Browsing Category
ଓଡ଼ିଶା
ଦୁଇ ଓଡିଆ ଖେଳାଳିଙ୍କ ପ୍ରଶଂସାରେ ମୁଖ୍ୟମନ୍ତ୍ରୀ ; ଅଲିମ୍ପିକ୍ସ ପୂର୍ବରୁ କିଶୋର ଜେନା ଏବଂ ଅମିତ ରୋହିଦାସଙ୍କ ପାଇଁ…
ଆଗାମୀ ଅଲିମ୍ପିକ୍ସରେ ଭାରତର ପ୍ରତିନିଧିତ୍ୱ କରିବାକୁ ଯୋଗ୍ୟତା ଅର୍ଜନ କରିଥିବା ଓଡ଼ିଶାର ଦୁଇ ଖେଳାଳି କିଶୋର ଜେନା ଏବଂ ଅମିତ ରୋହିଦାସଙ୍କୁ ଶୁଭେଚ୍ଛା ଜଣାଇବା ସହ ସେମାନଙ୍କ ପାଇଁ ଆର୍ଥିକ ପ୍ରୋତ୍ସାହନ ଘୋଷଣା…
Read More...
Read More...
ଶରଧାବାଲିରେ ପହଞ୍ଚିଲା ବଳଭଦ୍ରଙ୍କ ତାଳଧ୍ୱଜ ରଥ
ବଡ଼ଦାଣ୍ଡରେ ସୋମବାର ସକାଳୁ ପୁଣି ରଥଟଣା ଆରମ୍ଭ ହୋଇଥିଲା। ଲକ୍ଷ ଲକ୍ଷ ଶ୍ରଦ୍ଧାଳୁ ମରିଚୀକୋଟ ଛକ ନିକଟରେ ଅଟକିଥିବା ତାଳଧ୍ୱଜ ରଥକୁ ଟାଣି ନେଇଥିଲେ। ହେଲେ ମଧ୍ୟାହ୍ନରେ ଶରଧାବାଲିରେ ପହଞ୍ଚିଛି ବଡ଼ଠାକୁରବଳଭଦ୍ରଙ୍କ…
Read More...
Read More...
ଆଜି ଶ୍ରୀଜିଉଙ୍କ ନବଯୌବନ ଦର୍ଶନ । ଭକ୍ତଙ୍କୁ ମିଳିବନି ଦର୍ଶନ ସୁଯୋଗ
ଅଣସର ନୀତି ଶେଷ ପରେ ଆଜି ଶ୍ରୀଜିଉଙ୍କ ନବଯୌବନ ଦର୍ଶନ । କିନ୍ତୁ ଭକ୍ତଙ୍କୁ ମିଳିବନି ମହାବାହୁଙ୍କ ନବଯୌବନ ଦର୍ଶନ ସୁଯୋଗ । ସୁସ୍ଥ ହେବା ପରେ ଖଡ଼ି ଲାଗି ସହ ଆଜି ବିଳମ୍ବିତ ରାତିରେ ମହାପ୍ରଭୁଙ୍କ ଦୁଇଦିନିଆ ବନକଲାଗି…
Read More...
Read More...
ଆଜି ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା: ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ…
ଆଜି ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ଏହି ଅବସରରେ ଭାରତର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ଓଡ଼ିଶାର ରାଜ୍ୟପାଳ ରଘୁବର ଦାସ ଓ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରମୁଖ ଶୁଭେଚ୍ଛା…
Read More...
Read More...
ସିଜେଆଇଙ୍କୁ ପତ୍ର ଲେଖିଲେ ୧୫୦ ଆଇନଜୀବୀ,କେଜ୍ରିଓ୍ବାଲଙ୍କ ଜାମିନ ରୋକାଯିବା ଚିନ୍ତାଜନକ…
ଅବକାରୀ ନୀତି ସହ ଜଡ଼ିତ ମନିଲଣ୍ଡରିଂ ମାମଲାରେ ତିହାର ଜେଲରେ ଥିବା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲଙ୍କୁ ରାଉସ୍ ଆଭେନ୍ୟୁ କୋର୍ଟ ଜାମିନ ମଞ୍ଜୁର କରିଥିବାବେଳେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି)…
Read More...
