜ୍ୟରେ ଥିବା ସରକାରୀ ଓ ଘରୋଇ ବୈଷୟିକ ଶିକ୍ଷାନୁଷ୍ଠାନରେ ନାମ ଲେଖାଇବା ପାଇଁ ପରୀକ୍ଷା । ଏଥିପାଇଁ ଓଡ଼ିଶା ସମେତ ୪ଟି ରାଜ୍ୟରେ…
Read More...

ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର, ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି ।  ଉତ୍ତର ଓଡ଼ିଶା ପାଶ୍ୱର୍ବର୍ତ୍ତୀ ଦକ୍ଷିଣ ଝାଡ଼ଖଣ୍ଡ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି ।  ଲଘୁଚାପ କ୍ଷେତ୍ର ନେଇ ଆଞ୍ଚଳିକ…
Read More...

ସଡ଼କ ଦୁର୍ଘଟଣାରେ ଚାଲିଗଲା ୨ଜୀବନ

ବଣାଇ: ସୁନ୍ଦରଗଡ଼ ଜିଲ୍ଲା ଗୁରୁଣ୍ଡିଆ ଥାନ ସୋଲ୍‌ ନିକଟରେ ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଫଳରେ ଦୁଇ ଯୁବକଙ୍କ ମୃତ୍ୟୁ ଘଟିଛି। ଯାତ୍ରା ଦେଖି ଫେରୁଥିବା ଭାରସାମ୍ୟ ହରାଇ ଗଛରେ ପିଟି ହୋଇଯାଇଥିଲେ।…
Read More...

ଦିନ ୧୧.୩୦ ଯାଏଁ ମୁଲତବୀ ଘୋଷଣା କଲେ ବାଚସ୍ପତି

ଭୁବନେଶ୍ୱର: ବିଜେବି କଲେଜ ଛାତ୍ରୀ ରୁଚିକା ମହାନ୍ତିଙ୍କ ଆତ୍ମହତ୍ୟାକୁ ନେଇ ଏବେ ସାରା ରାଜ୍ୟ ଉଠୁଛି ପଡ଼ୁଛି । ତେବେ ଏହି ପ୍ରସଙ୍ଗକୁ ନେଇ ଆଜି ମୌସୁମୀ ଅଧିବେଶନର ଦ୍ୱିତୀୟ ଦିନରେ ବିଧାନସଭା ହୁଲସ୍ତୁଲ ହୋଇଛି । …
Read More...

ଯୁବକଙ୍କୁ ପିଟିପିଟି ମାରିଦେଲେ

ଭଦ୍ରକ: ସାମାନ୍ୟ ବଚସାରୁ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ମୃତ ଯୁବକ ଜଣଙ୍କ ହେଲେ ଭଦ୍ରକ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ବିଜେଗଙ୍ଗାଧରପୁର ଗାଁର ବିଦ୍ୟାଧର ମାଝୀ। ଗତକାଲି ବିଦ୍ୟାଧର…
Read More...