Browsing Category

ଓଡ଼ିଶା

ଆଜିଠୁ ବିଜେପିର ରାଜ୍ୟ କାର୍ଯ୍ୟକାରିଣୀ ବୈଠକ । ପୁରୀରେ ଦୁଇ ଦିନ ଧରି ଚାଲିବ ବୈଠକ । ଯୋଗଦେବେ ରାଷ୍ଟ୍ରୀୟ ଅଧ୍ୟକ୍ଷ…

ଆଜିଠୁ ବିଜେପିର ଦୁଇ ଦିନିଆ ପରିବର୍ଦ୍ଧିତ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ । ଏଥିପାଇଁ ଓଡ଼ିଶା ଗସ୍ତରେ ଆସୁଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ତଥା କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଜେ.ପି. ନଡ୍ଡା। ପୁରୀର…
Read More...

ବଙ୍ଗୋପସାଗରରେ ଲଘୁଚାପ: ୨୨ ଯାଏ ପ୍ରବଳ ବର୍ଷିବ

କେନ୍ଦ୍ରୀୟ ବଙ୍ଗୋପସାଗର ତତ୍‌ସଂଲଗ୍ନ ଉତ୍ତର ବଙ୍ଗୋପସାଗରରେ ଗୁରୁବାର ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏଥିସହ ଜଡ଼ିତ ସମ୍ପୃକ୍ତ ଘୂର୍ଣ୍ଣିବଳୟ ଦକ୍ଷିଣ-ପଶ୍ଚିମ ଦିଗକୁ ଢଳିରହିଛି। ଲଘୁଚାପ କ୍ଷେତ୍ର ଅଧିକ ଘନୀଭୂତ…
Read More...

ଆଜି ଶ୍ରୀମନ୍ଦିରକୁ ବାହୁଡ଼ିବେ ମହାପ୍ରଭୁ

ନବଦିନାତ୍ମକ ଯାତ୍ରା ସାରି ଜନ୍ମବେଦିରୁ ବାହୁଡ଼ି ଆସିଛନ୍ତି ମହାପ୍ରଭୁ। ଭଉଣୀଭାଇଙ୍କ ସହ ସିଂହଦ୍ୱାର ସମ୍ମୁଖରେ ତିନିରଥ ଉପରେ ଏବେ ଅବସ୍ଥାନ କରୁଛନ୍ତି ମହାପ୍ରଭୁ। ଗୁରୁବାର ରଥଉପରେ ମହାପ୍ରଭୁଙ୍କ ଅଧରପଣା ସମ୍ପନ୍ନ…
Read More...

ନବୀନ ପଟ୍ଟନାୟକଙ୍କ ବିରୋଧରେ ଏତଲା

ନିଖିଳ ଓଡ଼ିଶା ଠିକାଦାର ମହାସଂଘକୁ ବିଜେଡି ସରକାର ଧୋକା ଦେଇଥିବା ଅଭିଯୋଗ ହୋଇଛି। ଦୀର୍ଘ ୨୫ବର୍ଷ ହେବ ଓଡ଼ିଶାର କାମକୁ ଅନ୍ୟ ରାଜ୍ୟର ଠିକାଦାରମାନଙ୍କୁ ଦେଇ ଓଡ଼ିଶାର ଠିକାଦାରମାନଙ୍କ ସହ ଛଳନା କରାଯାଇଥିବା ଠିକାଦାର…
Read More...

କଟକ ଏସସିବି ମେଡିକାଲରେ ଭର୍ତ୍ତି ହେଲେ କମଳା ପୂଜାରୀ

ଗତ କିଛି ଦିନ ହେଲା ଅସୁସ୍ଥ ହୋଇ ପଡ଼ିଥିବା ପଦ୍ମଶ୍ରୀ କମଳା ପୂଜାରୀ କଟକ ଏସସିବି ମେଡିକାଲରେ ଭତ୍ତି ହୋଇଛନ୍ତି। ଆଜି ସ୍ୱତନ୍ତ୍ର ଆମ୍ବୁଲାନ୍ସ ଯୋଗେ ତାଙ୍କୁ କଟକ ଅଣାଯାଇ ଏସସିବର ମେଡ଼ିସିନ ବିଭାଗରେ ଭର୍ତ୍ତି…
Read More...

