Browsing Category

ଓଡ଼ିଶା

ହଟିଲା ବ୍ୟାରିକେଡ, ଓଡ଼ିଶା ପହଞ୍ଚିଲା ପଶ୍ଚିମବଙ୍ଗ ଆଳୁ

ହଟିଲା ବ୍ୟାରିକେଡ, ଓଡ଼ିଶା ପହଞ୍ଚିଲା ପଶ୍ଚିମବଙ୍ଗ ଆଳୁ। ପଶ୍ଚିମବଙ୍ଗ ଆଳୁକୁ ନେଇ ଗତକିଛି ଦିନ ହେଲା ଲାଗିରହିଥିବା ଅଚଳାବସ୍ଥା ଦୂର ହେବାକୁ ଯାଉଛି। କାରଣ ଯେଉଁ ବ୍ୟାରିକେଡ କରି ଆଳୁ ଟ୍ରକକୁ ଅଟକାଇଥିଲା…
Read More...

ସମସ୍ତଙ୍କୁ ଚମକାଇଦେଲେ ଜଗନ୍ନାଥ, ସ୍ୱାଧୀନ ପ୍ରାର୍ଥୀ ଭାବେ ନାମାଙ୍କନ ଭରିଲେ

ବିଜେପିର ରାଜ୍ୟସଭା ପ୍ରାର୍ଥୀ ମମତା ମହାନ୍ତ ଆଜି ବିଧିବଦ୍ଧ ଭାବେ ଭରିଲେ ନାମାଙ୍କନ। ବିଧାନସଭା ଆସି ନିଜର ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି ମମତା ମହାନ୍ତ । ତେବେ ଏହାର ଘଣ୍ଟାକ ପରେ ସ୍ୱାଧୀନ ପ୍ରାର୍ଥୀ ଭାବେ…
Read More...

ବଜ୍ରପାତରେ ୬ ମୃତ । ୪ ଲକ୍ଷ ଲେଖାଏଁ ଅନୁକମ୍ପା ଘୋଷଣା କଲେ ସରକାର ।

ଆଜି ରାଜ୍ୟର ବିଭିନ୍ନ ସ୍ଥାନରେ ବଜ୍ରପାତ ଘଟି ୬ ଜଣଙ୍କ ମୃତ୍ୟୁ ଘଟିଛି । ଏହି ଘଟଣାକୁ ନେଇ ଶୋକ ପ୍ରକାଶ କରିବା ସହ ମୃତକଙ୍କ ପରିବାର ପାଇଁ ଅନୁକମ୍ପାମୂଳକ ରାଶି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ମୃତ ବ୍ୟକ୍ତିଙ୍କ…
Read More...

ସେପ୍ଟେମ୍ବର ଶେଷ ସୁଦ୍ଧା ରାଜ୍ୟର ସମସ୍ତ ଘରକୁ ବିଦ୍ୟୁତ

ଆସନ୍ତା ସେପ୍ଟେମ୍ବର ଶେଷ ସୁଦ୍ଧା ରାଜ୍ୟର ସବୁ ଘରକୁ ବିଦ୍ୟୁତ ସଂଯୋଗ କରାଯିବ। ଏନେଇ ସୂଚନା ଦେଇଛନ୍ତି ଶକ୍ତି ମନ୍ତ୍ରୀ ତଥା ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ କହିଛନ୍ତି। ଏଥିସହିତ ଗରିବଙ୍କୁ ବିଦ୍ୟୁତ ସଂଯୋଗ ପାଇଁ…
Read More...

ଆସନ୍ତାକାଲି ଭୁବନେଶ୍ୱର ଆସୁଛନ୍ତି ଭାରତୀୟ ହକି ଟିମ୍ । ଓପନ୍ ବସରେ କରିବେ ବିଜୟ ଶୋଭାଯାତ୍ରା ।

ଆସନ୍ତାକାଲି ଭୁବନେଶ୍ୱର ଆସୁଛନ୍ତି ଭାରତୀୟ ହକି ଟିମ୍ । ପ୍ୟାରିସ୍ ଅଲମ୍ପିକରେ ବ୍ରୋଞ୍ଜ ପଦକ ବିଜେତା ଭାରତୀୟ ପୁରୁଷ ହକି ଟିମ୍ ଆସନ୍ତାକାଲି ୧୨ଟା ୩୦ ମିନିଟ୍ ସମୟରେ ଭୁବନେଶ୍ୱରରେ ପହଞ୍ଚିବେ । ଏୟାରପୋର୍ଟରେ…
Read More...

