Browsing Category

ଓଡ଼ିଶା

ଏନ. ଭି. ରମଣ ସୁପ୍ରିମକୋର୍ଟର ପରବର୍ତ୍ତୀ ସିଜେଆଇ !

ନୂଆଦିଲ୍ଲୀ : ଜଷ୍ଟିସ ଏନ.ଭି. ରମଣ ସୁପ୍ରିମକୋର୍ଟର ପରବର୍ତ୍ତୀ ପ୍ରଧାନ ବିଚାରପତି ବା ସିଜେଆଇ ହୋଇପାରନ୍ତି। ଏନେଇ କେନ୍ଦ୍ର ସରକାରଙ୍କୁ ଚିଠି ଲେଖିଛନ୍ତି ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଏସଏ ବୋବଡେ । ବରିଷ୍ଠତା…
Read More...

ଅଭିନେତା ଅମୀର ଖାନ କରୋନା ପଜିଟିଭ

ମୁମ୍ବାଇ : ଦେଶରେ ଲଗାତାର ଭାବେ କରୋନା ସଂକ୍ରମଣ ବଢିବାରେ ଲାଗିଛି । ଗତ କିଛିଦିନ ମଧ୍ୟରେ ଗୋଟିଏ ପରେ ଗୋଟିଏ ବଲିଉଡ୍ ତାରକା ଭାଇରସ କବଳରେ ପଡିଯାଇଛନ୍ତି । ନିକଟରେ ଅଭିନେତା ରଣବୀର କପୁର, କାର୍ତ୍ତିକ ଆର୍ୟନ ଓ…
Read More...

ସରକାରୀ ସ୍କୁଲରେ ପଢୁଥିବା ଛାତ୍ରଛାତ୍ରୀଙ୍କ ପାଇଁ ବଡ ଖବର

ଭୁବନେଶ୍ୱର : ସରକାରୀ ସ୍କୁଲରେ ପଢୁଥିବା ଛାତ୍ରଛାତ୍ରୀଙ୍କ ପାଇଁ ବଡ ଖବର । ସରକାରୀ ସ୍କୁଲ ପିଲାଙ୍କ ପାଇଁ ସଂରକ୍ଷଣ ନେଇ ବିଧାନସଭାରେ ସଂକଳ୍ପ ନିଆଯାଇଛି । ସରକାରୀ ହାଇସ୍କୁଲରେ ପଢୁଥିବା ଛାତ୍ରଛାତ୍ରୀଙ୍କ ପାଇଁ…
Read More...

ରାଜ୍ୟରେ ପୁଣି ୧୧୩ ନୂଆ ପଜିଟିଭ୍ ଚିହ୍ନଟ, ସୁନ୍ଦରଗଡ଼ରୁ ସର୍ବାଧିକ

ଭୁବନେଶ୍ୱର : ରାଜ୍ୟରେ ଆଜି ବି କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଶହେ ଟପିଛି । ଏହା ମଧ୍ୟରେ ଆଜି ପୁଣି ୧୧୩ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୬୭ ଓ ସ୍ଥାନୀୟ ଅଞ୍ଚଳରୁ ୪୬ ଜଣ ଚିହ୍ନଟ…
Read More...

ପିପିଲି ଉପନିର୍ବାଚନ ଆସିଲା ବିଜ୍ଞପ୍ତି, ଆଜିଠୁ ନାମାଙ୍କନ

ଭୁବନେଶ୍ୱର : ପିପିଲି ଉପନିର୍ବାଚନ ପାଇଁ ରାଜନୀତି ତୀବ୍ର ହେବାରେ ଲାଗିଥିବା ବେଳେ ଆଜି ବିଜ୍ଞପ୍ତି ପ୍ରକାଶ ପାଇଛି । ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ପକ୍ଷରୁ ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ଆଜିଠାରୁ…
Read More...

୪ ଅଧିକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର: ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ବିରୋଧରେ ଶୂନ୍ୟ ସହିଷ୍ଣୁତା ନୀତି ଆପଣେଛନ୍ତି ରାଜ୍ୟ ସରକାର । ଆଉ ୪ ଅଧିକାରୀଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି ସରକାର । ୨ ସରକାରୀ ଅଧିକାରୀଙ୍କୁ…
Read More...

ରାଜ୍ୟରେ ଆଜି ପୁଣି ୧୪୬ ପଜିଟିଭ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ ୩୫

ଭୁବନେଶ୍ୱର : ରାଜ୍ୟରେ କରୋନା ଗ୍ରାଫ ଉପରମୁହାଁ ହେବାରେ ଲାଗିଛି । ମାସକ ପରେ ରାଜ୍ୟରେ ପୁଣି ୧୦୦ ପାର୍‌ ହେଉଛି କରୋନା ସଂକ୍ରମିତଙ୍କ ସଂଖ୍ୟା। ଗତ ୨୪ ଘଣ୍ଟାରେ ୧୪୬ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ…
Read More...

ଓଡ଼ିଶାରେ ପହଞ୍ଚିଲେ ରାଷ୍ଟ୍ରପତି ରାମନାଥ

ଭୁବନେଶ୍ୱର: ଭୁବନେଶ୍ୱରରେ ପହଞ୍ଚିଛନ୍ତି ରାଷ୍ଟ୍ରପତି ରାମନାଥ କୋଭିନ୍ଦ । ରାଷ୍ଟ୍ରପତି ତିନି ଦିନିଆ ଓଡିଶା ଗସ୍ତରେ ଆସିଥିବାବେଳେ ସନ୍ଧ୍ୟାରେ ବିଜୁ ପଟ୍ଟନାୟକ ବିମାନବନ୍ଦରରେ ପହଞ୍ଚିଛନ୍ତି । ଏୟାରପୋର୍ଟରେ ବହୁ…
Read More...

ହୋଲି ପାଇଁ ଆସିଲା BMCର ଗାଇଡଲାଇନ୍

ଭୁବନେଶ୍ୱର : ରାଜ୍ୟରେ କରୋନା ଗ୍ରାଫ ଉପରମୁହାଁ ହେବାରେ ଲାଗିଛି । ହୋଲିକୁ ଦୃଷ୍ଟିରେ ରଖି ଭୁବନେଶ୍ୱର ମହାନଗର ନିଗମ ବା ବିଏମସି ପକ୍ଷରୁ ଗାଇଡଲାଇନ୍ ଜାରି ହୋଇଛି । ହୋଲି ପାଇଁ ଜାରି ହୋଇଥିବା ମାର୍ଗଦର୍ଶିକା ନେଇ…
Read More...

ଖୁସି ଖବର: ବଢିଲା ଲର୍ଣ୍ଣର୍ସ ଲାଇସେନ୍ସ ଅବଧି

ଭୁବନେଶ୍ୱର : ରାଜ୍ୟରେ କୋଭିଡ ସ୍ଥିତିକୁ ଦୃଷ୍ଟିରୁ ରଖି ଗୁରୁତ୍ୱପୂର୍ଣ୍ଣ ଘୋଷଣା କରିଛନ୍ତି ପରିବହନ କମିଶନର । ମାର୍ଚ୍ଚ ୧୮ ସୁଦ୍ଧା ସରିଥିବା ଲର୍ଣ୍ଣର୍ସ ଲାଇସେନ୍ସର ଅବଧି ବୃଦ୍ଧି ହୋଇଛି । ଏନେଇ ରାଜ୍ୟ ପରିବହନ…
Read More...