ଆଜି ଅଧରପଣା ନୀତି, ତିନିରଥରେ ଭାଙ୍ଗିବ ୯ ଅଧରହାଣ୍ଡି

ପୁରୀ: ସିଂହଦ୍ୱାର ସମ୍ମୁଖରେ ଦଣ୍ଡାୟମାନ ତିନିରଥ ଉପରେ ଗୁରୁବାର ଅଧରପଣା ନୀତି ସମ୍ପନ୍ନ ହେବ। ଏହି ନୀତି ପାଇଁ ସ୍ୱତନ୍ତ୍ର ହାଣ୍ଡି ପ୍ରସ୍ତୁତ ହୋଇଛି। ତାହାକୁ ଅଧର ହାଣ୍ଡି କୁହାଯାଏ। ଏହି ହାଣ୍ଡିରେ ପଣା ପ୍ରସ୍ତୁତ…
Read More...

ତଦାରଖ କମିଟି, ପରିଚାଳନା କମିଟି ଉପସ୍ଥିତିରେ ହିଁ ହେବ ଗଣତି: ଗଜପତି ମହାରାଜ  

ପୁରୀ,୧୮ା୭: ଶ୍ରୀମନ୍ଦିର ରତ୍ନଭଣ୍ଡାର ଭିତରୁ ବାହାରିବା ପରେ ଗଜପତି ମହାରାଜ ଦିବ୍ୟସିଂହ ଦେବ ତାଙ୍କର ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ଗୁରୁବାର ଅର୍ଥାତ୍‌ ଆଜି ସନ୍ଧ୍ୟା ସୁଦ୍ଧା ସ୍ଥାନାନ୍ତର ପ୍ରକ୍ରିୟା…
Read More...

ବିଜେଡିର ଛାୟା କ୍ୟାବିନେଟକୁ ନେଇ ବିସ୍ଫୋରକ ବୟାନ ଦେଲେ ଅମର ଶତପଥୀ, କହିଲେ, ପୂର୍ବରୁ ଏମିତି କରିଥିଲେ…

ବିଜେଡିର ଛାୟା କ୍ୟାବିନେଟ ଗଠନ ହୋଇଛି। ଯାହାକୁ ନେଇ ବହୁ ଭାଜପା ନେତା ଟର୍ଗେଟ କରିଥିବାବେଳେ ବିଜେଡିର ଜଣେ ବରିଷ୍ଠ ନେତା ମଧ୍ୟ ଏହାକୁ ସମାଲୋଚନା କରିଛନ୍ତି। ବିଜେଡି ନେତା ଅମର ଶତପଥୀ କହିଛନ୍ତି, ନବୀନ ପଟ୍ଟନାୟକ…
Read More...

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ; ଆସନ୍ତା ତିନି ଦିନ ପ୍ରବଳ ବର୍ଷା

କେନ୍ଦ୍ରୀୟ ଏବଂ ଉତ୍ତର ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଆଗକୁ ଏହି ଲଘୁଚାପ କ୍ଷେତ୍ରଟି ଦକ୍ଷିଣ-ପଶ୍ଚିମ ଦିଗକୁ ବିସ୍ତାର କରି ଅଧିକ ଘନୀଭୂତ ହୋଇ ଆସନ୍ତା ଦୁଇ ଦିନ ମଧ୍ୟରେ ଉତ୍ତର-ପଶ୍ଚିମ ଦିଗକୁ…
Read More...

ରାତି ପାହିଲେ ଖୋଲିବ ରତ୍ନଭଣ୍ଡାର: ଏ ବର୍ଷ ବଢ଼ିବନି ସୁନାବେଶ ଦର୍ଶନ ସମୟ

ଏବର୍ଷ ସୁନାବେଶ ଦର୍ଶନ ସମୟ ବଢ଼ିବନି। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ ଏ ନେଇ ସୂଚନା ଦେଇଛନ୍ତି। ସେ କହିଛନ୍ତି,ଯେଉଁ ସମୟ ନିର୍ଘଣ୍ଟ ହୋଇଛି ସେତିକି ସମୟ ହିଁ ମହାପ୍ରଭୁଙ୍କ ଦର୍ଶନ ମିଳିବ। ରାତି…
Read More...