Browsing Category
ଓଡ଼ିଶା
ତାରିଣୀ ପୀଠର ଉନ୍ନତିକରଣ ପାଇଁ ୫୦ କୋଟିର ପ୍ୟାକେଜ : ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା ନ୍ୟୁଜ୍
ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବା ପରେ ଆଜି ପ୍ରଥମ ଥର ପାଇଁ ନିଜ ଜନ୍ମମାଟି କେନ୍ଦୁଝର ଗସ୍ତ କରିଛନ୍ତି ମୋହନ ମାଝୀ । ଏହି କ୍ରମରେ ପ୍ରଥମେ ସେ ମା’ ତାରିଣୀ ପୀଠକୁ ଯାଇ ସେଠାରେ ପୂଜାର୍ଚ୍ଚନା କରିବା ସହ ମନ୍ଦିର…
Read More...
Read More...
ପାଣିପାଗ ବିଭାଗର ଆକଳନ, ୨୬ରୁ ରାଜ୍ୟରେ ପ୍ରବଳ ବର୍ଷା
ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ରହିଛି । ଫଳରେ ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି । ଏନେଇ ଅଞ୍ଚଳିକ ପାଣିପାଗ ବିଭାଗ କେନ୍ଦ୍ର ପକ୍ଷରୁ ୨୦ ଜିଲାକୁ ବିଜୁଳି, ଘଡ଼ଘଡ଼ି ପାଇଁ ୟେଲୋ ୱାର୍ଣ୍ଣିଂ…
Read More...
Read More...
ନବୀନଙ୍କୁ ଘାରିଛି ବିଜେଡି ଚିନ୍ତା! ଏକଜୁଟ୍ ରହିବାକୁ ଦଳୀୟ କର୍ମୀଙ୍କୁ ଦେଲେ ଆହ୍ୱାନ
ନିର୍ବାଚନରେ ଶୋଚନୀୟ ପରାଜୟ ପରେ ଦଳର ବରିଷ୍ଠ ନେତା ଏବଂ ବିଭିନ୍ନ ଅଞ୍ଚଳର କାର୍ଯ୍ୟକର୍ତାଙ୍କ ସହ ସାକ୍ଷାତ କରି ସମୀକ୍ଷା କରୁଛନ୍ତି ବିଜୁ ଜନତା ଦଳର ମୁଖିଆ ନଵୀନ ପଟ୍ଟନାୟକ। ଏହି କ୍ରମରେ ଶନିବାର କିଛି…
Read More...
Read More...
ଜନ୍ମମାଟିରେ ମୁଖ୍ୟମନ୍ତ୍ରୀ ମୋହନ ମାଝି । ପାଛୋଟି ନେଲେ ସାଧାରଣ ଜନତା ।
ଜନ୍ମମାଟି କେନ୍ଦୁଝର ଗସ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ସେଠାରେ ଯାଇ ପହଞ୍ଚିବା ପରେ ତାଙ୍କୁ ପୁଷ୍ପଗୁଚ୍ଛ ଓ ଉପଢୌକନ ଦେଇ ପାଛୋଟି ନେଲେ ଲୋକେ । ହଜାର ହଜାର ଲୋକ ତାଙ୍କୁ ଦେଖାକରି ନିଜ ନିଜ ସମସ୍ୟା…
Read More...
Read More...
ନବୀନ ଏତେ ଫିଟ୍ ହେଲେ କେମିତି?
ସରକାର ବଦଳିବା ସହ ବଦଳିଯାଇଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ । ପୂର୍ବରୁ ଦୁର୍ବଳ ନଜର ଆସୁଥିବା ନବୀନ ଏବେ ପୂରା ସୁସ୍ଥ ଲାଗୁଛନ୍ତି । ସାମ୍ବାଦିକ ଯାହା ପ୍ରଶ୍ନ ପଚାରୁଛନ୍ତି ତା’ର ଉତ୍ତର…
Read More...
Read More...
