Browsing Category

ଓଡ଼ିଶା

ଛାତ୍ରଛାତ୍ରୀଙ୍କ ସ୍ବାସ୍ଥ୍ୟ ସୁରକ୍ଷା ଉପରେ ଗୁରୁତ୍ୱ ଦେବାକୁ ରାଜ୍ୟର ସମସ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ଙ୍କୁ ନିର୍ଦେଶ

ଜଟଣୀ (ସଞ୍ଜୀବ କୁମାର) : ସ୍କୁଲ ଛାତ୍ରଛାତ୍ରୀଙ୍କ ସ୍ବାସ୍ଥ୍ୟ ସୁରକ୍ଷା ଉପରେ ଗୁରୁତ୍ୱ ଦେବାକୁ ରାଜ୍ୟର ସମସ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ଙ୍କୁ ନିର୍ଦେଶ | ସ୍କୁଲ ଛାତ୍ରଛାତ୍ରୀଙ୍କ ସ୍ବାସ୍ଥ୍ୟ ସୁରକ୍ଷା ଉପରେ ଅଧିକ…
Read More...

ବିଧାନସଭାର ଶୀତକାଳିନ ଅଧିବେଶନ ଆରମ୍ଭରୁ କଂଗ୍ରେସର ଅଭିନବ ପ୍ରତିବାଦ

ଭୁବନେଶ୍ୱର : ବିଧାନସଭାର ଶୀତକାଳିନ ଅଧିବେଶନ ଆରମ୍ଭରୁ କଂଗ୍ରେସର ଅଭିନବ ଉପାୟରେ ପ୍ରତିବାଦ । ବିଧାନସଭା ଗେଟ ଆଗରେ କଂଗ୍ରେସ ପକ୍ଷରୁ ଧାରଣା ଦିଆଯାଇଛି। ମମିତା ମୃତ୍ୟୁ ମାମଲାରେ ଗୃହରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର…
Read More...

ସମ୍ବାଦପତ୍ର ହକର୍‌ ମାନଙ୍କ ପାଇଁ ସାମାଜିକ ସୁରକ୍ଷା ଯୋଜନା ଘେଷଣା କଲେ ମୁଖ୍ୟମନ୍ତ୍ରୀ

ସୂଚନା ଓ ସମ୍ବାଦ ପ୍ରସାରଣରେ ହକର୍‌ ମାନଙ୍କର ଏକ ଗୁରୁତ୍ବପୂର୍ଣ୍ଣ ଭୂମିକା ରହିଛି । ଖରା, ବର୍ଷା, ଶୀତ ସବୁ ସମୟରେ ସୂର୍ଯ୍ୟୋଦୟ ପୂର୍ବରୁ ସେମାନଙ୍କର ଆରମ୍ଭ ହୋଇଥାଏ କର୍ମମୟ ଜୀବନ । ଜନସାଧାରଣଙ୍କୁ ଖବର ସହ…
Read More...

ମମିତା ମେହେର ହତ୍ୟାକାଣ୍ଡ ମାମଲା,ଦୋଷୀ ଖସିଯିବାର ବାଟ ତିଆରି କରୁଛି ପୋଲିସ : କଂଗ୍ରେସ

ଭୁବନେଶ୍ୱର - ବହୁ ଚର୍ଚ୍ଚିତ ମମିତା ମେହେର ହତ୍ୟାକାଣ୍ଡରେ ପୋଲିସ ଉପଯୁକ୍ତ ତଦନ୍ତ କରି ଦୋଷୀକୁ ଦଣ୍ଡ ଦେବା ପରିବର୍ତେ ସେହି ଘଟଣାରେ ସଂଶ୍ଳିଷ୍ଟ ଓ ପୃଷ୍ଠପୋଷକ ମାନଙ୍କୁ ଖସେଇ ଦେବାପାଇଁ ଷଡଯନ୍ତ୍ର କରୁଛି । ପୋଲିସର…
Read More...

ମଙ୍ଗଳାଯୋଡ଼ି ଗ୍ରାମରେ ମା ଘର ସଂଘଠନ ଅନୁଷ୍ଠିତ

ଖୋର୍ଦ୍ଧା(ରାକେଶ କୁମାର ଜଗଦେବ) : ଖୋର୍ଦ୍ଧା ଜିଲ୍ଲା ଟାଙ୍ଗି ବ୍ଳକ ମଙ୍ଗଳାଯୋଡ଼ି ଗ୍ରାମରେ ମା ଘର ଫାଉଣ୍ଡେସନ ସଂଘଠନ ଆରମ୍ଭ ହୋଇ ଯାଇଛି । ଏହି ସଂଘଠନ ୨୦୦୪ ମସିହାରୁ ଓଡ଼ିଶାରେ ଆରମ୍ଭ ହୋଇଥିଲା | ଆଜି…
Read More...

