Browsing Category
ଓଡ଼ିଶା
ଆଜି ଶ୍ରୀଜିଉଙ୍କୁ ଲାଗି ହେବ ରାହୁ ରେଖା, ୪ ଘଣ୍ଟା ଦର୍ଶନ ବନ୍ଦ
ଆଜି ପବିତ୍ର ଭାଦ୍ରବ ମାସ କୃଷ୍ଣପକ୍ଷ ପଞ୍ଚମୀ ତିଥି ଅର୍ଥାତ୍ ରେଖାପଞ୍ଚମୀ । ଏହି ଅବସରରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଲାଗି ହେବ ରାହୁ ରେଖା। ଶ୍ରୀଜିଉଙ୍କ ଶ୍ରୀମୁଖ ସୁନ୍ଦର ଦେଖାଯିବା ପାଇଁ ରାହୁରେଖାକୁ…
Read More...
Read More...
ରତ୍ନଭଣ୍ଡାର ଯାଞ୍ଚ ପାଇଁ ଏଏସ୍ଆଇ ଡିଜିଙ୍କୁ ଚିଠି
ଶ୍ରୀମନ୍ଦିର ରତ୍ନଭଣ୍ଡାର ଯାଞ୍ଚ ଏବଂ ମରାମତି ପାଇଁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଏଏସ୍ଆଇ ଡିଜିଙ୍କୁ ରାତାରାତି ଚିଠି ଲେଖିଛନ୍ତି। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ ଏ ସମ୍ପର୍କରେ ଚିଠି ଲେଖିଥିବା…
Read More...
Read More...
ଶାନ୍ତି ସ୍ୱରୂପ ଭଟ୍ଟନାଗର ପୁରସ୍କାରରେ ସମ୍ମାନିତ ହେଲେ ଦୁଇ ଓଡିଆ ବୈଜ୍ଞାନିକ
ଶାନ୍ତି ସ୍ୱରୂପ ଭଟ୍ଟନାଗର ପୁରସ୍କାରରେ ସମ୍ମାନିତ ହେଲେ ଦୁଇ ଓଡିଆ ବୈଜ୍ଞାନିକ। ଗତକାଲି ରାଷ୍ଟ୍ରପତି ଭବନରେ ଆୟୋଜିତ ରାଷ୍ଟ୍ରୀୟ ବିଜ୍ଞାନ ପୁରସ୍କାର
ସମାରୋହରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏହି ପୁରସ୍କାର…
Read More...
Read More...
ଆଜି ପୁଣି ଖୋଲିବ ଶ୍ରୀମନ୍ଦିର ରତ୍ନଭଣ୍ଡାର, ଦିନ ଗୋଟାଏରୁ ବନ୍ଦ ରହିବ ସର୍ବସାଧାରଣ ଦର୍ଶନ
ଆଜି ପୁଣିଥରେ ଖୋଲିବ ଶ୍ରୀମନ୍ଦିର ରତ୍ନଭଣ୍ଡାର । ରତ୍ନଭଣ୍ଡାରରେ ଥିବା ଖାଲି ଆଲମିରା, ସିନ୍ଦୁକଗୁଡ଼ିକୁ ସ୍ଥାନାନ୍ତରଣ କରାଯିବ । ଏହାକୁ ନେଇ ଶ୍ରୀମନ୍ଦିର ପରିସରରେ ଥିବା ନୀଳାଦ୍ରିବିହାର ମ୍ୟୁଜିୟମ୍ ନିକଟ ଗୃହରେ…
Read More...
Read More...
୨୪ରୁ ଆହୁରି ବଢ଼ିବ ବର୍ଷା, ୨୫ ପର୍ଯ୍ୟନ୍ତ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା…
ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଜାରି ରହିବ। ୨ ଦିନ ଯାଏଁ ବର୍ତ୍ତମାନ ଭଳି ସ୍ଥିତି ଜାରି ରହିବାକୁ ଥିବା ବେଳେ ୨୪ରୁ ବର୍ଷାର ପ୍ରଭାବ ଆହୁରି ବୃଦ୍ଧି ହେବାର ସମ୍ଭାବନା ରହିଛି। ଏମିତି କି ୨୪ ଓ ୨୫…
Read More...
Read More...
