Browsing Category

ଓଡ଼ିଶା

ଶଙ୍କରାଚାର୍ଯ୍ୟଙ୍କୁ ଭେଟିଲେ ମୋହନ ଭାଗବତ

ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ(ଆର୍‌ଏସଏସ)ର ସରସଂଘଚାଳକ ଡ. ମୋହନ ଭାଗବତ ୫ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି। ଶୁକ୍ରବାର ସେ ଜଗଦଗୁରୁ ଶଙ୍କରାଚାର୍ଯ୍ୟଙ୍କୁ ଭେଟିଛନ୍ତି। ମୋହନ ଭାଗବତ ୫ ଦିନିଆ ଓଡ଼ିଶା ଗସ୍ତରେ…
Read More...

ଆସୁଛି ଆଉ ଏକ ଲଘୁଚାପ । ଅତି ପ୍ରବଳ ବର୍ଷା ନେଇ ୭ ଜିଲ୍ଲାକୁ ଅରେଞ୍ଜ ଓ୍ୱାର୍ଣ୍ଣିଂ

ଆସୁଛି ଆଉ ଏକ ଲଘୁଚାପ। ଗଙ୍ଗେୟ ପଶ୍ଚିମବଙ୍ଗ ସଂଲଗ୍ନ ଝାଡ଼ଖଣ୍ଡ ଏବଂ ଉତ୍ତର ଓଡ଼ିଶା ବାୟୁ ମଣ୍ଡଳ ଉପରି ଭାଗରେ ସକ୍ରିୟ ଘୂର୍ଣ୍ଣିବଳୟ। ଆସନ୍ତା ୧୨ ଘଣ୍ଟା ଭିତରେ ଲଘୁଚାପର ରୂପ ନେବ। ଏହା ପ୍ରଭାବରେ ଆଜି ପ୍ରବଳରୁ ଅତି…
Read More...

ମନଇଚ୍ଛା ପାଉଁଶ ଡମ୍ପିଂ ଘଟଣା: ବେଦାନ୍ତକୁ ଛାଟ ୭୧ କୋଟି ତଣ୍ଡ ଗଣିବ

ବିଗତ କିଛି ମାସ ହେଲା ବେଦାନ୍ତ ଆଲୁମିନିୟମ୍‌ ଝାରସୁଗୁଡ଼ା, ସମ୍ବଲପୁର ଓ ସୁନ୍ଦରଗଡ଼ ଜିଲ୍ଲାରେ ମନଇଚ୍ଛା ପାଉଁଶ ଡମ୍ପିଂ କରିଆସୁଛି। ଏହି ଘଟଣାରେ ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ଆଜି କଠୋର ଆଭିମୁଖ୍ୟ ପୋଷଣ…
Read More...

ଆସୁଛନ୍ତି ବାଂଲାଦେଶୀ ଅପରାଧୀ! ଉପକୂଳରେ ହାଇଆଲର୍ଟ

ବାଂଲାଦେଶରେ ଜେଲ୍ ଭାଙ୍ଗି ଅସ୍ତ୍ରଶସ୍ତ୍ର ସହିତ ଫେରାର୍ ଦୁର୍ଦ୍ଦାନ୍ତ ଅପରାଧୀ ସମୁଦ୍ରପଥରେ ଓଡ଼ିଶା ଆସିବାର ଆଶଙ୍କା କରାଯାଉଛି। ଏଥିପାଇଁ ଓଡ଼ିଶା ଉପକୂଳରେ ଥିବା ୧୮ଟି ସାମୁଦ୍ରିକ ଥାନାକୁ ହାଇଆଲର୍ଟ କରାଯାଇଛି।…
Read More...

ଆଇଏଏସ୍‌ ଅଫିସର ସ୍ତରରେ ବଡ଼ ଧରଣର ଅଦଳବଦଳ, ୧୭ ଜିଲାପାଳ ବଦଳିଲେ

ରାଜ୍ୟ ସରକାର ଆଇଏଏସ୍‌ ଏବଂ ବରିଷ୍ଠ ଓଏଏସ୍‌ ଅଫିସରସ୍ତରରେ ବଡ଼ ଧରଣର ଅଦଳବଦଳ କରିଛନ୍ତି। ଏନେଇ ବୁଧବାର ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ପ୍ରକାଶିତ ବିଜ୍ଞପ୍ତି…
Read More...