ଶେଷ ହେଲା ପ୍ରଥମ ପର୍ଯ୍ୟାୟ ସ୍କୁଲ ରୂପାନ୍ତର ପର୍ବ

ଅଗଷ୍ଟ ମାସରୁ ହିଞ୍ଜିଳିକାଟୁରୁ ଆରମ୍ଭ ହୋଇଥିବା ୫-ଟି ସ୍କୁଲ ରୂପାନ୍ତର କାର୍ଯ୍ୟକ୍ରମର ପ୍ରଥମ ପର୍ଯ୍ୟାୟ ଲୋକାର୍ପଣ ପର୍ବ ଯାଜପୁର ବିରଜା ହାଇସ୍କୁଲରେ ଛାତ୍ରଛାତ୍ରୀଙ୍କ ଚିତାକର୍ଷକ ସାଂକୃତିକ କାର୍ଯ୍ୟକ୍ରମ ଓ…
Read More...

ସାଇ ମନ୍ଦିର ପ୍ରାଣ ପ୍ରତିଷ୍ଠା ଉପଲକ୍ଷେ ବିଶାଳ କଳସ ଯାତ୍ରା ଅନୁଷ୍ଠିତ

ରାଜଗାଙ୍ଗପୁର(ଗିରିଜା ପ୍ରସାଦ ସାମଲ) : ସୁନ୍ଦରଗଡ଼ ଜିଲ୍ଲା ରାଜଗାଙ୍ଗପୁର ସହର ଲମଲୋଇରେ ନୂତନ ସାଇ ମନ୍ଦିର ପ୍ରାଣ ପ୍ରତିଷ୍ଠା ଅବସରରେ ଆଜି ଏକ ବିଶାଳ କଳସ ଶୋଭା ଯାତ୍ରା କରାଯାଇଥିଲା | ସୂଚନା ଅନୁଯାୟୀ ଆସନ୍ତା…
Read More...

ଜାତୀୟ ରାଜପଥ ଉପରୁ ଅଜଣା ଯୁବକଙ୍କ କ୍ଷତାକ୍ତ ମୃତ ଦେହ ଉଦ୍ଧାର

ଖୋର୍ଦ୍ଧା (ରାକେଶ କୁମାର ଜଗଦେବ) : ଚାନ୍ଦପୁର ଥାନା ଚଂପାଗଡ ଛକ ୧୬ ନଂ ଜାତୀୟ ରାଜପଥ ଉପରୁ ଅଜଣା ଯୁବକଙ୍କ କ୍ଷତାକ୍ତ ମୃତ ଦେହ ଉଦ୍ଧାର ,କାରଣ ଅସ୍ପଷ୍ଟ | ଚଂପାଗଡ ଗ୍ରାମର କିଛି ବ୍ୟକ୍ତି ମର୍ଣିଙ୍ଗ୍ ୱାକ ରେ…
Read More...

ରାଜ୍ୟ ସରକାର ବିରୁଦ୍ଧରେ ବ୍ୟାପକ ଆନ୍ଦୋଳନକୁ ଓହ୍ଲାଇବ କଂଗ୍ରେସ

ଭୁବନେଶ୍ୱର - ଚଳିତ ବର୍ଷରେ ବର୍ତ୍ତମାନ ପର୍ଯ୍ୟନ୍ତ ୭ଜଣ ଚାଷୀ ଆତ୍ମହତ୍ୟା କରିସାରିଲେଣି । ଗତ ନଭେମ୍ବର ୧୬ ତାରିଖରେ ବାଲେଶ୍ୱର ଜିଲ୍ଲାର ଜଳେଶ୍ୱରର ଶାଳୀକୋଠା ଗ୍ରାମର ଚାଷୀ ଲକ୍ଷ୍ମୀ ନାରାୟଣ ଜେନା ବିଲରେ ବିଷ ପିଇ…
Read More...

ତୃଣମୂଳ ସ୍ତରରେ କଂଗ୍ରେସ ସଂଗଠନକୁ ସୁଦୃଢ଼ କରିବାପାଇଁ ବ୍ୟାପକ ଖସଡ଼ା ପ୍ରସ୍ତୁତ କରିଛି ପ୍ରଦେଶ କଂଗ୍ରେସ

ଭୁବନେଶ୍ୱର - ଦେଶ ସ୍ୱାଧୀନତାର ୭୫ ବର୍ଷ ପୂର୍ତି ରାଜ୍ୟବ୍ୟାପି ପାଳନ କରିବାପାଇଁ ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ନିଷ୍ପତି ନିଆଯାଇଛି ଏବଂ ତୃଣମୂଳ ସ୍ତରରେ କଂଗ୍ରେସ ସଂଗଠନକୁ ସୁଦୃଢ଼ କରିବାପାଇଁ ବ୍ୟାପକ ଖସଡ଼ା…
Read More...