Browsing Category

ଓଡ଼ିଶା

ଅଗ୍ନିପଥ ହିଂସା, କଟକରେ ଲାଠି ଚାର୍ଜ

କଟକ ଅଫିସ :  ସୈନ୍ୟବାହିନୀରେ ଚୁକ୍ତିଭିତ୍ତିକ ନିଯୁକ୍ତି ଯୋଜନା ‘ଅଗ୍ନିପଥ’ ବିରୋଧରେ ଦେଶବ୍ୟାପୀ ଆନ୍ଦୋଳନ ତୀବ୍ର ହେବାରେ ଲାଗିଛି। ବିଶେଷକରି ଏହା ହିଂସାତ୍ମକ ରୂପ ଧାରଣ କରୁଛି। ଏହାର ପ୍ରଭାବ କଟକରେ ମଧ୍ୟ…
Read More...

ବିବାହ ପାଇଁ ଆସିଲେନି ବିଧାୟକ, ଫେରିଗଲେ ପ୍ରେମିକା

ଜଗତ୍‌ସିଂହପୁର ଅଫିସ : ତିର୍ତ୍ତୋଲ ବିଧାୟକ ବିଜୟ ଶଙ୍କର ଦାସ (୩୦) ଏବଂ ତାଙ୍କ ପ୍ରେମିକା ତଥା ସ୍ଥାନୀୟ ଦେଉଳି ଗ୍ରାମେଶ୍ୱର ଗ୍ରାମର ସଂଗ୍ରାମ କିଶୋର ଦାଶଙ୍କ ଝିଅ ସୁମାଲିକା ଦାଶ (୨୯) ପରସ୍ପରକୁ ବିବାହ କରିବାକୁ…
Read More...

ପ୍ରାକୃତିକ ବିପର୍ଯ୍ୟୟକୁ ନେଇ ଏମିତି କହିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଭିଡିଓ କନ୍‌ଫରେନ୍ସରେ ରାଜ୍ୟସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନା ବୈଠକରେ ଅଧ୍ୟକ୍ଷତା କରି ସମସ୍ତ ସମ୍ଭାବ୍ୟ ବିପର୍ଯ୍ୟୟ ପାଇଁ ପ୍ରସ୍ତୁତ ରହିବାକୁ…
Read More...

କଳାହାଣ୍ଡି କିଏ ହେଲା ନୂଆ ଜିଲ୍ଲାପାଳ ଜାଣନ୍ତୁ

କଲମପୁର: ବଦଳିଲେ କଳାହାଣ୍ଡି ଜିଲ୍ଲାପାଳ ଗଭାଲି ପରାଗ ହର୍ଷଦ। ମୟୁରଭଞ୍ଜ ଜିଲ୍ଲାର ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ ଥିବା ୨୦୧୭ ବ୍ୟାଚର ଆଇଏଏସ୍ ପି. ଅନ୍ୱେଷା ରେଡ୍ଡୀଙ୍କୁ କଳାହାଣ୍ଡି ଜିଲ୍ଲାପାଳ…
Read More...

ମାଆକୁ ହାଣିଦେଲା ନାବାଳକ ପୁଅ

କେନ୍ଦୁଝର: ନାବାଳକ ପୁଅର ନାରକୀୟ କାଣ୍ଡ । ଡ୍ରେସ କିଣିବାକୁ ଟଙ୍କା ଦେଲାନି ବୋଲି ମାଆକୁ ହାଣିଦେଲା । କେନ୍ଦୁଝର ଜିଲ୍ଲା ନୟାକୋଟ ଥାନା ଉପରବରଡ଼ା ଗାଁରେ ଘଟିଛି ବୀଭତ୍ସ ହତ୍ୟାକାଣ୍ଡ । ମାଆକୁ ଟାଙ୍ଗିଆରେ ହାଣି…
Read More...

ଆଇଏଏସ ସ୍ତରରେ ବଡ଼ଧରଣର ଅଦଳବଦଳ

ଭୁବନେଶ୍ୱର: ରାଜ୍ୟ ସରକାର ଆଜି ଜିଲ୍ଲାପାଳ ଓ ଆଇଏଏସ ସ୍ତରରେ ବଡ଼ଧରଣର ଅଦଳବଦଳ କରିଛନ୍ତି । ୧୧ଟି ଜିଲ୍ଲାର ଜିଲ୍ଲାପାଳଙ୍କ ସମେତ ଭୁବନେଶ୍ୱର,କଟକ ଓ ବ୍ରହ୍ମପୁର ମହାନଗର ନିଗମର କମିଶନରଙ୍କୁ ବଦଳି କରାଯାଇଛି ।…
Read More...

ସମ୍ପତ୍ତି ପାଇଁ ତୁଚ୍ଛ ହେଲା ଭାଇ-ଭାଇ ସମ୍ପର୍କ

ଖଲ୍ଲିକୋଟ : ଜମିବାଡ଼ି ବିବାଦକୁ ନେଇ ଭାଇକୁ ଗୁଳି ମାରିଲା ଭାଇ। ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ଭିକାପଡ଼ା ଗାଁରେ ଘଟିଛି ଏହି ଘଟଣା। ଗୁଳିମାଡ଼ରେ ଗୁରୁତର ଆହତ ହୋଇଥିବା ଯୁବକଙ୍କ ନାଁ ବୀରେନ ଦଳେଇ…
Read More...

ରଥଯାତ୍ରା ପ୍ରସ୍ତୁତି : କର୍ଡନ ଓ ରଥ ଟଣା ଦାୟିତ୍ୱରେ ରହିବେ ବରିଷ୍ଠ ପଦାଧିକାରୀ

ପୁରୀ :  ଆଇନଶୃଙ୍ଖଳା ଅତିରିକ୍ତ ଡିଜି ରାଧାକୃଷ୍ଣ ଶର୍ମାଙ୍କ ଅଧ୍ୟକ୍ଷତାରେ ଏସପିଙ୍କ କାର୍ୟ୍ୟାଳୟରେ ଅନୁଷ୍ଠିତ ସମୀକ୍ଷା ବୈଠକରେ ରଥଯାତ୍ରା ପ୍ରସ୍ତୁତି ନେଇ ସମୀକ୍ଷା କରାଯାଇଛି। ବଡଦାଣ୍ଡର ୨୨ଟି ସ୍ଥାନକୁ ଚିହ୍ନଟ…
Read More...

ଆଜି ସଂଧ୍ୟାରେ କ୍ୟାବିନେଟ ବୈଠକ

ଭୁବନେଶ୍ୱର: ଆଜି ସଂଧ୍ୟାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିବ ମନ୍ତ୍ରୀ ପରିଷଦ ବୈଠକ । ନୂଆ ମନ୍ତ୍ରୀ ମଣ୍ଡଳର ପ୍ରଥମ ବୈଠକରେ ଅନେକ ଗୁରୁତ୍ବପୂର୍ଣ୍ଣ ପ୍ରସଙ୍ଗ ଉପରେ ଆଲୋଚନା କରାଯିବ । ବୈଠକରେ…
Read More...

ଆଜି ରାଜ୍ୟରେ ୨୫ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର : ରାଜ୍ୟରୁ ଶୁକ୍ରବାର ୨୫ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୮,୭୬୨ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି।…
Read More...