ପବିତ୍ର ଗହ୍ମା ପୂର୍ଣ୍ଣିମା ତଥା ରକ୍ଷା ବନ୍ଧନ ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ…

ଭୁବନେଶ୍ବର: ଆଜି ପବିତ୍ର ରାଖି ପୂର୍ଣ୍ଣିମା ତଥା ରକ୍ଷା ବନ୍ଧନ। ପବିତ୍ର ଗହ୍ମା ପୂର୍ଣ୍ଣିମା ତଥା ରକ୍ଷା ବନ୍ଧନ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି।…
Read More...

୨୨ରେ ଡିଗ୍ରୀଧାରୀ ମାଧ୍ୟମିକ ଶିକ୍ଷକ ଆଶାୟୀଙ୍କ ଧାରଣା

ରାଜ୍ୟରେ ୮୦ ହଜାରରୁ ଊଦ୍ଧର୍‌ବ ମେଧାବୀ ଛାତ୍ରୀଛାତ୍ର ଦୁଇବର୍ଷିଆ ବି.ଏଡ୍‌ ପାଠ ପଢି ଘରେ ବେକାର ହୋଇ ବସିଛନ୍ତି। ତୁରନ୍ତ ନିଯୁକ୍ତି ଦାବି କରି ମାଧ୍ୟମିକ ଆଶାୟୀ ଶିକ୍ଷକ ସଂଘ ଆସନ୍ତା ୨୨ ତାରିଖରେ ଆନ୍ଦୋଳନକୁ…
Read More...

ଏହି ୫ ଜିଲାକୁ ପ୍ରବଳ ବର୍ଷା, ସତର୍କ କରାଇଲା ପାଣିପାଗ ବିଭାଗ

ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଏବେ ସକ୍ରିୟ ରହିଛି। ଏହା ଉତ୍ତର-ଉତ୍ତରପଶ୍ଚିମ ଦିଗକୁ ଗତି କରି ୱେଲ୍‌ମାର୍କଡ ଲୋ-ପ୍ରେସରର ରୂପ ନେବା ପରେ ବାଂଲାଦେଶ ଉପକୂଳମୁହାଁ ହେବ। ଏହା ପ୍ରଭାବରେ ଓଡ଼ିଶାରେ…
Read More...

କଲକାତା ଘଟଣାରେ ଡାକ୍ତରଙ୍କ ବିକ୍ଷୋଭ ପୁରା ଦେଶର ବିଷୟ; କେନ୍ଦ୍ର ସଂସଦୀୟ ବ୍ୟାପର ମନ୍ତ୍ରୀ କିରଣ ରିଜିଜୁ

ଭୁବନେଶ୍ୱରରେ ପହଞ୍ଚିଛନ୍ତି କେନ୍ଦ୍ର ସଂସଦୀୟ ବ୍ୟାପାର ତଥା ସଂଖ୍ୟା ଲଘୁ ମନ୍ତ୍ରୀ କିରଣ ରିଜିଜୁ। ବିଧାନସଭାରେ ଆୟୋଜିତ ବିଧାୟକଙ୍କ ଜ୍ଞାନ ସଂସ୍କାର କାର୍ଯ୍ୟକ୍ରମରେ ସାମିଲ ହେବାକୁ ଓଡ଼ିଶା ଆସିଛନ୍ତି।…
Read More...

ଭିଜିଲାନ୍ସ ଜାଲରେ ଜିଏସଟି ଅତିରିକ୍ତ କମିଶନର । ଯାଜପୁର ସିଟି ଆଣ୍ଡ ଜିଏସଟି ଏନଫୋର୍ସମେଣ୍ଟ ଅତିରିକ୍ତ କମିଶନରଙ୍କ ଘରେ…

ଭିଜିଲାନ୍ସ ଜାଲରେ ଜିଏସଟି ଅତିରିକ୍ତ କମିଶନର । ସରକାରୀ ଟିକସ ହେରଫେର ଅଭିଯୋଗରେ ଯାଜପୁର ସିଟି ଆଣ୍ଡ ଜିଏସଟି ଏନଫୋର୍ସମେଣ୍ଟ ଅତିରିକ୍ତ କମିଶନର ବିନୟ ଭୂଷଣ ତ୍ରିପାଠୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ । ବିନୟ ଜଣେ…
Read More...