Read More...
ବାଲୁଖଣ୍ଡରେ ହେବ ସଫାରି
ପୁରୀ ବାଲୁଖଣ୍ଡ ଅଭୟାରଣ୍ୟରେ ଜଙ୍ଗଲ ସଫାରି ହେବ। ପର୍ଯ୍ୟଟକଙ୍କୁ ଜଙ୍ଗଲ ବୁଲିବାର ଅନୁଭୂତି ମିଳିବ। ଅକ୍ଟୋବରରୁ ଏହି କାର୍ଯ୍ୟ ଆରମ୍ଭ ହେବ ବୋଲି ଶନିବାର ବନ୍ୟପ୍ରାଣୀ ପିସିସିଏଫ୍ ସୁଶାନ୍ତ ନନ୍ଦ କହିଛନ୍ତି। ସେ…
Read More...
Read More...
ଆଜି ମହାପ୍ରଭୁଙ୍କ ବିଶ୍ଵ ପ୍ରସିଦ୍ଧ ରଥ ଯାତ୍ରା
ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥି ରବିବାର ପବିତ୍ର ଘୋଷଯାତ୍ରା। ଏଥିପାଇଁ ରଥ, ପଥ, ଭକ୍ତ ଏବଂ ସେବାଯତ ସମସ୍ତେ ପ୍ରସ୍ତୁତ। କେବଳ ମହାପ୍ରଭୁଙ୍କୁ ଅପେକ୍ଷା। ଶ୍ରୀମନ୍ଦିର ରନତ୍ସିଂହାସନ ଛାଡ଼ି ଭକ୍ତଙ୍କୁ ଦର୍ଶନ ଦେବା…
Read More...
Read More...
ପୂର୍ବତନ ମନ୍ତ୍ରୀଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ
ପୁରୀ ଜିଲା କାକଟପୁର ନିର୍ବାଚନ ମଣ୍ଡଳୀର ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ସୁରେନ୍ଦ୍ର ନାଥ ନାୟକଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଶୋକ ପ୍ରକାଶ କରିଛନ୍ତି।
ମୁଖ୍ୟମନ୍ତ୍ରୀ ଶୋକ ପ୍ରକାଶ କରି କହିଛନ୍ତି,…
Read More...
Read More...
ମହାପ୍ରଭୁଙ୍କ ପାଇଁ ପ୍ରାୟ ୩ଶହ ମାମଲା ମାଗଣାରେ ଲଢ଼ିଛନ୍ତି ଜଷ୍ଟିସ୍ ବିଶ୍ଵନାଥ ରଥ, ଏବେ ମିଳିଲା ରତ୍ନ ଭଣ୍ଡାର…
ଶ୍ରୀମନ୍ଦିର ରତ୍ନ ଭଣ୍ଡାର ଖୋଲିବା, ଅଳଙ୍କାର ଗୁଡ଼ିକର ଗଣନା ପାଇଁ ରାଜ୍ୟ ସରକାର ଓଡ଼ିଶା ହାଇକୋର୍ଟ ପୂର୍ବତନ ବିଚାରପତି ବିଶ୍ଵନାଥ ରଥଙ୍କ ଅଧ୍ୟକ୍ଷତାରେ କମିଟି ଗଠନ କରିଛନ୍ତି। ଏହି ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ…
Read More...
Read More...
ଗିରଫ ଭୟରେ ହାଇକୋର୍ଟ ଗଲେ ପୂର୍ବତନ ମନ୍ତ୍ରୀ
ପୂର୍ବତନ ମନ୍ତ୍ରୀ ରଘୁନନ୍ଦନ ଦାସ ହାଇକୋର୍ଟରେ ଆଗୁଆ ଜାମିନ ଆବେଦନ କରିଛନ୍ତି । ଖବରଦାତାଙ୍କ ଉପରକୁ କୁକୁର ଛାଡ଼ିବା ତାଙ୍କୁ ମହଙ୍ଗା ପଡିଛି। ତାଙ୍କ ବିରୋଧରେ କ୍ୟାପିଟାଲ ଥାନାରେ ଏକ ମାମଲା ରୁଜୁ ହୋଇଥିଲା।…
Read More...
Read More...