୧୨ରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି

ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଆସନ୍ତା ୧୨ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ବନ୍ଦ ରହିବ। ଜନ ଅଭିଯୋଗ ଶୁଣାଣିର ପରବର୍ତ୍ତୀ ତାରିଖ ଜନସାଧାରଣଙ୍କୁ ଗଣମାଧ୍ୟମ ଜରିଆରେ…
Read More...

ରାଜ୍ୟ ସରକାରଙ୍କ ବଡ଼ ଘୋଷଣା, ହଟିଲା ମୋ ସରକାର

ରାଜ୍ୟ ସରକାରଙ୍କ ବଡ଼ ନିଷ୍ପତ୍ତି । ବାବୁଙ୍କ ଉପରୁ ହଟିଲା 5T । ସରକାରୀ କର୍ମଚାରୀଙ୍କ ଉପରୁ ହଟିଲା ୫ଟି ଚାର୍ଟର । ୫ଟି ଚାର୍ଟର ସହ ହଟିଲା ମୋ ସରକାର । କ, ଖ, ଗ ବର୍ଗର କର୍ମଚାରୀଙ୍କ ଉପରୁ ହଟିଲା ୫ଟି । ୫ଟି…
Read More...

ରତ୍ନଭଣ୍ଡାର ପ୍ରସଙ୍ଗ: ସିବିଆଇ ତଦନ୍ତ ଦାବି କଲେ ସୁଦର୍ଶନ

ଶ୍ରୀମନ୍ଦିର କାର୍ଯ୍ୟାଳୟରେ ସୋମବାର ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ରତ୍ନଭଣ୍ଡାର ସମ୍ପର୍କରେ ଆଲୋଚନା କରାଯାଇଥିଲା। ମୁଖ୍ୟତଃ ଆଧୁନିକ ବୈଷୟିକ ଜ୍ଞାନ କୌଶଳ ବ୍ୟବହାର କରାଯାଇ…
Read More...

ବଢୁଛି ହୀରାକୁଦ ଜଳସ୍ତର ; ୧୪ଟି ଗେଟ୍ ଦେଇ ନିଷ୍କାସିତ ହେଉଛି ବନ୍ୟାଜଳ ।

ଛତିଶଡରେ ବର୍ଷା ହେବା ସହ ହୀରାକୁଦ ଜଳଭଣ୍ଡାରର ଜଳସ୍ତର ବଢିବାରେ ଲାଗିଛି। ଏବେ ଜଳସ୍ତର ବୃଦ୍ଧି ପାଇ ୬୦୯.୭୩ ଫୁଟରେ ରହିଛି। ଗତକାଲି ଦୁଇଟି ପର୍ୟ୍ୟାୟରେ ୮ଟି ଗେଟ୍ ଖୋଲାଯାଇଛି। ୬ଟି ଗେଟ୍ ଦେଇ ବନ୍ୟାଜଳ ନିଷ୍କାସନ…
Read More...

ବଢୁଛି ହୀରାକୁଦ ଜଳସ୍ତର ; ୧୪ଟି ଗେଟ୍ ଦେଇ ନିଷ୍କାସିତ ହେଉଛି ବନ୍ୟାଜଳ ।

ଛତିଶଡରେ ବର୍ଷା ହେବା ସହ ହୀରାକୁଦ ଜଳଭଣ୍ଡାରର ଜଳସ୍ତର ବଢିବାରେ ଲାଗିଛି। ଏବେ ଜଳସ୍ତର ବୃଦ୍ଧି ପାଇ ୬୦୯.୭୩ ଫୁଟରେ ରହିଛି। ଗତକାଲି ଦୁଇଟି ପର୍ୟ୍ୟାୟରେ ୮ଟି ଗେଟ୍ ଖୋଲାଯାଇଛି। ୬ଟି ଗେଟ୍ ଦେଇ ବନ୍ୟାଜଳ ନିଷ୍କାସନ…
Read More...