ଆଜି ପୂର୍ବାହ୍ନ ୧୧ ଯାଏ ମହାପ୍ରଭୁଙ୍କ ଦର୍ଶନ ବନ୍ଦ
ଆସନ୍ତା ୨୨ ତାରିଖରେ ସ୍ନାନଯାତ୍ରା। ଏହି ଅବସରରେ ଚତୁର୍ଦ୍ଧାବିଗ୍ରହ ଶ୍ରୀମନ୍ଦିର ରତ୍ନବେଦି ଛାଡ଼ି ସ୍ନାନବେଦିକୁ ବିଜେ କରିବେ। ଶ୍ରୀବିଗ୍ରହମାନେ ସ୍ନାନବେଦିରେ ୧୦୮ ଗରା ସୁବାସିତ ଜଳରେ ସ୍ନାନ କରି ଭକ୍ତଙ୍କୁ…
Read More...
Read More...
ଯୋଗ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
ଆଜି ଅର୍ଥାତ୍ ଜୁନ୍ ୨୧ରେ ସମଗ୍ର ବିଶ୍ୱରେ ପାଳନ ହେଉଛି ଅନ୍ତର୍ଜାତୀୟ ଯୋଗ ଦିବସ। ଏହି କ୍ରମରେ ରାଜଧାନୀ ଭୁବନେଶ୍ୱରସ୍ଥିତ କଳିଙ୍ଗ ଷ୍ଟାଡିୟମରେ ରାଜ୍ୟସ୍ତରୀୟ ଯୋଗ ଦିବସ ପାଳନ କରାଯାଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ…
Read More...
Read More...
କେମିତି ହେବ ଓଡ଼ିଶାର ବଜେଟ,ବଜେଟ୍ ପ୍ରସ୍ତୁତି ପୂର୍ବରୁ ବିଭିନ୍ନ ବର୍ଗର ଲୋକଙ୍କ ଠାରୁ ମତାମତ ଲୋଡ଼ିଲେ ମୁଖ୍ୟମନ୍ତ୍ରୀ ।
କେମିତି ହେବ ଓଡ଼ିଶାର ବଜେଟ୍ । ବଜେଟ୍ ପ୍ରସ୍ତୁତି ପୂର୍ବରୁ ସମାଜର ବିଭିନ୍ନ ବର୍ଗର ଲୋକଙ୍କ ଠାରୁ ମତାମତ ଲୋଡ଼ିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ୱେବ୍ ସାଇଟ୍, ଇମେଲ୍, ହ୍ୱାର୍ଟସଆପ୍ ଏବଂ ଏସ୍ଏମ୍ଏସ୍ ଜରିଆରେ…
Read More...
Read More...
ସତୀଶ ଚନ୍ଦ୍ର ସାମଲ ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ବ୍ୟକ୍ତିଗତ ସଚିବ ଭାବେ ନିଯୁକ୍ତ
ଭୁବନେଶ୍ୱର,୨୦।୬: ରାଜ୍ୟର ପ୍ରଥମ ଭାଜପା ସରକାରର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କ ଅତିରିକ୍ତ ବ୍ୟକ୍ତିଗତ ସଚିବ ଭାବେ ସତୀଶ ଚନ୍ଦ୍ର ସାମଲଙ୍କୁ ନିଯୁକ୍ତ କରାଯାଇଛି। ମୁଖ୍ୟମନ୍ତ୍ରୀ ଦାୟିତ୍ୱ ନେବାପରେ ଏପର୍ଯ୍ୟନ୍ତ…
Read More...
Read More...
ବଦଳିଲା ସରକାରଙ୍କ ନିଷ୍ପତ୍ତି: ୨୨ ଜଣ ଅଫିସରଙ୍କ ବଦଳି ଉପରେ ଲାଗିଲା ରୋକ୍
ବଦଳିବା ପରେ ନୂଆ ସରକାର ବିଭିନ୍ନ ବିଭାଗରେ ଦୀର୍ଘବର୍ଷ ଧରି ଥିବା ଅଫିସରମାନଙ୍କୁ ଅନ୍ୟ ବିଭାଗକୁ ବଦଳି କରିବା ପ୍ରକ୍ରିୟା ଆରମ୍ଭ କରିଛନ୍ତି। ନୂଆ ମୁଖ୍ୟମନ୍ତ୍ରୀଙ୍କୁ ତୃତୀୟ ମହଲା ଆବଣ୍ଟିତ ହେବା ପରେ ସେଠାରେ ଥିବା…
Read More...
Read More...