ସକାଳୁ ସକାଳୁ ଓଭରଟେକ୍ କରିବ ହେଲା କାଳ, ଅକାଳରେ ଚାଲିଗଲା ୪ ଜୀବନ
ସକାଳୁ ସକାଳୁ ଓଭରଟେକ୍ କରିବା କାଳ। ହେଲା। ଅକାଳରେ ଚାଲିଗଲା ୪ ଜୀବନ । ଆଜି ସକାଳୁ ଗଞ୍ଜାମ ଜିଲ୍ଲା ହିଞ୍ଜିଳି ଥାନା ଅନ୍ତର୍ଗତ ସମ୍ବରଝୋଳ ତଥା କଞ୍ଜୁରୁ ଛକଠାରେ ଏହି ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି । ତେଲ…
Read More...
Read More...
ହଟିଲା ବ୍ୟାରିକେଡ, ଓଡ଼ିଶା ପହଞ୍ଚିଲା ପଶ୍ଚିମବଙ୍ଗ ଆଳୁ
ହଟିଲା ବ୍ୟାରିକେଡ, ଓଡ଼ିଶା ପହଞ୍ଚିଲା ପଶ୍ଚିମବଙ୍ଗ ଆଳୁ। ପଶ୍ଚିମବଙ୍ଗ ଆଳୁକୁ ନେଇ ଗତକିଛି ଦିନ ହେଲା ଲାଗିରହିଥିବା ଅଚଳାବସ୍ଥା ଦୂର ହେବାକୁ ଯାଉଛି। କାରଣ ଯେଉଁ ବ୍ୟାରିକେଡ କରି ଆଳୁ ଟ୍ରକକୁ ଅଟକାଇଥିଲା…
Read More...
Read More...
ସମସ୍ତଙ୍କୁ ଚମକାଇଦେଲେ ଜଗନ୍ନାଥ, ସ୍ୱାଧୀନ ପ୍ରାର୍ଥୀ ଭାବେ ନାମାଙ୍କନ ଭରିଲେ
ବିଜେପିର ରାଜ୍ୟସଭା ପ୍ରାର୍ଥୀ ମମତା ମହାନ୍ତ ଆଜି ବିଧିବଦ୍ଧ ଭାବେ ଭରିଲେ ନାମାଙ୍କନ। ବିଧାନସଭା ଆସି ନିଜର ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି ମମତା ମହାନ୍ତ । ତେବେ ଏହାର ଘଣ୍ଟାକ ପରେ ସ୍ୱାଧୀନ ପ୍ରାର୍ଥୀ ଭାବେ…
Read More...
Read More...
ବଜ୍ରପାତରେ ୬ ମୃତ । ୪ ଲକ୍ଷ ଲେଖାଏଁ ଅନୁକମ୍ପା ଘୋଷଣା କଲେ ସରକାର ।
ଆଜି ରାଜ୍ୟର ବିଭିନ୍ନ ସ୍ଥାନରେ ବଜ୍ରପାତ ଘଟି ୬ ଜଣଙ୍କ ମୃତ୍ୟୁ ଘଟିଛି । ଏହି ଘଟଣାକୁ ନେଇ ଶୋକ ପ୍ରକାଶ କରିବା ସହ ମୃତକଙ୍କ ପରିବାର ପାଇଁ ଅନୁକମ୍ପାମୂଳକ ରାଶି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ମୃତ ବ୍ୟକ୍ତିଙ୍କ…
Read More...
Read More...
ସେପ୍ଟେମ୍ବର ଶେଷ ସୁଦ୍ଧା ରାଜ୍ୟର ସମସ୍ତ ଘରକୁ ବିଦ୍ୟୁତ
ଆସନ୍ତା ସେପ୍ଟେମ୍ବର ଶେଷ ସୁଦ୍ଧା ରାଜ୍ୟର ସବୁ ଘରକୁ ବିଦ୍ୟୁତ ସଂଯୋଗ କରାଯିବ। ଏନେଇ ସୂଚନା ଦେଇଛନ୍ତି ଶକ୍ତି ମନ୍ତ୍ରୀ ତଥା ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ କହିଛନ୍ତି। ଏଥିସହିତ ଗରିବଙ୍କୁ ବିଦ୍ୟୁତ ସଂଯୋଗ ପାଇଁ…
Read More...
Read More...